ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ
ବାଲେଶ୍ୱର: ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶେଷ ଦର୍ଶନ କରିଛନ୍ତି । ଗୁରୁବାର ସକାଳେ ମୁଖ୍ୟମନ୍ତ୍ରୀ ବାଲେଶ୍ୱର ଇସାଣୀ ଗାଁରେ ପହଞ୍ଚି…
