ଗ୍ରୀଷ୍ମ ପ୍ରବାହ ସମୟରେ ବିଦ୍ୟୁତ୍ କାଟ୍ ନକରିବାକୁ ନିର୍ଦେଶ

ଭୁବନେଶ୍ଵର: ବର୍ତ୍ତମାନ୍ ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ସକାଳ ୧୦ଟା ନବାଜୁଣୁ ଘରୁ ବାହାରିବା ବି ମୁସ୍କିଲ ହୋଇପଡୁଛି। ଏହାରି ମଧ୍ୟରେ ୪୨.୬ ଡିଗ୍ରୀ ସହ ଝାରସୁଗୁଡା ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି।  ତେବେ ଏଭଳି…

ଆମରେଲିରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ଆମରୋଲି : ମଙ୍ଗଳବାର (୨୨ ଏପ୍ରିଲ) ଗୁଜୁରାଟର ଆମରେଲିରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପାଇଲଟଙ୍କ ଜୀବନ ଯାଇଛି। ଡେପୁଟି ଏସପି ଚିରାଗ ଦେଶାଇ ଏହାକୁ ନିଶ୍ଚିତ କରିଛନ୍ତି। ଦେଶାଇ କହିଛନ୍ତି ଯେ ଭିଜନ୍ ଫ୍ଲାଇଂ ଇନଷ୍ଟିଚ୍ୟୁଟର…

ଓଏଚପିସିର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ସନ୍ଦୀପ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ଜଳ ବିଦ୍ୟୁତ ନିଗମର ନୂତନ ମାନବ ସମ୍ବଳ ନିର୍ଦ୍ଦେଶକ ଭାବେ ସନ୍ଦୀପ ପଟ୍ଟନାୟକ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ମାନବ ସମ୍ବଳ ପରିଚାଳନା, ନେତୃତ୍ୱ, ଔଦ୍ୟୋଗିକ ବିକାଶ ଏବଂ ଦକ୍ଷତା ବିକାଶ ଆଦି କ୍ଷେତ୍ରରେ ତାଙ୍କର ଦୀର୍ଘ ତିନି…

୩୪ ନିଖୋଜ ଶିଶୁ ଉଦ୍ଧାର

ଛତ୍ରପୁର : ଗଞ୍ଜାମ ପୁଲିସ ଜିଲା ଅଧିନରେ ଚଳିତ ମାସ ୧୫ରୁ ନିଖୋଜ ପିଲାମାନଙ୍କୁ ଖୋଜିବା ଏବଂ ଉଦ୍ଧାର କରିବା ପାଇଁ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଥିଲା। ଗଞ୍ଜାମ ଏସପି ଶୁଭେନ୍ଦୁ କୁମାର ପାତ୍ରଙ୍କ ନିର୍ଦେଶକ୍ରମେ ସମସ୍ତ ଥାନା ଅଧିକାରୀଙ୍କୁ…

ସୁନ୍ଦରଗଡ଼ ଜଙ୍ଗଲରେ ନାବାଳିକାଙ୍କୁ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଲସରା ନିକଟସ୍ଥ ଏକ ଜଙ୍ଗଲରେ ଜଣେ ନାବାଳିକାଙ୍କୁ ତିନି ଜଣ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ସୋମବାର ବିଳମ୍ବିତ ରାତିରେ ତଲସରା ଥାନା ଅଧୀନସ୍ଥ ଏକ ଦୁର୍ଗମ ଅଞ୍ଚଳରେ ଏହି ଘଟଣା ଘଟିଛି।…

୨ ପୋଲିସ୍‌ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦…

ମନି ଲଣ୍ଡରିଂ ମାମଲା, ମହେଶବାବୁଙ୍କୁ ଇଡି ସମନ

ହାଇଦ୍ରାବାଦ : ମନି ଲଣ୍ଡରିଂ ମାମଲାରେ ଏପ୍ରିଲ ୨୮ ତାରିଖରେ ହାଜର ହେବାକୁ ଲଗୁ ସୁପରଷ୍ଟାର ମହେଶ ବାବୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)  ସମନ ଜାରି କରିଛି। ହାଇଦ୍ରାବାଦରେ ଏକ ରିଅଲ୍ ଇଷ୍ଟେଟ୍ ଠକେଇ ମାମଲାରେ ଟଲିଉଡ୍ ସୁପରଷ୍ଟାର ମହେଶ ବାବୁଙ୍କୁ  ପ୍ରବର୍ତ୍ତନ…

ପୋପ୍‌ ଫ୍ରାନ୍ସିସ୍‌ଙ୍କ ବିୟୋଗରେ ରାଜ୍ୟରେ ୩ ଦିନିଆ ଶୋକ

ଭୁବନେଶ୍ୱର: ରୋମାନ କାଥୋଲିକ୍‌ ଚର୍ଚ୍ଚର ସର୍ବୋଚ୍ଚ ଧର୍ମଗୁରୁ ପୋପ୍‌ ଫ୍ରାନ୍ସିସଙ୍କର ବିୟୋଗ ଘଟିଛି । ତାଙ୍କ ସମ୍ମାନାର୍ଥେ ସାରା ଭାରତରେ ତିନି ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ । ଏନେଇ ୩ ଦିନ ଧରି ଶୋକ ପାଳିବ ରାଜ୍ୟ ।…

ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା, ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ

କଟକ: ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ । ଅନ୍ୟ ଜଣେ ଗୁରୁତର । କଟକ ଗତି ରାଉତପାଟଣା ଅଞ୍ଚଳରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ମୃତକଙ୍କ ମଧ୍ୟରେ ଜଣେ ହୋମଗାର୍ଡ ଓ ଅନ୍ୟଜଣେ କନେଷ୍ଟବଳ…

ଡିଜିଙ୍କୁ ଭେଟିଲ ବରିଷ୍ଠ ବିଜେଡି ନେତା

ଭୁବନେଶ୍ୱର : ଡିଜିଙ୍କୁ ଭେଟିଲ ବରିଷ୍ଠ ବିଜେଡି ନେତା । ଆଇନ ଶୃଙ୍ଖଳା ସ୍ଥିତି ନେଇ ପ୍ରଦାନ କଲେ ଦାବିପତ୍ର। ୯ ଜଣ ବରିଷ୍ଠ ନେତାଙ୍କ ସହ ଅନ୍ୟ ବିଜେଡି କର୍ମୀ ଡିଜିଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି । ସଞ୍ଜୟ ଦାସବର୍ମା, ବିଧାୟକ…