ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ: ଶେଷ ଲିଗ୍ ମ୍ୟାଚ୍ ତଥା ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ୪୪ ରନରେ ଜିତିଲା ଭାରତ। ୨୫୦ ରନ୍‌ର ଟାର୍ଗେଟ୍‌ ପିଛା କରି ୪୫.୩ ଓଭରରେ ସମସ୍ତ ଓ୍ୱିକେଟ୍‌ ହରାଇ ୨୦୫ ରନ୍‌ କରିପାରିଛି ନ୍ୟୁଜିଲାଣ୍ଡ। ଚାମ୍ପିଅନ୍ସ ଟ୍ରଫି ୨୦୨୫ର…

ଅଡୁଆରେ ପୂର୍ବ ସେବି ମୁଖ୍ୟ ମାଧବୀ ପୁରି ବୁଚ୍ : ମାମଲା ରୁଜ୍ଜୁ ପାଇଁ ନିର୍ଦ୍ଦେଶ

ମୁମ୍ବାଇ: ମୁମ୍ବାଇର ଦୁର୍ନୀତି ନିବାରଣ ବ୍ୟୁରୋ (ଏସିବି) ଅଦାଲତ ସେବିର ପୂର୍ବତନ ଅଧ୍ୟକ୍ଷ ମାଧବୀ ପୁରୀ ବୁଚ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା ଜାଲିଆତି କରି ଏକ କମ୍ପାନିର ଲିଷ୍ଟିଂ…

କୋଲାବରେ ଚାଲିବ କ୍ରୁଜ: ଜାହାଜରେ ବୁଲିବେ ପର୍ଯ୍ୟଟକ

କୋରାପୁଟ: କୋରାପୁଟ କୋଲାବ ଡ୍ୟାମରେ ଚାଲିବ କ୍ରୁଜ । କୋରାପୁଟରେ ଗୋଆର ମଜା ନେବେ ପର୍ଯ୍ୟଟକ। ଜାହାଜରେ ବସି ବୁଲିବେ। ଏଥି ପାଇଁ ପ୍ରାରମ୍ଭିକ ସର୍ଭେ ସରିବା ସହ ଆରମ୍ଭ ହୋଇଛି ପ୍ରସ୍ତୁତି । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

ଯାହାର ମାସିକ ଆୟ ୧୦ ହଜାର ସେମାନେ ରାସନ୍‌କାର୍ଡ ଫେରାନ୍ତୁ

ଭୁବନେଶ୍ୱର: ଯଦି ରୋଜଗାର ୧୦, ୧୫ ହଜାରରୁ ଅଧିକ ଅଛି, ତାହେଲେ ତୁରନ୍ତ ରାସନ୍ କାର୍ଡ ଫେରା। ନିଜ ଆଡୁ କାର୍ଡ ଫେରାଇବାକୁ ପୁଣି ଥରେ ଅପିଲ କରିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଯେଉଁ ମାନଙ୍କର ଗ୍ରାମୀଣ ଅଂଚଳରେ…

ପାସପୋର୍ଟ ପାଇଁ ଏଣିକି ଆବଶ୍ୟକ ଏହି ଡକ୍ୟୁମେଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ପାସପୋର୍ଟ କରିବାକୁ ଯାଉଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ | ପାସପୋର୍ଟ ନିୟମରେ ସରକାର ଏକ ବଡ଼ ପରିବର୍ତ୍ତନ କରିଛନ୍ତି, ଯାହା ଅନେକ ଲୋକଙ୍କ ପାଇଁ ଅସୁବିଧା ସୃଷ୍ଟି କରିପାରେ | ନୂତନ ନିୟମ…

ପାଟଣାରେ ହେବ ବୃହତ୍‌ ଷ୍ଟିଲ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର ଜିଲାର ପାଟଣାରେ ଏକ ବୃହତ୍‌ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରାଯିବ। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘୋଷଣା କରିଛନ୍ତି। କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ ଚନ୍ଦ୍ରଶେଖର କଲେଜର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଏହି ଘୋଷଣା କରିଥିଲେ।…

ଅନ୍ନଦାତାଙ୍କୁ ଯେତେ ଧନ୍ୟବାଦ କଲେ ମଧ୍ୟ ତାହା ସବୁବେଳେ କମ ହେବ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର: କେନ୍ଦୁଝର ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ୨୦୨୫କୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଧରଣୀଧର ବିଶ୍ୱବିଦ୍ୟାଳୟ ଖେଳ ପଡିଆଠାରେ ପାଞ୍ଚ ଦିନ ବ୍ୟାପୀ ଆୟୋଜିତ ହେବାକୁ ଥିବା ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କରିଛନ୍ତି…

ଚନ୍ଦ୍ରରେ ଓହ୍ଲାଇଲା ‘ନୀଳ ଭୂତ’

କେପ୍ କାନାଭେରାଲ: ନୀଳ ଭୂତ ବା ବ୍ଲୁ ଗୋଷ୍ଟ ଯେତେବେଳେ ପ୍ରଥମ ଥର ପାଇଁ ଚନ୍ଦ୍ରରେ ପାଦ ରଖିଲା ସେତେବେଳେ ସାରା ବିଶ୍ୱ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ, ଏହା କୌଣସି ଭୂତ ପ୍ରେତ ନୁହେଁ । ଆମେରିକାର ଏକ…

ନିଶାଶକ୍ତ ଯୁବକ ଭିଆଇଲେ ଏଭଳି କାଣ୍ଡ, କାନ୍ଥ ଭାଙ୍ଗି ଘରେ ପଶିଗଲା କାର୍

ଭୁବନେଶ୍ୱର: କାନ୍ଥ ଭାଙ୍ଗି ଘରେ ପଶିଗଲା କାର । ଭୁବନେଶ୍ୱର ସୌଭାଗ୍ୟ ନଗରରୁ ଆସିଛି ଏପରି ଘଟଣା । ଏଭଳି କାଣ୍ଡ ଭିଆଇଛନ୍ତି ନିଶାରେ ଚୁର ଯୁବକ ।  ଆଜି ଭୋର ୪.୩୦ଟା ସମୟରେ ସୌଭାଗ୍ୟ ନଗର ବୈଭବ ଇଷ୍ଟେଷ୍ଟ ସ୍ଥିତ ଚାଟାର୍ଡ…

ବଡ଼ ମେଡିକାଲ୍‌ରେ ୪୫ ମିନିଟରୁ ଅଧିକ ସମୟ କଟିଲା ବିଜୁଳି

କଟକ: ବିଶ୍ୱସ୍ତରୀୟ ହସ୍ପିଟାଲ ହେଉଛି କଟକ ବଡ ମେଡିକାଲ । କୋଟି କୋଟି ଟଙ୍କା ଖର୍ଚ୍ଚରେ ଭିତ୍ତିଭୂମିର ଉନ୍ନତିକରଣ ଚାଲିଛି । ବଡ ବଡ କୋଠା ତିଆରି ଚାଲିଛି । ହେଲେ, ବଡ ମେଡିକାଲର ପିଛା ଛାଡୁନି ଅବ୍ୟବସ୍ଥା । କେତେବେଳେ…