ପହଲଗାମ୍‌ ଆକ୍ରମଣର ଦୃଢ଼ ଜବାବ ଦିଆଯିବ: ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ : ପହଲଗାମ ଆକ୍ରମଣର ଦୃଢ଼ ଜବାବ ଦିଆଯିବ ବୋଲି ବୁଧବାର କହିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ। ଏହି ଘଟଣାର ଜବାବ ଦେବା ଲାଗି ଯାହା ଆବଶ୍ୟକ ଏବଂ ଉପଯୁକ୍ତ ସରକାର ସେ ଦିଗରେ ସମସ୍ତ ପ୍ରକାର ପଦକ୍ଷେପ ନେବେ…

ମୁସଲମାନଙ୍କୁ ଦମନ କରାଯାଉଥିବାରୁ ଏପରି ଆକ୍ରମଣ ହେଉଛି – ପ୍ରିୟଙ୍କାଙ୍କ ସ୍ବାମୀ

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଆକ୍ରମଣକୁ ଶାସକ ଏବଂ ବିରୋଧୀ ଦଳର ସମସ୍ତ ନେତା କଡ଼ା ସମାଲୋଚନା କରିଛନ୍ତି। ଏହି ସମୟରେ, କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ୱାମୀ ରବର୍ଟ…

୨୦୧୯ ରୁ ୨୦୨୫ ଭିତରେ ଭାରତରେ ୧୦ ଥର ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ: ପୁଲୱାମା ପରେ ପହଲଗାମ୍... ୨୦୧୯ ପରେ ୨୦୨୫... ସେବେ ଯବାନ ଏବେ ଜନତା । ସେବେ ଆତ୍ମଘାତୀ ବିସ୍ଫୋରଣ ଏବଂ ଆଖିବୁଜା ଗୁଳିଚାଳନା । ହତ୍ୟାର ତରିକା ସିନା ଭିନ୍ନଭିନ୍ନ ହେଲେ ଆତଙ୍କୀଙ୍କ ଲକ୍ଷ୍ୟ କିନ୍ତୁ ସମାନ । ହତ୍ୟା…

ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର : ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲାର ବାଲିଆପାଳ, ସୁନ୍ଦରଗଡ ଜିଲାର ଲେଫ୍ରିପଡା, ସମ୍ବଲପୁର ଜିଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ…

ଏପର୍ଯ୍ୟନ୍ତ ଅଂଶୁଘାତର କୌଣସି ମୃତ୍ୟୁ ନିଶ୍ଚିତ ହୋଇନାହିଁ – ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: ସାରା ଓଡ଼ିଶାରେ ଜାରି ଗ୍ରୀଷ୍ମ ପ୍ରବାହ ମଧ୍ୟରେ , ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ବୁଧବାର ଦିନ ନିଶ୍ଚିତ କରିଛନ୍ତି ଯେ, ଗତକାଲି ସୁଦ୍ଧା ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୬୬ ଜଣ ଅଂଶୁଘାତ ଆକ୍ରାନ୍ତଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା।…

ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ, ଜାରି ରହିବ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା

ଭୁବନେଶ୍ବର: ସ୍କୁଲ ପିଲାଙ୍କ ପାଇଁ ଅପ୍ରେଲ୍‌ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା ହୋଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ…

କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ, ଅନେକ ପର୍ଯ୍ୟଟକଙ୍କ ମୃତ୍ୟୁ ଆଶଙ୍କା, ଜଣେ ଓଡ଼ିଆ ପର୍ଯ୍ୟଟକ ମୃତ

କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ । ଆତଙ୍କବାଦୀଙ୍କ ଆଖବୁଜା ଗୁଳିମାଡ଼ରେ ୨୭  ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିବା ଜଣାପଡ଼ିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କାରହିଛି । ବାଲେଶ୍ବର ଜିଲ୍ଲାର ଜଣେ ପର୍ଯ୍ୟଟକଙ୍କର ଗୁଳିମାଡ଼ରେ ମୃତ୍ୟୁ ହୋଇଛି । ଦକ୍ଷିଣ…

ପୁଣି ବିବାଦରେ ରାମଦେବ, ଚେତାବନୀ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ: ପୁଣି ବିବାଦରେ ବାବା ରାମଦେବ। ହମଦର୍ଦ କମ୍ପାନୀର ସର୍ବତ ଉପରେ ରାମଦେବଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଗିଦ୍‌ କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଜଷ୍ଟିସ୍ ଅମିତ ବଂଶଲ ଏକ କଡ଼ା ଆଦେଶ ଜାରି କରିବାକୁ ଚେତାବନୀ…

ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ମିଳିବ ଚାକିରି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ ଏଜି

ନୂଆଦିଲ୍ଲୀ: ମୃତ ସରକାରୀ କର୍ମଚାରୀଙ୍କ ପରିବାରଙ୍କ ପ୍ରତି ଓଡିଶା ସରକାରଙ୍କ ସମ୍ବେଦନଶୀଳ। ୩ ହଜାରରୁ ଉଦ୍ଧ୍ୱର୍ ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ସରକାରୀ ଚାକିରି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୋମବାର ସୁପ୍ରିମକୋର୍ଟରେ ଏହା…

ମୁସଲିମ ମୌଳବାଦୀଙ୍କ ସହ ହାତ ମିଳାଇଛନ୍ତି ୟୁନୁସ୍‌

ଢାକା: ଗତ ବର୍ଷ ଅଗଷ୍ଟରେ ଏକ ହିଂସାତ୍ମକ ବିଦ୍ରୋହ ପରେ ଶେଖ ହାସିନାଙ୍କ ସରକାରର ପତନ ଏବଂ ସେ ଦେଶ ଛାଡି ପଳାଇବା ପରେ, ବାଂଲାଦେଶ ମୌଳବାଦୀ ଇସଲାମିକ ଗୋଷ୍ଠୀ ଏବଂ ଆତଙ୍କବାଦୀ ସଂଗଠନଗୁଡ଼ିକର ଆଶ୍ରୟସ୍ଥଳ ହେବାକୁ ଯାଉଛି। ଶେଖ ହସିନାଙ୍କ…