ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କାଶ୍ମୀର ଛାଡୁଛନ୍ତି ପର୍ଯ୍ୟଟକ
ନୂଆଦିଲ୍ଲୀ: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଛାତିଥରା ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ ଏକ ବଡ଼ ଖବର ଦେଇଛନ୍ତି। ଆକ୍ରମଣ ପରେ ଭୟରେ ଏକାଧିକ ପର୍ଯ୍ୟଟକ ଜମ୍ମୁ-କଶ୍ମୀର ଛାଡ଼ୁଥିବା ସେ…
