ଆଶାରାମକୁ ମିଳିଲା ୯୦ ଦିନ ଜାମିନ
ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ…
ଶାହଜହାଁପୁର: ଦୁଷ୍କର୍ମ ମାମଲାରେ ଆଜୀବନ ଜେଲଦଣ୍ଡାଦେଶ ଭୋଗୁଥିବା ଆଶାରାମ ବାପୁଙ୍କ ଜାମିନ ଅବଧି ଆଉ ୩ ମାସ ବଢିଛି। ଫଳରେ ପୀଡ଼ିତାଙ୍କ ପିତା ପରିବାରର ସୁରକ୍ଷାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ଦୁଷ୍କର୍ମ ପୀଡ଼ିତାଙ୍କ ପିତା କହିଛନ୍ତି ତାଙ୍କ ପରିବାର ନିମନ୍ତେ…
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି,…
ଭୁବନେଶ୍ବର: କଟକ ଜିଲ୍ଲା ମୁଙ୍ଗୁଳି ନିକଟ ନିର୍ଗୁଣ୍ଡିରେ ଦୁର୍ଘଟଣାର ଶିକାର ହୋଇଥିବା ଏକ୍ସପ୍ରେସ୍ ଟ୍ରେନ୍ର ଯାତ୍ରୀମାନେ ସ୍ବତନ୍ତ୍ର ବ୍ୟବସ୍ଥା ମାଧ୍ୟମରେ ନିଜର ଯାତ୍ରା ଆରମ୍ଭ କରିଛନ୍ତି। ଦୁର୍ଘଟଣା ଯୋଗୁଁ ସମସ୍ୟାର ସମ୍ମୁଖୀନ ହୋଇଥିବା ଯାତ୍ରୀମାନଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍ କାମାକ୍ଷା…
ମଣିପୁର ରାଜ୍ୟର ସୁରକ୍ଷା ଏବଂ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସଶସ୍ତ୍ର ବାହିନୀ ସ୍ୱତନ୍ତ୍ର କ୍ଷମତା ଆଇନ (AFSPA)(ଆର୍ମଡ୍ ଫୋର୍ସଡ ସ୍ପେସାଲ ପାୱାର ଆକ୍ଟ ) କୁ ଛଅ ମାସ ପାଇଁ ବୃଦ୍ଧି କରିଛନ୍ତି । ଗୃହ…
କଣ୍ଟାବାଞ୍ଜି: ବଲାଂଗୀର ଜିଲ୍ଲା ମୁରିବାହାଲ ଥାନା ଗୁଡିଘାଟ ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରୁ ସ୍ୱାମୀ-ସ୍ତ୍ରୀ ର ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ହେଲେ ପ୍ରେମରାଜ ମାଝୀ ଓ ତାଙ୍କର ସ୍ତ୍ରୀ ଭାନୁମତୀ ମାଝୀ। ସୂଚନା…
ଭୁବନେଶ୍ବର: ଓପିଏସସି ପରିଚାଳିତ ପରୀକ୍ଷା ପ୍ରଶ୍ନପତ୍ରରେ ପୁଣି ତ୍ରୁଟି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷା ଚାଲିଥିବା ବେଳେ ପ୍ରଶ୍ନ ପତ୍ରରେ ତ୍ରୁଟି ବାହାରିଛି । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପାଇଁ ପରୀକ୍ଷାରେ ୧୦୦…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନାଗପୁରରେ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ନାଗପୁର ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ପ୍ରତିଷ୍ଠାକୁ ୮ବର୍ଷ ବିତିଯାଇଛି । ନାଗପୁର ଗସ୍ତରେ ଆସି ଶ୍ରୀ ମୋଦି ଆରଏସଏସର ସଂସ୍ଥାପକଙ୍କ ମୁର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି…
ଭୁବନେଶ୍ୱର: ସତୁରି ଦଶକରୁ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବା ଗରିବ ଓ ସାଧାରଣ ଲୋକଙ୍କ ପାଇଁ ବଡ ସମସ୍ୟା ହୋଇ ରହିଛି। ଆଜି ମଧ୍ୟ ଅନେକଙ୍କ ମୁଣ୍ଡ ଗୁଞ୍ଜିବା ପାଇଁ ଘର ଖଣ୍ଡିଏ ବି ନାହିଁ। ଏ ସମସ୍ୟାର ସମାଧାନ…
ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ବସ୍ତି। ଏପ୍ରିଲ ୨ରୁ ଓଡ଼ିଶାରେ ହାଲୁକା ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଥିବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)। ଏପ୍ରିଲ ୨ରେ କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି…
ହିମାଚଳପ୍ରଦେଶର କୁଲ୍ଲୁ ଜିଲା ଅନ୍ତର୍ଗତ ମଣିକର୍ଣ୍ଣ ଅଞ୍ଚଳରେ ରବିବାର ଭୂସ୍ଖଳନ ଘଟିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଏକାଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ, ମଣିକର୍ଣ୍ଣ ସାହିବ…