ଆଗାମୀ ୫ ଦିନରେ ତାପମାତ୍ରା ଧୀରେଧୀରେ ବଢ଼ିବ: ପାଣିପାଗ ବିଭାଗ

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାଧାରଣ ଥିବା ବେଳେ ଚଳିତ ସପ୍ତାହର ଶେଷ ବେଳକୁ ଏହା ଧୀରେଧୀରେ ବଢ଼ିବାର ସମ୍ଭାବନା ରହିଛି। ଆସନ୍ତା ୨୯ ତାରିଖ ବେଳକୁ ହିଟ୍‌ ୱେଭ୍‌ ଫେରିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏଭଳି…

କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ନିଲମ୍ବିତ

ଭୁବନେଶ୍ବର: ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା ନେଇ କଂଗ୍ରେସର ୧୨ ବିଧାୟକଙ୍କୁ ୭ ଦିନ ପାଇଁ ବିଧାନସଭାରୁ ନିଲମ୍ବନ କରାଯାଇଛି । ବାଚସ୍ପତିଙ୍କ ପ୍ରତି ଅସମ୍ମାନ, ବିଧାନସଭାରେ ଅଶୋଭନୀୟ ଆଚରଣ ଓ ବିଧାନସଭାର ନିୟମ ଉଲ୍ଲଘଂନ ପାଇଁ ଶାସକ ଦଳର…

ଘରୋଇ ହସ୍ପିଟାଲରେ ହେଉଛି ଅଧିକ ଅସ୍ତ୍ରୋପଚାର ଡେଲିଭରୀ: ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ସରକାରୀ ହସ୍ପିଟାଲ ତୁଳନାରେ ଘରୋଇ ହସ୍ପିଟାଲରେ ସବୁଠୁ ଅଧିକ ହେଉଛି ସିଜରିଆନ୍ ଡେଲିଭରୀ । ବିଧାନସଭାରେ ଏଭଳି ଚିନ୍ତାଜନକ ତଥ୍ୟ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ତଥ୍ୟ ମୁତାବକ, ୨୦୨୨-୨୩ରେ ଘରୋଇ ହସ୍ପିଟାଲରେ ୧…

ଏକା ସଙ୍ଗେ ଚାଲିଗଲେ ବାପା ପୁଅ, ବାପାଙ୍କ ମୃତ୍ୟୁ ଖବର ଶୁଣି ପୁଅକୁ ଆସିଲା ହାର୍ଟଆଟାକ୍

ଆନନ୍ଦପୁର: ଘର ଆଗରେ ବନ୍ଧା ହେଉଛି ଦୁଇ ଦୁଇଟି କୋକେଇ । ଦୁଆରେ ଥୁଆ ହୋଇଛି ମାଠିଆ । ରୁଣ୍ଡ ହୋଇଛନ୍ତି ଗାଁ ଲୋକେ । କାନ୍ଦ ବୋବାଳିରେ ଫାଟିପଡୁଛି ସମଗ୍ର ଅଞ୍ଚଳ । କିଏ ବା ଜାଣିଥିଲା ଦଇବ ଏମିତି ଦାଉ…

୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ

ଭୁବନେଶ୍ବର: ଓଡ଼ିଶାରେ ପ୍ରତିବର୍ଷ ବଢିଚାଲିଛି ଜଙ୍ଗଲ ନିଆଁ । ୪ ବର୍ଷରେ ପାଉଁଶ ହେଲାଣି ୫୩ ହଜାର ହେକ୍ଟରରୁ ଅଧିକ ଜଙ୍ଗଲ । ସେହିପରି ଗତ ୩ ମାସରେ ଜଳିଲାଣି ୩ ହଜାର ହେକ୍ଟର ଜଙ୍ଗଲ । ବିଧାନସଭାରେ ଏପରି ସାଂଘାତିକ…

ଜୟସେଲମେରରେ ଧରାପଡ଼ିଲା ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚର

ଜୈସଲମେର: ଅନ୍ତର୍ଜାତୀୟ ସୀମା ସଂଲଗ୍ନ ରାଜସ୍ଥାନର ଜୈସଲମେରରୁ ଜଣେ ସଂଦିଗ୍ଧ ପାକିସ୍ତାନୀ ଗୁପ୍ତଚରଙ୍କୁ ଅଟକ ରଖାଯାଇଛି। ସୂଚନା ଅନୁଯାୟୀ, ସୁରକ୍ଷା ଏଜେନ୍ସିମାନେ ଜୈସଲମେରର ମୋହନଗଡ଼ କେନାଲ ଅଞ୍ଚଳରୁ ଅଭିଯୁକ୍ତକୁ ଧରିଛନ୍ତି। ଗିରଫ ବ୍ୟକ୍ତି, ଦିନୁ ଖାନଙ୍କ ପୁଅ ପଠାନ ଖାନ (୪୦),…

ନିଆଁରେ ପୋଡି ହୋଇ ନାବାଳକ ଜୀବନ୍ତ ଦଗ୍ଧ

ରାଉରକେଲା: ରାଉରକେଲାର ଏକ ପୂଜା ମଣ୍ଡପରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଜଣେ ୧୨ ବର୍ଷୀୟ ବାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ନିଆଁ ଲାଗିବା ସମୟରେ ବାଦଲ ମହାରଣା ନାମକ ଜଣେ ପିଲା ସେକ୍ଟର-୭ ସ୍ଥିତ ମଣ୍ଡପରେ ଖେଳୁଥିଲେ।…

ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲା, ୪ ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭୁବନେଶ୍ୱର : ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ ।  ଆଜି ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି…

ଏସ୍‌ସିବିରେ ଶିଶୁ ବଦଳ ମାମଲା: ଅଧୀକ୍ଷକଙ୍କୁ ଜବାବ ଦାଖଲ ଲାଗି ହାଇକୋର୍ଟଙ୍କ ନୋଟିସ୍

କଟକ: କଟକ ବଡ଼ ମେଡିକାଲ (ଏସ୍‌ସିବି)ରେ ଶିଶୁ ବଦଳକୁ ନେଇ ରୁଜୁ ହୋଇଥିବା ମାମଲାକୁ ନେଇ ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ହାଇକୋର୍ଟ କହିଛନ୍ତି, ସରକାରୀ ମେଡିକାଲ୍‌ ଉପରେ ଲୋକଙ୍କ ଅଖଣ୍ଡ ବିଶ୍ୱାସ ରହିଥାଏ। କିନ୍ତୁ ଯେତେବେଳେ ଏହି ଭରସା ତୁଟିଯାଏ…

କାନାଡାରେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ

ଓଟାଓ୍ବା: କାନାଡାର କାଲଗାରିରେ ଜଣେ ଭାରତୀୟ ଯୁବତୀଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣର ଭିଡିଓ  ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଜଣେ ବ୍ୟକ୍ତି ବୋ ଭ୍ୟାଲି କଲେଜ ଟ୍ରେନ୍ ଷ୍ଟେସନର ପ୍ଲାଟଫର୍ମରେ ଜଣେ ଝିଅକୁ ଜୋରରେ…