ବେଆଇନ ସେବାଶ୍ରମ ଉପରେ ପୋଲିସର ଚଢ଼ାଉ

ଯାଜପୁର: ବେଆଇନ ବଳଦେବଜୀଉ ସେବାଶ୍ରମ ଉପରେ ପ୍ରଶାସନ ଓ ପୁଲିସ ଚଢ଼ାଉ କରିଛି। ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଅଳୁକୁଣ୍ଡରେ ବିନା ପଞ୍ଜିକରଣରେ ବେଆଇନ ଭାବେ ଚାଲିଥିବା ବଳଦେବଜୀୟୁ ସେବା ଆଶ୍ରମରୁ ପିଲାଙ୍କୁ ଉଦ୍ଧାର କଲା ଶିଶୁ ସୁରକ୍ଷା ବିଭାଗ। ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ…

୨୪ରେ ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା। ଏପ୍ରିଲ ୨୪ରେ ମିଳିବ ସୁଭଦ୍ରା ଟଙ୍କା। ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର। ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା। ଏକାସାଙ୍ଗରେ ଦୁଇଟି…

ବଲାଙ୍ଗୀର ଜିଲ୍ଲାକୁ ଦାଦନରୁ ମୁକ୍ତି କରିବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର

ଭୁବନେଶ୍ବର: ବଲାଙ୍ଗୀର ଜିଲ୍ଲା ସହ ମୋର ଆବେଗର ସମ୍ପର୍କ ଅଛି। ଡବଲ ଇଞ୍ଜିନ ସରକାରରେ ବଲାଙ୍ଗୀର ପ୍ରାଥମିକତାରେ ରହିଛି ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଦିନ କହିଛନ୍ତି। ପାଟଣାଗଡ଼ରେ କେନ୍ଦ୍ରୀୟ ବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସର ଲୋକାର୍ପଣ ଏବଂ ସ୍ଥାୟୀ…

ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଆସିଲେନି ହେଭିୱେଟ୍‌!

ଭୁବନେଶ୍ୱର: ନବମ ଥର ପାଇଁ ବିଜେଡି ସଭାପତି ହୋଇଛନ୍ତି ନବୀନ ପଟ୍ଟନାୟକ। ହେଲେ ବିଜେଡି ସଭାପତିଙ୍କ ନାମ ଘୋଷଣା ବେଳେ ଅନୁପସ୍ଥିତ ଥିଲେ କିଛି ହେଭିୱେଟ ନେତା। ଏସବୁ ନେତାଙ୍କ ମଧ୍ୟରେ ଥିଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ। ସେହିପରି…

ସିବିଆଇ ଅଫିସର କହି ୩୪ ଲକ୍ଷ ୫୦ ହଜାର ଟଙ୍କା ଠକିବା ଘଟଣା, ଅଭିଯୁକ୍ତକୁ ରାଜସ୍ଥାନରରୁ ଆଣିଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ଡିଜିଟାଲ ଆରେଷ୍ଟ ନାଁରେ ୩୪ ଲକ୍ଷ ଟଙ୍କା ଠକେଇ ଘଟଣାରେ ଜଣେ ଗିରଫ । ରାଜସ୍ଥାନର ସୁବାଷକୁ ଗିରଫ କଲା ବ୍ରହ୍ମପୁର ସାଇବର ଏବଂ ଅର୍ଥନୈତିକ ଅପରାଧ ଥାନା ପୋଲିସ । ଶୁକ୍ରବାର ବ୍ରହ୍ମପୁର ପହଞ୍ଚିବା ପରେ ଅଭିଯୁକ୍ତଙ୍କୁ ଏସଡିଜେଏମ୍ କୋର୍ଟରେ…

ହଜ୍ କୋଟା: ଭାରତ ପାଇଁ ୧୦ ଓ ପାକିସ୍ତାନ ପାଇଁ ୨୪ ହଜାର

ଚଳିତ ବର୍ଷ ଭାରତକୁ ୧.୭ ଲକ୍ଷ ହଜ୍ ଯାତ୍ରୀଙ୍କ କୋଟା ମିଳିଛି, ଯେଉଁଥିରୁ ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟକୁ ୧ ଲକ୍ଷ ୨୨ ହଜାର ୫୧୮ ତୀର୍ଥଯାତ୍ରୀଙ୍କ ପାଇଁ ବ୍ୟବସ୍ଥା କରିବାକୁ ପଡିବ ଏବଂ ଘରୋଇ ପରିଚାଳକମାନେ ୫୨ ହଜାର ୫୦୭ ତୀର୍ଥଯାତ୍ରୀଙ୍କ…

ଭାରତ ଆସିବେ ଏଲନ ମସ୍କ୍, ଏକ୍ସରେ ଦେଲେ ସୂଚନା

ୱାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥାବାର୍ତ୍ତା ପରେ, ଟେସଲା ସିଇଓ ଏବଂ ଆମେରିକୀୟ ଶିଳ୍ପପତି ଏଲନ ମସ୍କ ଚଳିତ ବର୍ଷ ଭାରତ ଗସ୍ତରେ ଆସିବା ବିଷୟ ଘୋଷଣା କରିଛନ୍ତି। ମୋଦୀଙ୍କ ସହ କଥା ହେବା ପରେ, ସେ ତାଙ୍କ…

୬ ମାସର ଗର୍ଭବତୀ ହେଲେ ଷଷ୍ଠ ଶ୍ରେଣୀ ଛାତ୍ରୀ

ରାୟଗଡ଼ା : ପୁଣି ଜଣେ ଷଷ୍ଠ ଷ୍ରେଣୀ ଛାତ୍ରୀ ଗର୍ଭବତୀ । ରାୟଗଡ଼ା ଜିଲ୍ଲା କଲ୍ୟାଣସିଂପୁର ଅଞ୍ଚଳରେ ଘଟଣା ଘଟିଛି ।  ପୁଣି ଥରେ ଜଣେ ଷଷ୍ଠ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଥିବା ଜଣା ପଡିଛି । ଘଟଣା ଜଣାପଡିବା ପରେ ଆଜି…

ଫଲ୍ସ ନ୍ୟାରେଟିଭ ପାଇଁ ହାରିଲା ବିଜେଡି, ଓଡ଼ିଶାର ହକ୍ ପାଇଁ ଜାରି ରହିବ ଲଢେଇ: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ନବମ ଥର ବିଜେଡି ସଭାପତି ହେବା ପରେ ଆସିଲା ନବୀନଙ୍କ ପ୍ରତିକ୍ରିୟା। ବିଜେଡ଼ି ସଭାପତି ହେବାପରେ ନବୀନ ଜୟ ଜଗନ୍ନାଥ କହି ନିଜ ଉଦବୋଧନ ଆରମ୍ଭ କରିଥିଲେ। ଆପଣଙ୍କ ଭଲ ପାଇବା ନିକଟରେ ମୁଁ ଚିର ଋଣି ବୋଲି କହିଥିଲେ।…

ବାଂଲାଦେଶରେ ହିନ୍ଦୁ ନେତାଙ୍କୁ ହତ୍ୟାର ଦୃଢ଼ ନିନ୍ଦା କଲା ଭାରତ

ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ନେତା ଭବେଶ ଚନ୍ଦ୍ର ରଏଙ୍କୁ ହତ୍ୟା କରାଯାଇଛି। ଭବେଶଙ୍କୁ ଅପହରଣ କରାଯିବା ପରେ ଅତି ନିର୍ମମ ଭାବେ ତାଙ୍କୁ ହତ୍ୟା କରାଯିବା ଘଟଣାର ଦୃଢ଼ ନିନ୍ଦା କରିଛି ଭାରତ। ଏହା ମହମ୍ମଦ ୟୁନୁସଙ୍କ ନେତୃତ୍ଵାଧୀନ ଅନ୍ତରୀଣ ସରକାରର…