ଭିସୁଟ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲାରେ ପୁରୁଷ ବନ୍ଧୁ ଗିରଫ

ସମ୍ବଲପୁର : ଭିସୁଟର ପୂର୍ବତନ ଛାତ୍ରୀ ଚିନ୍ମୟୀ ସାହୁ ମୃତ୍ୟୁ ମାମଲାରେ ତାଙ୍କ ପୁରୁଷ ବନ୍ଧୁ ପ୍ରୀତିମାନ ଦେ’ଙ୍କୁ ଗିରଫ କରିଛି ବୁର୍ଲା ପୁଲିସ। ହାଇକୋର୍ଟଙ୍କ ନିର୍ଦେଶକ୍ରମେ ପୁଲିସ ଏହି ପଦକ୍ଷେପ ନେଇଛି। ପୁରୁଷ ବନ୍ଧୁଙ୍କୁ ଗିରଫ କରିବା ଦାବିରେ ଚିନ୍ମୟୀଙ୍କ ପରିବାର…

କଟରାରୁ ଜମ୍ମୁ କଶ୍ମୀରକୁ ଚାଲିବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ

କଟରାରୁ ଜମ୍ମୁ କଶ୍ମୀର ଯିବା ହେବ ସହଜ । କମ୍ ସମୟରେ କଶ୍ମୀରରେ ପହଞ୍ଚିପାରିବେ ଯାତ୍ରୀ । ପ୍ରଥମେ ୧୯ ଏପ୍ରଲରୁ କଟରାରୁ କାଶ୍ମୀରକୁ ଚାଲିବ ବନ୍ଦେ ଭାରତ ଏକ୍ସପ୍ରେସ । ଏକ୍ସପ୍ରେସର ଶୁଭାରମ୍ଭ କରିବେ ମୋଦି । ୨୭୨କିଲୋମିଟର ପର୍ଯ୍ୟନ୍ତ…

ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ

ଢେଙ୍କାନାଳ: ଢେଙ୍କାନାଳ କମଲାଙ୍ଗ ପଞ୍ଚାୟତ କମଲାଙ୍ଗ ବରସାହିରେ ଝାଡାବାନ୍ତି ଆତଙ୍କ। ଝାଡାବାନ୍ତିରେ ଆକ୍ରାନ୍ତ ହୋଇ ଦୁଇ ଦିନରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଅନନ୍ତ ନାହାକ, ରଜନୀ ପେଣ୍ଠି ଏବଂ ଅନନ୍ତ ନାୟକ। ଝାଡାବାନ୍ତିରେ ଆଉ…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ ହେଲେ IFS ନିଧି ତିୱାରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ସଚିବ (ପିଏସ) ଭାବରେ ଆଇଏଫଏସ ନିଧି ତିୱାରୀ ନିଯୁକ୍ତ ହୋଇଛନ୍ତି । କାର୍ମିକ ଏବଂ ତାଲିମ ବିଭାଗ (DoPT) ଦ୍ୱାରା ଜାରି କରାଯାଇଥିବା ଆଦେଶ ଅନୁଯାୟୀ, ନିଧି ତିୱାରୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ୟକ୍ତିଗତ ଭାବେ ଦାୟିତ୍ବ…

ନିୟନ୍ତ୍ରଣ ବାହାରେ ରାଜ୍ୟରେ ଆଇନ ଶୃଙ୍ଖଳା : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର: ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସରକାରଙ୍କୁ ବିଜେଡିର ସମାଲୋଚନା। ତୀବ୍ର ସମାଲୋଚନା କରିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ। ସେ କହିଛନ୍ତି, ଆଇନ ଶୃଙ୍ଖଳା ସ୍ଥିତି ଆଉ ସରକାରଙ୍କ ନିୟନ୍ତ୍ରଣରେ ନାହିଁ। ସରକାର ଏଥିରେ ବିଫଳ ହୋଇଛନ୍ତି। ରାଜଧାନୀ…

ଏଣିକି ମଦ ପିଇ ରୋଗାଗ୍ରସ୍ତ ହେଲେ ମିଳିବନି ସ୍ୱାସ୍ଥ୍ୟ ବୀମା

ନୂଆଦିଲ୍ଲୀ: ଉତ୍ତମ ଜୀବନ ପାଇଁ ସ୍ୱାସ୍ଥ୍ୟ ବୀମା ନୀହାତି କରିବା ଉଚିତ୍ । ଗ୍ରାହକଙ୍କୁ ଉତ୍ତମ ସୁବିଧା ଯୋଗାଇଦେବା ପାଇଁ ବିଭିନ୍ନ ବୀମା କମ୍ପାନୀ ଅଲଗା ଅଲଗା ପ୍ରକାରର ବ୍ୟକ୍ତିଗତ ସ୍ୱାସ୍ଥ୍ୟ ବୀମା ବା ହେଲଥ୍‌ ଇନସୁରାନ୍ସ ପଲିସି ଉପଲବ୍ଧ କରିଥାନ୍ତି ।…

ରାଜ୍ୟରେ ପୂର୍ବାପେକ୍ଷା ୪.୨ ପ୍ରତିଶତ ନାରୀ ନିର୍ଯାତନା କମିଛି: ବିଜେପି ବିଧାୟକ ଅମର ନାୟକ

ଭୁବନେଶ୍ବର: ଆଇନଶୃଙ୍ଖଳାକୁ ନେଇ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେପି ବିଧାୟକ ଅମର ନାୟକ। ସେ କହିଛନ୍ତି, ବିଗତ ଦିନର ଆଇନଶୃଙ୍ଖଳାକୁ ତର୍ଜମା କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପ୍ରାଥମିକତା ହେଉଛି ଆଇନଶୃଙ୍ଖଳା। ରାଜ୍ୟରେ ପୂର୍ବ ଅପେକ୍ଷା ୪.୨ ପ୍ରତିଶତ ହାରରେ ନାରୀ…

ଅରୁଣାଚଳ ପ୍ରଦେଶରେ ଭୂକମ୍ପ ଝଟକା ଅନୁଭୂତ, ତୀବ୍ରତା ୩.୫

ମିଆଁମାର ଏବଂ ଥାଇଲାଣ୍ଡ ପରେ ଅରୁଣାଚଳ ପ୍ରଦେଶର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୩.୫ ରହିଥିଲା । ଅପରାହ୍ନ ୨ଟା ୩୮ ସମୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା । ଭୂକମ୍ପରେ କିଛି କ୍ଷୟକ୍ଷତି ହୋଇନାହିଁ ।…

ଭୁବନେଶ୍ଵରର ପ୍ରମୁଖ ଛକରେ ଲାଗିଲା ଅସ୍ଥାୟୀ ସେଡ୍

ଭୁବନେଶ୍ୱର : ସମର ହିଟକୁ ବିଟ ପାଇଁ ବିଏମସିର ସ୍ଵତନ୍ତ୍ର ପ୍ଲାନ୍ । ରାଜଧାନୀ ଭୁବନେଶ୍ଵରର ପ୍ରମୁଖ ଛକରେ ଲାଗିଲା ଅସ୍ଥାୟୀ ସେଡ୍ । ଡେଲ୍ଟା, ପଟିଆ, ବିଗ୍ ବଜାର ଛକ, ସିଆରପି, ଜାଭିୟର, ନାଲକୋ ଛକ ଭଳି ୧୦ଟି ମୁଖ୍ୟ…

ଅତୁଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଲା ରଥଯାତ୍ରା ଏବଂ ବାଲିଯାତ୍ରା

ଅତୁଲ୍ୟ ସାଂସ୍କୃତିକ ଐତିହ୍ୟର ଜାତୀୟ ତାଲିକାରେ ସ୍ଥାନ ପାଇଛି ବିଶ୍ଵପ୍ରସିଦ୍ଧ ପୁରୀ ରଥଯାତ୍ରା ଏବଂ କଟକର ବାଲିଯାତ୍ରା। ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାୟଳ ଅଧୀନ ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଓଡ଼ିଶାର ଦୁଇଟି ବଡ଼ ଉତ୍ସବ ରଥଯାତ୍ରା…