ଭୟଙ୍କର ଭୂକମ୍ପ: ଚାହୁଁ ଚାହୁଁ ଆଖି ପିଛୁଳାକେ ଭୁଶୁଡ଼ିପଡିଲା ବିରାଟ ବ୍ରିଜ୍

ମିଆଁମାର: ଭୟଙ୍କର ଭୂକମ୍ପରେ ଭୁଶୁଡିଲା ବିରାଟକାୟ ବ୍ରିଜ୍ । ନଦୀରେ ଭାଙ୍ଗିପଡିଲା ବ୍ରିଜ । ଭୂକମ୍ପ ଏତେ ଶକ୍ତିଶାଳୀ ଥିଲା ଯେ ବ୍ରିଜକୁ ଭାଙ୍ଗିମୋଡି ପାଣି ପାଟିରେ ଭରିଦେଲା । ଆଉ ହଠାତ୍ ଏକ ବିରାଟ ବ୍ରିଜ୍ ଭୁଶୁଡି ପଡିବା ପରେ…

ଭିଜିଲାନ୍ସ ଜାଲରେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ

ଆଠମଲ୍ଲିକ; ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୂ । ଲାଞ୍ଚ ନେଉଥିବା ବେଳେ ଅନୁଗୁଳ ଭିଜିଲାନ୍ସ ବିଭାଗ ହାତରେ ଧରା ପଡିଲେ ଆଠମଲ୍ଲିକ ତହସିଲର ବରିଷ୍ଠ କିରାଣୀ ସତ୍ୟପ୍ରିୟ ନାୟକ । ସୂଚନା ଅନୁସାରେ, ଆଠମଲ୍ଲିକ କେନ୍ଦୁପାଟି ଗାଁର ଚରଣ…

ପୋଲିସ ବର୍ଦ୍ଦିରେ ହାତ ଦେଇଥିବା ଲୋକଙ୍କୁ ଛଡ଼ାଯିବନି: ଡିଜିପି

ଭୁବନେଶ୍ୱର : ନାରୀ ନିର୍ଯାତନା ବୃଦ୍ଧି ପ୍ରତିବାଦରେ ଗତକାଲି ବିଧାନସଭା ଘେରାଉ କରିଥିଲା କଂଗ୍ରେସ । ଏହି ସମୟରେ କଂଗ୍ରେସ କର୍ମୀ -ପୋଲିସଙ୍କ ଭିତରେ ଖଣ୍ଡଯୁଦ୍ଧ ହୋଇଥିଲା । କାଲିର ଘଟଣା ପରେ ପୋଲିସ ଆକ୍ସନ ଉପରେ ନଜର ରହିଛି ।…

କଂଗ୍ରେସ ବିଧାୟକଙ୍କ ଅଭିନବ ପ୍ରତିବାଦ: ଘଣ୍ଟ ବାଡେଇ ଚାଲିଲେ ୧୪ ନିଲମ୍ବିତ ବିଧାୟକ

ଭୁବନେଶ୍ୱର: ଆଜି ବି କଂଗ୍ରେସ ପ୍ରତିବାଦ ରାଲି। ନିଲମ୍ବିତ କଂଗ୍ରେସ ବିଧାୟକଙ୍କ ଅଭିନବ ପ୍ରତିବାଦ। ବାଜିଲା ଘଣ୍ଟ, ରାଲିରେ ଚାଲିଲେ ୧୪ ନିଲମ୍ବିତ ବିଧାୟକ। ବିଧାନସଭା ଘେରାଉ ବେଳେ କଂଗ୍ରେସ କର୍ମୀଙ୍କୁ ମାଡ଼ ଘଟଣାରେ କଂଗ୍ରେସ ପ୍ରତିବାଦ ରାଲି କରିଛି। କଂଗ୍ରେସ…

୨ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ: ଆର୍ଥିକ ବର୍ଷ ଆରମ୍ଭ ହେବା ପୂର୍ବରୁ ମୋଦି ସରକାର ସରକାରୀ କର୍ମଚାରୀଙ୍କୁ ଏକ ବଡ଼ ଉପହାର ଦେଇଛନ୍ତି। ଶୁକ୍ରବାର ଦିନ ଅର୍ଥାତ୍ ଆଜି କେନ୍ଦ୍ର ସରକାର ମହଙ୍ଗା ଭତ୍ତା(ଡିଏ) ୨ ପ୍ରତିଶତ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି…

ସାହି ଯାତ ପାଇଁ ଚଳଞ୍ଚଚଳ ଶ୍ରୀକ୍ଷେତ୍ର, ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି

ସାହି ଯାତ ପାଇଁ ଜାଗା ଆଖଡ଼ା ଗୁଡ଼ିକରେ ସକାଳେ ଏବଂ ଅପରାହ୍ନରେ ଚାଲୁଛି ଜୋରଦାର ଅଭ୍ୟାସ । କଳାକାରମାନେ ଖଣ୍ଡା ଓ ଲାଠି ଚାଳନା ଶିଖୁଥିବା ବେଳେ ରାବଣ, ସପ୍ତସିରା, ପର୍ଶୁରାମ, ନାଗା ଓ ମେଢ଼ ଆଦି ନୃତ୍ୟାଭାସ ମଧ୍ୟ ଜୋରସୋରରେ…

ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ: ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ୧୮ ହଜାର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ବିଜେପି ସରକାର ନିଯୁକ୍ତି ଦେଇଛନ୍ତି। ଆହୁରି ୧୦ ହଜାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ଆଜି ବିଧାନସଭାରେ ଏଭଳି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବିଦ୍ୟାଳୟ ଓ ଗଣଶିକ୍ଷା…

ମଇ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା-୨୦୨୫ ର ଫଳ ପ୍ରକାଶ ପାଇବ । ଆସନ୍ତା ମେ‘ ୧୫ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବା ବୋଲି…

ମିଆଁମାର ଭୂମିକମ୍ପ: ୫୯ମୃତ, ୨୫୦ରୁ ଅଧିକ ଆହତ

ନୂଆଦିଲ୍ଲୀ: ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି ଭୂମିକମ୍ପ। ଶୁକ୍ରବାର ସକାଳେ ମିଆଁମାରରେ ଦୁଇଟି ବଡ଼ ଭୂମିକମ୍ପ ଅନୁଭୂତ ହୋଇଥିଲା, ଯାହା ଫଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଆମେରିକାର ଭୂତତ୍ତ୍ୱ ସର୍ଭେ (ୟୁଏସଜିଏସ) ଏହାର ତୀବ୍ରତା ୭.୫ ହେବ ବୋଲି…

ସମ୍ବଲପୁର ମଣପୁରମ୍‌ ଫାଇନାନ୍ସ ଡକାୟତି ଘଟଣା, କୋର୍ଟରେ ହାଜର ହେବ ମାଷ୍ଟରମାଇଣ୍ଡ ସୁବୋଧ ସିଂହ

ସମ୍ବଲପୁର: ସମ୍ବଲପୁର ବୁଢ଼ାରଜା ସ୍ଥିତ ମଣପୁରମ୍‌ ଫାଇନାନ୍ସ କାର୍ଯ୍ୟାଳୟରୁ ସଶସ୍ତ୍ର ଡକାୟତି ଘଟଣା । ଲୁଟର ମାଷ୍ଟରମାଇଣ୍ଡ ସୁବୋଧ ସିଂହକୁ ସମ୍ବଲପୁର ଆଣିଛି ଅଇଁଠାପାଲି ପୋଲିସ । ପଶ୍ଚିମବଙ୍ଗର ପ୍ରେସିଡେନ୍ସି ଜେଲରେ ଥିଲା ମାଷ୍ଟରମାଇଣ୍ଡ ସୁବୋଧ ସିଂହ । ଆଜି ସମ୍ବଲପୁର ଏସ୍‌ଡିଜେଏମ୍…