ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର, ବିଭିନ୍ନ ସ୍ଥାନରେ ସର୍ଚ୍ଚ ଓପେରସନ ଜାରି
ମାଲକାନଗିରି : ସ୍ବାଭିମାନ ଅଞ୍ଚଳରୁ ମାଓ ଡ଼ମ୍ପ ଉଦ୍ଧାର । ମାଲକାନଗିରି ଜିଲ୍ଲା ସ୍ବାଭିମାନ ଅଂଚଳର କେନ୍ଦୁଗୁଡା ଏବଂ ସଲଗାଓଁପୁଟ ଜଙ୍ଗଲରେ ମାଓ ଡ଼ମ୍ପ ଉଦ୍ଧାର କରିଛନ୍ତି ବିଏସଏଫ୍ ଯବାନ । ଗୁଇନ୍ଦା ବିଭାଗ ସୂଚନା ପାଇ ୧୭୭ ବିଏସଏଫ ବାଟାଲିୟନ ପକ୍ଷରୁ…
