ଓଡ଼ିଶା ଅକ୍ଷୟ ଶକ୍ତି: ୧୧୯୧.୪୭ କୋଟିର ପୁଞ୍ଜିନିବେଶ ପ୍ରସ୍ତାବକୁ ନୀତିଗତ ଅନୁମୋଦନ
ଭୁବନେଶ୍ବର: ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି (ଏସ୍.ଡବ୍ଲ୍ୟୁ.ସି)ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୧୯୧.୪୭ କୋଟି ଟଙ୍କାର ପୁଞ୍ଜିନିବେଶ…
