ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ନିୟୋଜିତ ହେଲେ ସ୍ଵତନ୍ତ୍ର ବାହିନୀ, ୨୮ ପୂର୍ବରୁ ଦାୟିତ୍ୱ ନେବାକୁ ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ…

ଭାରତକୁ ବିଲାଓ୍ବଲ ଭୁଟ୍ଟୋଙ୍କ ଧମକ; ସିନ୍ଧୁ ନଦୀରେ ଜଳ ବହିବ ନଚେତ ଭାରତୀୟଙ୍କ ରକ୍ତ ବହିବ

ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ଏହାକୁ ନେଇ ପାକିସ୍ତାନର ବାଚାଳାମୀ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଠୋର ଚେତାବନୀ ପରେ ପାକିସ୍ତାନ ସରକାର ଭୟଭୀତ ହୋଇପଡ଼ିଛନ୍ତି। କିନ୍ତୁ ପାକିସ୍ତାନର ବିରୋଧୀ…

ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍‌, ପତ୍ନୀ ଓ ପୁଅଙ୍କୁ କରୁଛନ୍ତି ପଚରାଉଚରା

ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ । ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍ । ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ପ୍ରଶାନ୍ତଙ୍କ ପତ୍ନୀ ଓ ପୁଅଙ୍କୁ…

ଭାରତର ଆକ୍ରମଣ ଭୟରେ ଚୀନ୍‌ ଶରଣରେ ପାକିସ୍ତାନ

ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ…

ଗାଡି ସାଇଡ ମରାକୁ ନେଇ ତୁମୁଳକାଣ୍ଡ : ବିବାହ ଶୋଭାଯାତ୍ରାରେ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ

ବାଙ୍କୀ: ବିବାହ ଶୋଭାଯାତ୍ରାରେ ବୁଲିଲା ଖଣ୍ଡା । ବାଙ୍କୀରେ ଗାଡ଼ି ସାଇଡ ମରାକୁ ନେଇ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ । ତିଗିରିଆ ଥାନା ବିନ୍ଧାଣିମା ଗାଁର ପ୍ରାୟ ଶହେରୁ ଅଧିକ ବରଯାତ୍ରୀ ବୈଦେଶ୍ୱର ଗାଁରୁ ବିବାହ ସ୍ଥଳକୁ ପ୍ରସେସନ୍ କରି ଯାଉଥିବା…

ଭୁବନେଶ୍ୱର ସମେତ ଦେଶର ୪୭ଟି ସ୍ଥାନରେ ରୋଜଗାର ମେଳା, ନିଯୁକ୍ତିପତ୍ର ବାଣ୍ଟିବେ ମୋଦି

ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ୧୫ତମ ରୋଜଗାର ମେଳା ଆୟୋଜିତ ହେବାକୁ ଯାଉଛି। କେବଳ ଭୁବନେଶ୍ୱର ନୁହେଁ ଦେଶର ୪୭ଟି ସ୍ଥାନରେ ଏହି ମେଳା ହେବାକୁ ଯାଉଛି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ ଓ ପିଲାଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ। ଏହି…

୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ମାସରେ ଆଉ ଲକ୍ଷେ ଘର ବାଣ୍ଟିବେ ରାଜ୍ୟ ସରକାର। ୩ ବର୍ଷରେ ୫ ଲକ୍ଷ ଲୋକଙ୍କୁ ମିଳିବ ଘର। ଏନେଇ ଆଜି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ସୂଚନା ଦେଇଛନ୍ତି। ପଞ୍ଚାୟତିରାଜ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀ…

କାଳ ସାଜିଲା କାଳବୈଶାଖୀ : ଗଛ ଚାପିଦେଲା ଅଟୋ, ଦୁଇ ମୃତ

ବଲାଙ୍ଗୀର : ରାସ୍ତାରେ ଯାଉଥିବା ଅଟୋରିକ୍ସାକୁ ଚାପିଦେଲା ନିମ୍ବ ଗଛ | ଦୁଇଜଣ ମୃତ | ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଆଠଗାଁ ରାସ୍ତାର କଂସବାହାଲ ଛକ ଠାରେ | ଅଟୋରେ ଡ୍ରାଇଭର ଓ ଜଣେ ଯାତ୍ରୀ ଆସୁଥିବା ସମୟରେ…

ରାଜ୍ୟରେ ଗଠିତ ହେଲା ୪୬ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୪୬ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍) । ଏହି କୋର୍ଟ ଗୁଡିକ ହେଲା, ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସିମୁଳିଆ, ସୋରୋ, ବାହାନଗା ଓ ଜଳେଶ୍ୱର, ସମ୍ୱଲପୁର ଜିଲ୍ଲାର ରେଙ୍ଗାଲି, ବାମରା, କୁଚିଣ୍ଡା ଓ…

ପାକିସ୍ତାନୀ ଦେଶ ଛାଡ଼ିବା ନେଇ ସବୁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା

ଏପ୍ରିଲ ୨୭ରେ ସମସ୍ତ ପାକିସ୍ତାନୀଙ୍କ ଭିଜା ରଦ୍ଦ ହେବା ନେଇ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହାର ୪୮ ଘଣ୍ଟା ମଧ୍ୟରେ ପାକିସ୍ତାନୀମାନଙ୍କୁ ଭାରତ ଛାଡ଼ିବାକୁ ନିର୍ଦେଶ ଦିଆଯାଇଛି। ଏହି ନିର୍ଦେଶକୁ କିପରି କଡ଼ାକଡ଼ି ପାଳନ କରାଯିବ ସେ ନେଇ କେନ୍ଦ୍ର…