ସୁରେଶ ପନ୍ତ ନୂଆ ପିସିସିଏଫ୍‌

ଭୁବନେଶ୍ବର: ରାଜ୍ୟ ସରକାର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ସୁରେଶ ପନ୍ତଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ଦେଇଛନ୍ତି। ଶ୍ରୀ ପନ୍ତଙ୍କୁ ମୋହନ ସରକାର ପିସିସିଏଫ୍‌ ପଦବିରେ ନିଯୁକ୍ତି ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୦…

ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୟୂରଭଞ୍ଜର କପ୍ତିପଦା ଉପଖଣ୍ଡ ପାଇଁ ପଞ୍ଚାୟତିରାଜ ଏବଂ ପାନୀୟଜଳ ବିଭାଗ ପକ୍ଷରୁ ପ୍ରାୟ ୧୦୦ କୋଟି ଟଙ୍କା ବିନିଯୋଗରେ ୫୨ ଗୋଟି ପ୍ରକଳ୍ପର ଶୁଭ ଉଦଘାଟନ ଏବଂ ପ୍ରାୟ ୨୭୫ କୋଟି ଟଙ୍କା ବିନିଯୋଗରେ ୧୦୬ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ…

ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’

ରାଇରଙ୍ଗପୁର/ଖିଚିଂ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ଲକ୍ଷପତି ଦିଦି ଯୋଜନା, ସୁଭଦ୍ରା ଯୋଜନା ସମେତ…

ଶୋଇଥିବା ବେଳେ ଯୁବକଙ୍କ ଉପରକୁ ଏସିଡ୍ ମାଡ଼, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ବାସୁଦେବପୁର: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ନାୟକାଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ସେହି ଗାଁର ସନାତନ ପଲେଇଙ୍କ ପୁଅ ଜଗବନ୍ଧୁଙ୍କ ଉପରକୁ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ବାହାରୁ ଏସିଡ ଫିଙ୍ଗି…

ସହଦେବ ନାୟକ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ସୁଶାନ୍ତ ନାୟକ ଗିରଫ

ଭୁବନେଶ୍ୱର : ବହୁଚର୍ଚ୍ଚିତ ଭୁବନେଶ୍ବର ସହଦେବ ନାୟକ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ। ସୁଶାନ୍ତ ନାୟକକୁ ଗିରଫ କରିଛି କମିସନରେଟ ପୋଲିସ । କଟକ ଜିଲ୍ଲା କାନପୁର ଥାନା ଚମ୍ପେଶ୍ୱର୍ ଅଞ୍ଚଳରୁ ଗିରଫ କରିଛି ।  ସୁଶାନ୍ତ ହତ୍ୟାକାଣ୍ଡ ପରେ ନିଜ…

ମାଟ୍ରିକ୍‌ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି

ଭୁବନେଶ୍ୱର : ମାଟ୍ରିକ୍‌ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି ସହ ବିଜ୍ଞାନ ସି- ସେଟ୍‌ରେ ୪ ମାର୍କ କମ୍‌ ଥିବା ନେଇ ଶନିବାର ବୋର୍ଡ ପକ୍ଷରୁ ସୂଚନା ମିଳିଛି। ପ୍ରଶ୍ନପତ୍ରରେ ଥିବା ତ୍ରୁଟିକୁ ବୋର୍ଡ ସଭାପତି ସ୍ୱୀକାର କରିଛନ୍ତି । ଯେପରି…

ତୀର୍ଥଯାତ୍ରୀ ବସ୍‌କୁ ପଛରୁ ପିଟିଲା କଣ୍ଟେନର୍‌, ୧୦ରୁ ଉର୍ଦ୍ଧ୍ୱ ଆହତ

ଭୁବନେଶ୍ୱର: ଟାଟାରୁ ପୁରୀ ଯାଉଥିଲା ତୀର୍ଥଯାତ୍ରୀ ବସ୍‌ । ରାସ୍ତାରେ ଟାୟାର୍‌ ବଦଳାଇବାକୁ ରହିଥିବା ବେଳେ ବସ୍‌କୁ ପଛରୁ ପିଟିଲା କଣ୍ଟେନର୍‌ । ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଆହତ । ଭଦ୍ରକ ଜିଲ୍ଲା ୧୬ ନମ୍ୱର୍ ଜାତୀୟ ରାଜପଥ ଭଣ୍ଡାରିପୋଖରୀ…

ରାଜଧାନୀରେ ଅଧ୍ୟାପିକାଙ୍କ ନ୍ୟୁଡ୍ କଲ୍

ଭୁବନେଶ୍ଵର: ରାଜଧାନୀରେ ଜଣେ ଅଧ୍ୟାପିକାଙ୍କ ନ୍ୟୁଡ୍ କଲ୍ ଚର୍ଚ୍ଚାର ବିଷୟ ପାଲଟିଛି। ହନିଟ୍ରାପରେ ପଡି ସ୍ଵାମୀ ଲକ୍ଷାଧିକ ଟଙ୍କା ହରାଇବା ପରେ ତାଙ୍କ ସ୍ତ୍ରୀ ଲକ୍ଷ୍ମୀସାଗର ଥାନାରେ ଏ ନେଇ ଅଭିଯୋଗ କରିଛନ୍ତି। ପୁଲିସ୍ ଘଟଣାରେ ତଦନ୍ତ ଜାରି ରଖିଛି। ଇନଫୋସିଟି…

ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ

ଝାରସୁଗୁଡ଼ା: ୨୦୨୩ ମସିହା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି କ୍ରାଇମବ୍ରାଞ୍ଚ ତନାଘନା ତଦନ୍ତ । ନବ ଦାସଙ୍କ ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ହାଜର ହେବା ପାଇଁ ନୋଟିସ୍ କରିଛି କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହରେ…

ପାଚିକା ଓ ସହାୟିକାଙ୍କ ପାରିତୋଷିକ ୩ ହଜାରକୁ ବୃଦ୍ଧି

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ।…