ଆଜି ୪୩.୬ ଡିଗ୍ରୀ ତାପମାତ୍ରା ସହ ଜଳିଛି ବୌଦ୍ଧ
ମାର୍ଚ୍ଚ ଅଧାରୁ ଜଳିଲାଣି ଅଧାରୁ ଅଧିକ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରିଚାଲିଛି ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଛି ଗ୍ରୀଷ୍ମ ପ୍ରବାହ । କିଛିଦିନ ହେଲା ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ…
ମାର୍ଚ୍ଚ ଅଧାରୁ ଜଳିଲାଣି ଅଧାରୁ ଅଧିକ ଓଡ଼ିଶା । ପଶ୍ଚିମ ଓଡ଼ିଶାରେ ନିଇତି ରେକର୍ଡ କରିଚାଲିଛି ପାରଦ । ମାର୍ଚ୍ଚ ଅଧାରୁ ଯେଭଳି ଦାଉ ସାଧିଛି ଗ୍ରୀଷ୍ମ ପ୍ରବାହ । କିଛିଦିନ ହେଲା ବୌଦ୍ଧ ଓ ଝାରସୁଗୁଡ଼ା କ୍ରମାଗତ ପାରଦ ଉପରମୁହାଁ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ପ୍ରସିଦ୍ଧ ପଡକାଷ୍ଟର ଲେକ୍ସ ଫ୍ରିଡମ୍ୟାନଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି। ଏହି ପୋଡକାଷ୍ଟରେ ତାଙ୍କ ପିଲାଦିନ, ହିମାଳୟରେ ବିତାଇଥିବା ସମୟ ଏବଂ ସାର୍ବଜନୀନ ଜୀବନରେ ତାଙ୍କର ଯାତ୍ରା ସମେତ ବିଭିନ୍ନ ବିଷୟ ଉପରେ ସେ…
ନୂଆଦିଲ୍ଲୀ : ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ) ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ହେବ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ରାଷ୍ଟ୍ରୀୟ ଆଧୁନିକ କଳା ସଂଗ୍ରହାଳୟ (ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ)ର ଏକ ଶାଖା ଭୁବନେଶ୍ୱରରେ ସ୍ଥାପନ ପାଇଁ ଦେଇଥିବା…
ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ରବିବାର ସେନା ଗାଡ଼ି ଉପରେ ଭୟଙ୍କର ଆକ୍ରମଣ ହୋଇଛି। ପାକ୍ ସେନାର କିଛି ବସରେ ଯବାନମାନେ ନୌଶକି ଅଞ୍ଚଳ ଦେଇ କ୍ଵେଟାରୁ ତାଫତାନ ଯାଉଥିଲେ। ଏହି ସମୟରେ ହଠାତ ଆଇଇଡି ଭର୍ତ୍ତି ଏକ ଗାଡ଼ି ପାକ୍ ସେନାର…
ଭୁବନେଶ୍ଵର: ମାର୍ଚ୍ଚ ୩୧ ଧାନ କିଣା ପାଇଁ ଶେଷ ତାରିଖ । ମାର୍ଚ୍ଚ ୩୧ ପରେ ଆଉ ଧାନ ନେବେନାହିଁ ସରକାର । ଧାନ କିଣା ଡେଡଲାଇନ୍ ବତାଇ କିଛି ଏପରି ସୂଚନା ଦେଇଛନ୍ତି ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ କୃଷ୍ଣ…
ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସେ ନିଜର ମତ ରଖି ତେରଛା ବାଣ ମାରିଛନ୍ତି। ସେ…
କଟକ: ହୋଲିରେ କଟକ ଶ୍ରୀକୃଷ୍ଣ ବିହାର ଅଞ୍ଚଳରେ ଯୁବକଙ୍କୁ ଗୁଳି କରି ହତ୍ୟା ଘଟଣା । କ୍ୟାରମ୍ ଖେଳକୁ କେନ୍ଦ୍ରକରି ଯୁବକଙ୍କୁ ଗୁଳି କରି ହତ୍ୟା କରିଥିଲେ ଦୁର୍ବୃତ୍ତ । ପ୍ରେସମିଟ୍ କରି ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ।…
ପାକିସ୍ତାନରେ ଜାଫର ଏକ୍ସପ୍ରେସ ହାଇଜ୍ୟାକ୍ ଘଟଣାରେ ପଣବନ୍ଦୀ ଥିବା ୨୧୪ ଯାତ୍ରୀଙ୍କୁ ବାଲୋଚ ଲିବରେସନ ଆର୍ମି(ବିଏଲଏ) ହତ୍ୟା କରିଛି। ଏ ନେଇ ବିଏଲଏ ପକ୍ଷରୁ ଦାବି କରାଯାଇଛି। ବନ୍ଦୀ ଅଦଳ ବଦଳ କରିବାକୁ ପାକ୍ ସରକାର ରାଜି ନ ହେବାରୁ ପଣବନ୍ଦୀମାନଙ୍କୁ…
ଭୁବନେଶ୍ୱର : ରାଜଧାନୀ ବୁଦ୍ଧ ବିହାରରେ ଯୁବକଙ୍କୁ କଟୁରୀରେ ଆକ୍ରମଣ । ଜଣକୁ ହାଣିବାକୁ ଆସି ଆଉ ଜଣଙ୍କୁ ହାଣିଲେ ଦୁର୍ବୃତ୍ତ । ଆହତ ଯୁବକ ହେଲେ ଚନ୍ଦ୍ରଶେଖରପୁର ବୁଦ୍ଧ ବିହାରର ମନୋଜ ସ୍ବାଇଁ । ତାଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି…
ଭୁବନେଶ୍ୱର: ଓଡ଼ିଶାରେ ଖୋଲିବ ପୋଷଣ କେନ୍ଦ୍ର। ରାଜ୍ୟରେ ଅତ୍ୟାବଶକ ସାମଗ୍ରୀ ପାଇଁ ଗୁଜରାଟ ମଡେଲରେ ଖୋଲିବ ପୋଷଣ କେନ୍ଦ୍ର । ପାଇଲଟ୍ ପ୍ରୋଜେକ୍ଟରେ ୩୫ଟି ପୋଷଣ କେନ୍ଦ୍ର ଖୋଲାଯିବ। ଏନେଇ ଆଜି ସୂଚନା ଦେଇଛନ୍ତି ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ଏନେଇ…