ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ

ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଟାଟୁ…

IIT ବାବା ଅଭୟ ସିଂଙ୍କୁ ହୋଟେଲରୁ ଉଠାଇନେଲା ପୋଲିସ, ପାଖରୁ ଗଂଜେଇ ଜବତ

ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ବେଶ ଚର୍ଚ୍ଚାକୁ ଆସିଥିଲେ ଆଇଆଇଟି ବାବା ଅଭୟ ସିଂ । ଏବେ ଆଇଆଇଟି ବାବାଙ୍କୁ ଅଟକ ରଖିଛି ଜୟପୁର ପୋଲିସ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ । ଏହାପରେ ସେ…

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୮୪ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍‌କାଳ…

ଚମୋଲି ହିମସ୍ଖଳନ : ବଞ୍ଚିଲା ୪୬ ଜୀବନ, ସମସ୍ତ ଉଦ୍ଧାରକାରୀ ଦଳକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ଧାମି

ଉତ୍ତରାଖଣ୍ଡ ଚମୋଲିର ମାଣାରେ ୩ ଦିନ ପୂର୍ବରୁ ହୋଇଥିବା ହିମସ୍ଖଳନର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ୩ ଦିନ ଧରି ଚାଲିଥିବା ଉଦ୍ଧାର କାର୍ଯ୍ୟ ଆଜି ଶେଷ ହୋଇଛି । ହିମଖଣ୍ଡ ତଳୁ ୪୬ ଜଣଙ୍କୁ ମିଳିଲା ନୂଆ ଜୀବନ…

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି…

ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ

ଭଞ୍ଜନଗର : ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ । ଗଂଜାମ ଜିଲ୍ଲା ଆସିକା ଥାନା କର୍ପୁର ନୁଆଁ ଗାଁରେ ଘଟିଛି ଏଭଳି ଘଟଣା । ଘଟଣାସ୍ଥଳରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଅନ୍ୟ ଜଣେ ଶ୍ରମିକ । ଘରର ଛାତ ପଡ଼ିଥିବା…

ହେଡ୍ କୋଚ୍ ପଦରୁ ହଟିଲେ ଅଲମ୍ପିଆନ ସ୍ବିମର

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଥିବା ହାଇ ପରଫର୍ମାନ୍ସ ସନ୍ତରଣ କେନ୍ଦ୍ରର ଅନ୍ତେବାସୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଯାହାର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି। କ୍ରୀଡ଼ା ଏବଂ ଯୁବ ସେବା…

ହତ୍ୟା ପରେ ଯୁବକଙ୍କୁ ରାସ୍ତାରେ ଫିଙ୍ଗି ଦେଇଗଲେ ଦୁର୍ବୃତ୍ତ

ମୋହନା : କୋହ ସମ୍ଭାଳି ହେଉନି କି ଆଖିର ଲୁହ ବୋଲମାନୁନି । କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ । ଧର୍ଯ୍ୟହରା ପରିବାର ଲୋକେ । ତୁହାକୁ ତୁହା ଚେତାବୁଡି ଯାଉଛି ମହିଳାମାନଙ୍କର । ଏପଟେ ରାସ୍ତାଟା ସାରା ଜମିଛି ଭିଡ…

ମୃତ୍ୟୁ ପରେ ବି ଅମର କୁନି ପୁଅ ଜନ୍ମେଶ

ଭୁବନେଶ୍ଵର: ଛୋଟିଆ ଜୀବନ ଦେଇଗଲା ମହାନତାର ଉଦାହରଣ । ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ । କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା…

ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ପ୍ରସ୍ତୁତ

ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ରାଜି ।  ଲଣ୍ଡନ ସମ୍ମିଳନୀରେ ଅବସରରେ ଏହା କହିଛନ୍ତି ଜେଲେନସ୍କି ।  ସେ କହିଛନ୍ତି ଆମେରିକା ସହ ଖଣି ଡିଲ୍ ପାଇଁ ଆମେ ପ୍ରସ୍ତୁତ ।  ଆମେରିକା ମଧ୍ୟ ଅନୁରୂପ ଭାବେ ପ୍ରସ୍ତୁତ…