ଅନଲାଇନ୍ ଶିଶୁ ଯୌନ ଶୋଷଣର ବଡ଼ ରାକେଟକୁ ଧରିଲା ସିବିଆଇ

ନୂଆଦିଲ୍ଲୀ : କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଆନ୍ତର୍ଜାତିକ ସଂସ୍ଥା ଜଡିତ ଥିବା ଅନଲାଇନ୍ ଶିଶୁ ଯୌନ ଶୋଷଣର ସାଇବର କ୍ରାଇମ ନେଟୱାର୍କକୁ ଠାବ କରିଛି। ଆମେରିକାରୁ ମିଳିଥିବା ସୂଚନା ଆଧାରରେ ଆରମ୍ଭ ହୋଇଥିବା ଅପରେସନ ହକ୍ ଅଧୀନରେ ସିବିଆଇ ଏହି କାର୍ଯ୍ୟାନୁଷ୍ଠାନ…

ମୋଦୀଙ୍କ ଋଷ୍‌ ଗସ୍ତ ବାତିଲ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଇତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ରୁଷ୍ ଗସ୍ତ ବାତିଲ କରିଛନ୍ତି। ମେ’ ୯ ତାରିଖରେ ପ୍ରଧାନମନ୍ତ୍ରୀ ମସ୍କୋରେ ହେବାକୁ…

ମାର୍ଚ୍ଚରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୩.୭୩%କୁ ହ୍ରାସ: ଖାଦ୍ୟ ମୂଲ୍ୟ ବଦଳାଇଲା ସ୍ଥିତି

ନୂଆଦିଲ୍ଲୀ,୩୦।୪: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମାର୍ଚ୍ଚ ୨୦୨୫ରେ ୩.୭୩%କୁ ହ୍ରାସ ପାଇଛି, ଯାହା ଫେବୃଆରୀର ୪.୦୧% ତୁଳନାରେ କମ୍ ଅଟେ। ଏହା ଗତ ପାଞ୍ଚ ବର୍ଷରେ ସର୍ବନିମ୍ନ ସ୍ତର ବୋଲି ପରିସଂଖ୍ୟାନ ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ୱୟନ ମନ୍ତ୍ରଣାଳୟର ତଥ୍ୟରୁ ଜଣାପଡ଼ିଛି। ଖାଦ୍ୟ ଦ୍ରବ୍ୟ,…

ଭାରତକୁ ପରମାଣୁ ବୋମାର ଧମକ ଦେଲେ ନୱାଜ ସରିଫଙ୍କ ଝିଅ  ମରିୟମ ନୱାଜ୍

ଇସଲାମାବାଦ: ପୁଣି ଭାରତକୁ ପରମାଣୁ ଧମକ । ପହଲଗାମ୍ ଆତଙ୍କୀ ହମଲା ପରେ ଭାରତ ପ୍ରତିଶୋଧ ନେବାକୁ ପଣ କରିଥିବା ବେଳେ ଆତଙ୍କୀ ଆକ୍ରମଣରେ ପାକ୍ ସେନାର ସମ୍ପୃତି ମିଳିବା ପରେ ଏବେ ଆକ୍ରମଣ ମୁଦ୍ରାରେ ଭାରତ । ଆଉ ଭାରତର…

ଶୀତଳଷଷ୍ଠୀର ଆଦ୍ୟ ପର୍ବ ଥାଳ ଉଠା ଅନୁଷ୍ଠିତ

ସମ୍ବଲପୁର : ସମ୍ପନ୍ନ ହେଲା ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରାର ଆଦ୍ୟ କାର୍ଯ୍ୟକ୍ରମ ଥାଳ ଉଠା ପର୍ବ । ସମ୍ପୂର୍ଣ୍ଣ ରୀତି ନୀତି ଅନୁଯାୟୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଥିଲା ଥାଳ ଉଠା ପର୍ବ ।  ଆଜି ପବିତ୍ର ଅକ୍ଷୟ ତୃତୀୟାରେ…

କାଳବୈଶାଖୀ : ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୩୦।୪: ଆସନ୍ତା ୩ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ୨୪ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ବିଭିନ୍ନ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରିକରଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ…

ଆସିଲା ଆଜ୍ଞାମାଳ; ଆରମ୍ଭ ହେଲା ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ

ପୁରୀ: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜିଠାରୁ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥକାଠ ଅନୁକୁଳ ହୋଇଯାଇଛି। ଏଥିସହ ନୀତି ଓ ଚନ୍ଦନଯାତ୍ରା କରାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର…

୧.୧୩ କୋଟି  କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଅଭିଯୁକ୍ତ ନୀଲେଶ କର ଦୋଷୀ ସାବ୍ୟସ୍ତ

ବାଲେଶ୍ବର : କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ବାଲେଶ୍ୱର ଜିଲ୍ଲା ଅଦାଲତ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ଜମାକାରୀ ସ୍ୱାର୍ଥ ସୁରକ୍ଷା ଆଇନ, ୨୦୧୧ ଅନୁଯାୟୀ ଗଠିତ ନିର୍ଦ୍ଦିଷ୍ଟ ଅଦାଲତ…

ମେ ୧୪ରେ ଓସିଏସ୍ ଆନ୍‌ଥ୍ରୋପୋଲୋଜି ପରୀକ୍ଷା

କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍‌) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି…

ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି…