ରାଜଧାନୀର ଦୁଇ ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ରାଜଧାନୀର ଦୁଇଟି ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ କରାଯାଇଛି । ଭୁବନେଶ୍ୱର ବାଣୀ ବିହାର ଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ଓ ଲିଙ୍ଗରାଜ ଷ୍ଟେସନ ରୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି…
ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ରାଜଧାନୀର ଦୁଇଟି ରେଳ ଷ୍ଟେସନରୁ ୨ଟି ମୃତଦେହ ଠାବ କରାଯାଇଛି । ଭୁବନେଶ୍ୱର ବାଣୀ ବିହାର ଷ୍ଟେସନ ନିକଟରୁ ଜଣେ ଯୁବକଙ୍କ ଓ ଲିଙ୍ଗରାଜ ଷ୍ଟେସନ ରୁ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି…
ଭୁବନେଶ୍ୱର: ସରକାରୀ ଅର୍ଥ ହଡ଼ପ ମାମଲାରେ ଠିକାଦାର ଲକ୍ଷ୍ମୀଧର ରାଉତରାୟଙ୍କୁ ଶୁକ୍ରବାର ଭିଜିଲାନ୍ସ ବିଭାଗ ଗିରଫ କରିଛି। ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିନା କାମରେ ସେ ୫୭ ଲକ୍ଷ ଟଙ୍କା ହଡ଼ପ କରିଥିବା ଭିଜିଲାନ୍ସ ନିକଟରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ…
ନୂଆଦିଲ୍ଲୀ : ନିୟନ୍ତ୍ରଣ ରେଖାରେ କିଛି ସ୍ଥାନୀରେ ପାକିସ୍ତାନୀ ସେନା ତରଫରୁ ଫାୟାରିଂ କରାଯାଇଛି । ଭାରତୀୟ ସେନା ଅଧିକାରୀ ସୂଚନା ଦେଇଛନ୍ତି କି ଏହାର କଡା ଜବାବ ଦିଆଯାଇଛି । ସେନାର ସୂଚନା ଅନୁସାରେ ଭାରତୀୟ ସେନା ଗୁରୁବାର ରାତିରେ…
ସମୁଦ୍ର ମୁହାଁ କଇଁଛ ଛୁଆ । ଦୀର୍ଘ ୫୦ ଦିନ ପରେ ପୁଣି ଚଳଚଂଚଳ କଇଁଛଙ୍କ ଏନ୍ତୁଡ଼ିଶାଳ ଗହୀରମଥା । ଲକ୍ଷ ଲକ୍ଷ କଇଁଛମାନେ ଗହୀରମଥାର ଅଗରନାସୀ-୨ରେ ସମୁହ ଅଣ୍ଡାଦାନ ପକ୍ରିୟା ଶେଷ କରିଥିଲେ । ଗତ ଦୁଇଦିନ ଭିତରେ ୮୨…
ଭୁବନେଶ୍ୱର: ନବ ଦାସ ହତ୍ୟା ମାମଲାରେ ପୁଣି ଥରେ ଛାନଭିନ ଆରମ୍ଭ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତ ଗୋପାଳ ଦାସ ପରିବାରକୁ କ୍ରାଇମବ୍ରାଞ୍ଚର ପଚରାଉଚରା। ଗୋପାଳର ବଡ଼ ଭାଇ ସହ ପୁତୁରାକୁ ଗତକାଲି ଟାଉନ ଥାନାରେ ପଚରାଉଚରା କରିଛି କ୍ରାଇମବ୍ରାଞ୍ଚ। ଗୋପାଳଙ୍କ ପରିବାର…
ନୂଆଦିଲ୍ଲୀ : ପହଲଗାମ ଆକ୍ରମଣରେ ସାମିଲ ସ୍ଥାନୀୟ ଆତଙ୍କୀ ଆଦିଲ ହୁସୈନ ଥୋକରର ଅନନ୍ତନାଗ ଜିଲାର ବିଜହେରା ଅଞ୍ଚଳରେ ସ୍ଥିତ ଘରକୁ ସୁରକ୍ଷାବଳ ବୋମାରେ ଉଡାଇ ଦେଇଛନ୍ତି । ଆଦିଲ ଥୋକ ଓରଫ ଆଦିଲ ଗୁରୀ ରୂପେ ପରିଚୟ ମିଳିଛି ।…
ପୁରୀ : ୫୦ ହଜାର ଟଙ୍କା ଦିଅ ୩ ଲକ୍ଷ ଟଙ୍କା ନିଅ । ଗାଁରେ ପଶି ଟଙ୍କା କାରବାର ବେଳେ ଘେରିଲେ ଗାଁ ଲୋକ । ନକଲି ଟଙ୍କା କାରବାର ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ…
ରାଉରକେଲା: ରାଉରକେଲାରେ ଏନକାଉଣ୍ଟର। ଗୁରୁବାର ରାତି ୧୦ଟାରେ ଲୁଟ୍ କରିବାକୁ ଆସି ହୋଟେଲ ମାଲିକଙ୍କୁ ଗୁଳି ମାଡ଼ କଲେ ୮ ଦୁର୍ବୃତ୍ତ। ହୋଟେଲ ମାଲିକ ଗଙ୍ଗେ ଓରାମଙ୍କ ଡ଼ାହାଣ ଗୋଡ଼ ଆଣ୍ଠୁ ତଳକୁ ବାଜିଛି ଗୁଳି। ଘଟଣା ଘଟିବାର ୪ ଘଣ୍ଟା…
ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଲର୍ଟ ଜାରି କରିଛି। ଆଇଏମଡି ପୂର୍ବାନୁମାନ…
ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ…