ପ୍ରତିବାଦର ଆଉ ଏକ ନୂଆ ଉପାୟ ଆପଣାଇଲେ କଂଗ୍ରେସ ବିଧାୟକ, ଚା’ ପିଇ କଲେ ପ୍ରତିବାଦ

ଭୁବନେଶ୍ବର : ଦିନ ତମାମ ଆନ୍ଦୋଳନ ଧସ୍ତାଧସ୍ତି ପରେ ବି ସଂଧ୍ୟାରେ ଆଉ ଏକ ଅଭିନବ ପନ୍ଥା ଆପଣାଇଛନ୍ତି କଂଗ୍ରେସ ବିଧାୟକ । ସମାନ ରଙ୍ଗର ଟି ସାର୍ଟ ପିନ୍ଧି ହୋଟେଲ ମେ ଫେୟାରରେ ଏକତ୍ର ଚା ପିଇଛନ୍ତି । ସାମ୍ନା…

୩ ଦିନ ପରେ ଅସମ୍ଭାଳ ତାତି, ୫ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ଚେତାବନୀ

ଭୁବନେଶ୍ବର: ରାଜ୍ୟରେ ଟାଇଁଟାଇଁ ଖରା ସହ ବୃଦ୍ଧି ପାଉଛି ପାରଦର ସ୍ତର। ଆଗାମୀ ତିନି ଦିନ ମଧ୍ୟରେ ୨ ରୁ ୪ ଡିଗ୍ରି ତାପମାତ୍ରା ବୃଦ୍ଧି ପାଇବା ସହ ପୁଣି ରାଜ୍ୟରେ ଅସମ୍ଭାଳ ତାତି ଅନୁଭବ ହେବ। ୩ ଦିନ ପରେ…

କମାଣ୍ଡରଙ୍କୁ ନକ୍ସଲଙ୍କ ଚିଠି: ‘କୌଣସି ଠିକଣା ସୁରକ୍ଷିତ ନାହିଁ’

ମାଲକାନଗିରି: ନକ୍ସଲ ସଂଗଠନରେ କିପରି ଆତଙ୍କ ଓ ଭୟ ଖେଳିଯାଇଛି ଏହାର ଏକ ପ୍ରମାଣ ଗତ ବିଜାପୁର ଏନକାଉଣ୍ଟରରେ ଘଟଣାସ୍ଥଳରୁ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେସନ ବେଳେ ନକ୍ସଲଙ୍କ ଏକ ଚିଠିରୁ ଜଣାପଡିଛି। ଯବାନ ନକ୍ସଲଙ୍କର ଦୁଇ ଫରଦର ଏକ ଚିଠିକୁ ଜବତ…

କେନ୍ଦୁପତ୍ର ହିତାଧିକାରୀଙ୍କ କଲ୍ୟାଣ ପାଇଁ ‘ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ତୋଳାଳି ଯୋଜନା’

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର, ୨୦୨୪ କେନ୍ଦୁପତ୍ର ଶସ୍ୟ ବର୍ଷ ପାଇଁ ୮,୫୯,୪୪୯ ଜଣ କେନ୍ଦୁପତ୍ର ତୋଳାଳିମାନଙ୍କ ପାଇଁ ଶତକଡା ୨୫ ହାରରେ ୫୨.୬୩ କୋଟି ଟଙ୍କ। ଲାଭାଂଶ ପ୍ରଦାନ କରିବାପାଇଁ ଘୋଷଣା କରିଛନ୍ତି। ୮,୫୯,୪୪୯ ଜଣ…

ପାକିସ୍ତାନ ଉପରେ ନାହିଁ ଚୀନର ଭରସା, ମୁତୟନ କଲା ନିଜସ୍ୱ ସୁରକ୍ଷାବାହିନୀ

ଲାହୋର: ପାକିସ୍ତାନରେ ଚୀନ୍ ଇଞ୍ଜିନିୟର ଏବଂ ଶ୍ରମିକଙ୍କ ଉପରେ ହେଉଥିବା ଆକ୍ରମଣକୁ ନେଇ ଚୀନ୍ ମଧ୍ୟ ଚିନ୍ତିତ ହୋଇପଡିଛି । ସୂତ୍ରରୁ ଜଣାପଡିଛି ଯେ ପ୍ରଥମ ଥର ପାଇଁ, ଚୀନ ଏହାର ପ୍ରକଳ୍ପଗୁଡ଼ିକର ସୁରକ୍ଷା ପାଇଁ ପାକିସ୍ତାନରେ ଘରୋଇ ସୁରକ୍ଷା କର୍ମୀଙ୍କୁ…

କଂଗ୍ରେସ ବିରୋଧରେ ସୁନା ଇଟା ଧରି ବିରୋଧ ପ୍ରଦର୍ଶନ କଲା BRS

ହାଇଦ୍ରାବାଦ,୨୬।୩: ବୁଧବାର ତେଲଙ୍ଗାନା ବିଧାନ ପରିଷଦରେ କଂଗ୍ରେସ ସରକାରଙ୍କ ବିରୋଧରେ ଭାରତ ରାଷ୍ଟ୍ର ସମିତି (BRS)ର ଜଣେ MLC ଏକ ଅନନ୍ୟ ପ୍ରତିବାଦ ପ୍ରଦର୍ଶନ କରିଛନ୍ତି। ସେ ପ୍ରତୀକାତ୍ମକ ସୁନା ଇଟା ଦେଖାଇଥିଲେ ଯାହା ଉପରେ ତେଲୁଗୁ, ହିନ୍ଦୀ ଏବଂ ଇଂରାଜୀରେ…

ପିଲାଙ୍କ ବୁଦ୍ଧି ଭ୍ରଷ୍ଟ କରୁଛି ଭିଡିଓ ଗେମ୍: ସହପାଠୀଙ୍କ ୧୦ ଟଙ୍କାର ଚ୍ୟାଲେଞ୍ଜରେ ହାତ କାଟିଦେଲେ ୪୦ ଛାତ୍ର

ଗୁଜରାଟ,୨୬।୩: ମାତ୍ର ୧୦ ଟଙ୍କା ପାଇଁ ସହପାଠୀଙ୍କ ପ୍ରରୋଚନାରେ ହାତ କାଟିଦେଲେ ୪୦ ସ୍କୁଲ ଛାତ୍ର। ଏଭଳି ଏକ ବିଚିତ୍ର କାଣ୍ଡ ଘଟିଛି ଗୁଜରାଟର ମୋଟା ମୁଞ୍ଜିଆସର ପ୍ରାଥମିକ ବିଦ୍ୟାଳୟରେ। ଏହି ଘଟଣା ଏକ ଭିଡିଓ ଗେମକୁ କେନ୍ଦ୍ରିତ କରି ହୋଇଥିବା…

ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର, ମିଆଁମାର ସୀମା ସ୍ଥିରତା ଉପରେ କଲେ ଆଲୋଚନା

ନୂଆଦିଲ୍ଲୀ: କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ.ଜୟଶଙ୍କର ଜାତିସଂଘ ମହାସଚିବଙ୍କ ସ୍ୱତନ୍ତ୍ର ଦୂତଙ୍କୁ ଭେଟିବା ସହ ମିଆଁମାର ସୀମା ସ୍ଥିରତା ଉପରେ ଆଲୋଚନା କରିଛନ୍ତି। ଜୁଲି ବିଶପ ବର୍ତ୍ତମାନ ଭାରତ ଗସ୍ତରେ ଅଛନ୍ତି। ଗତବର୍ଷ ଏପ୍ରିଲରେ, ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରେସ ମିଆଁମାରରେ…

ଶାହାଙ୍କ ବିରୋଧରେ ସ୍ଵାଧିକାର ପ୍ରସ୍ତାବ ଆଣିଲା କଂଗ୍ରେସ

ନୂଆଦିଲ୍ଲୀ : କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ କଂଗ୍ରେସ ବୁଧବାର ସଂସଦରେ ସ୍ଵାଧିକାର ପ୍ରସ୍ତାବ ଆଗତ କରିଛି। କେନ୍ଦ୍ରମନ୍ତ୍ରୀ ଶାହା ସାଂସଦ ସୋନିଆ ଗାନ୍ଧୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେବା ଏବଂ ଉଦ୍ଦେଶ୍ୟମୂଳକ ଭାବେ ତାଙ୍କ ସମ୍ମାନ ହାନି…

ରାହୁଲ ଗାନ୍ଧୀଙ୍କୁ କହିବାକୁ ଅନୁମତି ଦେଲେନାହିଁ ବାଚସ୍ପତି

ନୂଆଦିଲ୍ଲୀ : ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି ବୁଧବାର ଅଭିଯୋଗ କରିଛନ୍ତି ଯେ ବାଚସ୍ପତି ଓମ୍ ବିର୍ଲା ତାଙ୍କୁ ଗୃହରେ କହିବାକୁ ଦେଇନଥିଲେ। ମହାକୁମ୍ଭ ଏବଂ ବେକାରୀ ପ୍ରସଙ୍ଗରେ ସେ କିଛି କହିବାକୁ ଚାହୁଁଥିଲେ ବୋଲି ଗାନ୍ଧୀ କହିଛନ୍ତି।ସେ…