ବିଧାନସଭାରେ ପଖାଳ ଦିବସ ପାଳିତ, ପଖାଳ ଖାଇଲେ ବାଚସ୍ପତି, ମୁଖ୍ୟମନ୍ତ୍ରୀଙ୍କ ସହ ଅନ୍ୟ ନେତା ଓ ମନ୍ତ୍ରୀ

ଭୁବନେଶ୍ବର: ଓଡିଆଙ୍କ ପ୍ରିୟ ଖାଦ୍ୟ ପଖାଳ । ଓଡ଼ିଆ ସଂସ୍କୃତି ଓ ପରମ୍ପରା ସହିତ ପଖାଳ ବେଶ୍ ଜଡ଼ିତ । ମହାପ୍ରଭୁ ଜଗନ୍ନାଥଙ୍କ ମଧ୍ୟ ପ୍ରିୟ ଖାଦ୍ୟ ହେଉଛି ପଖାଳ। ଆଜି ସମଗ୍ର ରାଜ୍ୟ ପାଳୁଛି ପଖାଳ ଦିବସ । ଏହି ଅବସରରେ…

ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ

ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ଗୁରୁବାର ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର…

ଶୌଚାଳୟରେ ମୃତ ଛୁଆକୁ ଜନ୍ମଦେଲେ କଲେଜ ଛାତ୍ରୀ

ନୟାଗଡ: ପେଟ କାଟିବାରୁ ଡାକ୍ତରଖାନା ଯାଇଥିଲେ । କିନ୍ତୁ ଶୌଚାଳୟରେ ଛୁଆ ଜନ୍ମ କଲେ ଯୁକ୍ତ ୩ ଛାତ୍ରୀ । ଛାତ୍ରୀ ଜଣଙ୍କ ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଦ୍ଵିତୀୟ ବର୍ଷରେ ପାଠ ପଢୁଥିବା ଜଣାପଡ଼ିଛି। ଏହି ଘଟଣା ସ୍ଥାନୀୟ…

୨୫ ସେଲିବ୍ରିଟିଙ୍କ ନାଁରେ ଏତଲା

ରାଣା ଦଗୁବାତୀ, ପ୍ରକାଶ ରାଜ, ବିଜୟ ଦେବରକୋଣ୍ଡା ଓ ମଞ୍ଚୁ ଲକ୍ଷ୍ମୀଙ୍କ ସମେତ ପ୍ରାୟ ୨୫ ଜଣ ଲୋକପ୍ରିୟ ସେଲିବ୍ରିଟି ତଥା ପ୍ରଭାବଶାଳୀ ବ୍ୟକ୍ତିଙ୍କ ବିରୋଧରେ ଏତଲା ଦାୟର କରିଛି ତେଲଙ୍ଗାନା ପୁଲିସ। ଏମାନଙ୍କ ବିରୋଧରେ ବେଆଇନ ବେଟିଂ ଆପ୍ସକୁ ପ୍ରୋତ୍ସାହନ…

‘ରାଜ୍ୟର ବେସରକାରୀ କଲେଜଗୁଡ଼ିକୁ ସରକାର ହାତକୁ ନିଅନ୍ତୁ’

ଭୁବନେଶ୍ୱର: ରାଜ୍ୟରେ ଥିବା ବେସରକାରୀ କଲେଜଗୁଡ଼ିକର ପରିଚାଳନା ଭାର ସରକାର ହାତକୁ ନିଅନ୍ତୁ ବୋଲି ଅଖିଳ ଭାରତୀୟ ରାଷ୍ଟ୍ରୀୟ ଶୈକ୍ଷିକ ମହାସଂଘ ଉଚ୍ଚଶିକ୍ଷା ଶାଖା ପକ୍ଷରୁ ଦାବି କରାଯାଇଛି । ମହାସଂଘର ରାଜ୍ୟ ସଭାପତି ପ୍ରଫେସର ଶିବଵ୍ରତ ଦାସଙ୍କ ନେତୃତ୍ୱରେ ଏକ…

ନବୀନ ମୁଖ୍ୟମନ୍ତ୍ରୀ ହୁଅନ୍ତୁ ବୋଲି ଚାହୁଁ ନଥିଲେ ଭି କେ ପାଣ୍ଡିଆନ୍‌: ପଦ୍ମଲୋଚନ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସରକାରରେ ୫ଟି ଅଧ୍ୟକ୍ଷ ଥିବା ଭି.କେ ପାଣ୍ଡିଆନ୍‌ଙ୍କୁ ବାଲେଶ୍ବର ଜିଲ୍ଲା ସିମୁଳିଆରୁ ବିଜେପି ବିଧାୟକ ପଦ୍ମଲୋଚନ ପଣ୍ଡା ଟାର୍ଗେଟ୍‌ କରିଛନ୍ତି। ପାଣ୍ଡିଆନ୍‌ଙ୍କୁ ନେଇ ଶ୍ରୀ ପଣ୍ଡା ସାଙ୍ଘାତିକ ବୟାନ ଦେଇଛନ୍ତି। ସେ କହିଛନ୍ତି, ପୂର୍ବତନ…

ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର: ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ। ତେବେ ରାସନକାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪। ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍‌ ଦିଆଯାଇଛି। ମୃତ୍ୟୁ ପରେ ବି ଏହି ଲୋକମାନଙ୍କ…

ଆସନ୍ତା ବର୍ଷ ଭାରତ ହେବ ନକ୍ସଲ ମୁକ୍ତ: ୨୬ ନକ୍ସଲ ଏନକାଉଣ୍ଟର ପରେ ଶାହାଙ୍କ ବଡ ବୟାନ

ନୂଆଦିଲ୍ଲୀ: ଏନକାଉଣ୍ଟରରେ ଥରିଛି ଛତିଶଗଡର ଛାତି । ଜଙ୍ଗଲରେ ଶୁଭିଛି ଗୁଳିର ଗର୍ଜନ । ଆଉ ଯବାନଙ୍କ ଗୁଳିରେ ଟଳିପଡିଛନ୍ତି ୨୬ ମାଓବାଦୀ । ଇଟାର ଜବାବ ପଥରରେ ଦେଇଛନ୍ତି ସୁରକ୍ଷା କର୍ମୀ । ଛତିଶଗଡର ୨ଟି ଅଲଗା ଅଲଗା ସ୍ଥାନରେ…

ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର IT ରେଡ୍

ଅନୁଗୁଳ:  ବଡ ଧରଣର ଆୟକର ଚଢ଼ାଉ । ମଦ ବ୍ୟବସାୟୀଙ୍କ ଘରେ ବଡ଼ ଧରଣର ଆୟକର ରେଡ୍‌ ହୋଇଛି । ଅନୁଗୁଳ କରଡ଼ାଗାଡିଆରେ ଥିବା ଦେଶୀ ଭାଟିର ମୁଖ୍ୟ ଗୋଦାମରେ ଚାଲିଛି ରେଡ୍ । ଆୟକର ଫାଙ୍କିବା ନେଇ ଚଢ଼ାଉ ଚାଲିଥିବା ସୂଚନା…

ଓଡିଶାରୁ ଚାଇନା ଯାଉଛି ଲୁହା ପଥର: ଗଲାଣି ୧୮ ଲକ୍ଷ ମେଟ୍ରିକ୍ ଟନ୍

ଭୁବନେଶ୍ବର: ଖଣିଜ ପଦାର୍ଥରେ ଭରପୂର ଓଡିଶା ରାଜ୍ୟରୁ ଚାଇନା ନେଉଛି ଲୁହାପଥର । ରାଜ୍ୟରେ ଲୁହାପଥର ରପ୍ତାନୀରୁ ଆଦାୟ ହେଉଥିବା ରାଜସ୍ୱକୁ ନେଇ ତଥ୍ୟ ଦେବା ବେଳେ ଏହି ସୂଚନା ରଖିଥିଲେ ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା…