ରତ୍ନଭଣ୍ଡାର ମରାମତି ହୋଇ ନ ଥିଲେ ଭୁଶୁଡ଼ି ପଡ଼ି ଥାଆନ୍ତା : ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର : ସ୍ନାନ ଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ସାରିବା ପାଇଁ ଚେଷ୍ଟା କରାଯାଉଛି । ମରାମତି ଚୂଡ଼ାନ୍ତ ସ୍ଥିତିକୁ ଆସିଲାଣି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ମହାପ୍ରଭୁଙ୍କ ନୀତିକାନ୍ତି ବ୍ୟାଘାତ ନ କରି ମରାମତି କାମ…
