March 28, 2025

ବୈଜ୍ଞାନିକ ସମ୍ବର୍ଦ୍ଧନା ଓ ପୁରସ୍କାର ପ୍ରଦାନ ଉତ୍ସବ – ୨୦୨୩’ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ହିଁ ବିକାଶର ମୂଳମନ୍ତ୍ର । ବିଜ୍ଞାନର ଉପଯୋଗ ସାଧାରଣ ଜନତାଙ୍କ ସୁବିଧା ସୁଯୋଗକୁ ଆଖି ଆଗରେ ରଖି ସ୍ଥାୟୀ ପରିବର୍ତ୍ତନ ଆଣିବାରେ ନିୟୋଜିତ ହେବା ଉଚିତ । ଏଥିପାଇଁ ତୃଣମୂଳ ସ୍ତରରେ ଗବେଷଣା ହେବା…

ମିଆଁମାର ଓ ଥାଇଲାଣ୍ଡରେ ହୋଇଥିବା ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ବର: ମିଆଁମାର ଓ ଥାଇଲାଣ୍ଡରେ ଆଜି ହୋଇଥିବା ବଡ଼ଧରଣର ଭୂମିକମ୍ପ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ମାଝୀ କହିଛନ୍ତି, ଭୂମିକମ୍ପରେ ପ୍ରଭାବିତଙ୍କ ସୁରକ୍ଷା ପାଇଁ ପ୍ରାର୍ଥନା କରୁଛି। ଏଭଳି ଦୁଃଖର…

ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ

ଭୁବନେଶ୍ଵର: ପ୍ରଦୀପ ଜେନା ହେଲେ ଓଇଆରସି ଅଧ୍ୟକ୍ଷ । ଓଡ଼ିଶା ଇଲେକଟ୍ରିସିଟି ରେଗୁଲେଟୋରୀ କମିଶନ-ଓଇଆରସି ଚେୟାରମ୍ୟାନ ଭାବେ ପ୍ରଦୀପ ଜେନାଙ୍କୁ ନିଯୁକ୍ତି ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଯୁକ୍ତି ଦିଆଯାଇଥିବା ଜଣାପଡ଼ିଛି । ପୂର୍ବତନ ମୁଖ୍ୟ ଶାସନ ସଚିବ…

କିଟ୍‌ ରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲା: କୌଣସି ଜାଗାରେ ଆଇନର ଗଳା ବାଟ ରହିବ ନାହିଁ

ଭୁବନେଶ୍ବର: କିଟରେ ନେପାଳୀ ଛାତ୍ରୀ ଆତ୍ମହତ୍ୟା ମାମଲାରେ କିଟ୍ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଜାତୀୟ ମାନବାଧିକାର ଆୟୋଗ ଦାୟୀ କରିବାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏହା ଏକ ଅତ୍ୟନ୍ତ ସ୍ପର୍ଶକାତର ଘଟଣା। ଜାତୀୟ ମାନବାଧିକାର…

ମିଆଁମାର ଏବଂ ଥାଇଲାଣ୍ଡ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଆଁମାର ଏବଂ ଥାଇଲାଣ୍ଡରେ ହୋଇଥିବା ଶକ୍ତିଶାଳୀ ଭୂକମ୍ପକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଏଭଳି ସ୍ଥିତିରେ ଭାରତ ଦୁଇ ଦେଶକୁ ଯଥାସମ୍ଭବ ସହାୟତା ପ୍ରଦାନ କରିବାକୁ ପ୍ରସ୍ତୁତ ରହିଛି । ପ୍ରଧାନମନ୍ତ୍ରୀ ମୋଦି…

ରାଜ୍ୟରେ ପୁଣି ଖୋଲିବ ବନ୍ଦ ସ୍କୁଲ୍

ଭୁବନେଶ୍ୱର: ପୂର୍ବ ଶାସନର ମିଶ୍ରଣ ନୀତିର ଅଂଶ ସ୍ୱରୂପ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକୁ ପୁନର୍ବାର ଖୋଲିବା ନେଇ ଶୁକ୍ରବାର ଦିନ ନିଷ୍ପତ୍ତି ନେଇଛନ୍ତି ଓଡ଼ିଶା ସରକାର। ଅତାବିରା ବିଧାୟକ ନିହାର ରଞ୍ଜନ ମହାନନ୍ଦଙ୍କ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ ବିଦ୍ୟାଳୟ ଏବଂ…

ଯାଜପୁରରେ ସର୍ବାଧିକ ୨୬୯ ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଆଜି ବିଧାନସଭାରେ କହିଛନ୍ତି, ଗତ ୨୦୨୪ ଜୁନ୍‌ରୁ ୨୦୨୫ ଫେବ୍ରୁଆରି ଶେଷ ସୁଦ୍ଧା ସର୍ବମୋଟ ୨୪୮୩ଟି ଅନୁସୂଚିତ ଜାତି ଓ ଜନଜାତି ନିର୍ଯାତନା ଘଟଣା ରାଜ୍ୟର ବିଭିନ୍ନ ଥାନାରେ…

ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ଶାସକ ଓ ବିରୋଧୀ ବିଧାୟକଙ୍କ ଦାବି

ଭୁବନେଶ୍ୱର : ବିଧାନସଭାରେ ଉଠିଲା ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ୍ ବୃଦ୍ଧି ଦାବି କଲେ ବିଧାୟକ । ଉଭୟ ଶାସକ ଓ ବିରୋଧୀ ବିଧାୟକ ଦରମା ବୃଦ୍ଧି ଦାବି କରିଛନ୍ତି ।…

ଥରିଲା ଥାଇଲାଣ୍ଡ: ଆଖି ଆଗରେ ଧୂଳିସାତ୍ ହେଲା ସୁଉଚ୍ଚ ଅଟ୍ଟାଳିକା

ମିଆଁମାର: ହଠାତ୍ ସବୁକିଛି ଓଲଟପାଲଟ ହୋଇଗଲା, ସ୍ଥିର ଥିବା ଦୁନିଆଟା ଦୋହଲିବାକୁ ଲାଗିଲା । ସାରା ସହର ଥରି ଉଠିଲା ଆଉ ଆଖି ପିଛୁଳାକେ ଘରଦ୍ବାର, କୋଠାବାଡି, ଗଛଲତା, ବ୍ରିଜ, ବିଜୁଳି ଖୁଣ୍ଟି ଭାଙ୍ଗିବାକୁ ଲାଗିଲା ଆଉ ଧୁସଧାସ ହୋଇ ଭୁଶୁ଼ଡି…

ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବଡ଼ଗଡ଼ ସ୍କୁଲରେ ପିଲାଙ୍କୁ ପ୍ରଥମେ ଖଡ଼ି ଛୁଆଁଇବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜାତୀୟ ଶିକ୍ଷା ନୀତି ଅନୁଯାୟୀ ଆସନ୍ତା ଏପ୍ରିଲ ୨ ତାରିଖରେ ରାଜ୍ୟ ତମାମ ଖଡି ଛୁଆଁ କାର୍ଯ୍ୟକ୍ରମ ଆରମ୍ଭ ହେବ। ପ୍ରଥମ କରି ନାମ ଲେଖାଉଥିବା…