ରେଳ ଲାଇନ ନିର୍ମାଣକୁ ବିରୋଧ: ଗ୍ରାମବାସୀ- ପୋଲିସ ମଧ୍ଯରେ ଖଣ୍ଡଯୁଦ୍ଧ, ଜଣେ ମୃତ

ରାଉରକେଲା: ପୋଲିସ- ଗ୍ରାମବାସୀ ସଂଘର୍ଷରେ ଜଣେ ମୃତ । ରେଳ ଲାଇନ ନିର୍ମାଣକୁ ବିରୋଧ କରି ପୋଲିସ- ଗ୍ରାମବାସୀ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଛି । ରାଉରକେଲା ବନ୍ଧମୁଣ୍ଡା ବରକାନୀରେ ପୋଲିସ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡପ୍ରଳୟ ଦେଖା ଦେଇଛି । ରେଳଲାଇନ ନିର୍ମାଣକୁ ବାରମ୍ବାର…

ଗର୍ଭବତୀ ନାବାଳିକା ଝିଅକୁ ଜିଅନ୍ତା ପୋଡ଼ି ଦେବା ମାମଲା: ବାପା-ମାଙ୍କୁ ଆଜୀବନ କାରାଦଣ୍ଡ

ଯାଜପୁର: ଗର୍ଭବତୀ ନାବାଳିକାକୁ ପୋଡ଼ି ମାରିବା ମାମଲା। ବାପାମାଙ୍କୁ ଆଜୀବନ ସଜା ଶୁଣାଇଲେ ଫାଷ୍ଟ୍‌ ଷ୍ଟ୍ରାକ୍‌ କୋର୍ଟ। ୨୦୧୬ରେ ବିଞ୍ଝାରପୁର ଥାନାରେ ମାମଲା ରୁଜୁ ହୋଇଥିଲା। ୩ ମାସର ଗର୍ଭବତୀ ଝିଅକୁ ପୋଡ଼ି ନଦୀରେ ଭସାଇ ଦେଇଥିଲେ ବାପା-ମାଆ। ସୂଚନାନୁଯାୟୀ, ୨୦୧୬…

ଆହୁରି ୫ ଦିନ ବର୍ଷିବ, ଆଜି ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଆହୁରି ୫ଦିନ କାଳବୈଶାଖୀ ଆଶଙ୍କା । ଆଗାମୀ ସାତଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ବିଜୁଳି ଘଡଘଡି ଓ କୁଆପଥର ମାଡ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ବିଜୁଳି, ଘଡଘଡି ସହ ପ୍ରବଳ ବର୍ଷା…

‘ସୁପ୍ରିମକୋର୍ଟ ଯଦି ଆଇନ ତିଆରି କରିବେ, ତେବେ ସଂସଦକୁ ବନ୍ଦ କରିଦିଆଯାଉ’

ଓ୍ବାକଫ ସଂଶୋଧନ ଆଇନକୁ ନେଇ ସୁପ୍ରିମକୋର୍ଟ ରାଷ୍ଟ୍ରପତିଙ୍କ ଲାଗି ସମୟସୀମା ଧାର୍ଯ୍ୟ କରିବା ପରେ ଏହାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇଛି। ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ସୁପ୍ରିମକୋର୍ଟଙ୍କୁ ଭର୍ତ୍ସନା କରିବା ପରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଅନୁରୂପ…

ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌

ପୁରୀ: ସୁନା ଓ ରୁପା ଛାଉଣି ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗେଟ୍‌। ଶ୍ରୀଜଗନ୍ନାଥ ମନ୍ଦିର ଭିତର ରତ୍ନଭଣ୍ଡାର ଗେଟକୁ ସୁନା ଛାଉଣି ଓ ବାହାର ରତ୍ନଭଣ୍ଡାର ଗେଟ୍‌କୁ ରୂପା ଛାଉଣି କରାଯିବାକୁ ପ୍ରସ୍ତାବ ରହିଛି। ଏହି ପ୍ରକ୍ରିୟା ମଧ୍ୟ ଆରମ୍ଭ ହୋଇଯାଇଛି।…

ଜେଇଇ ମେନ୍ ୨୦୨୫: ଅଲ୍ ଇଣ୍ଡିଆ ଟପ୍ପର୍ ହେଲେ ଓଡ଼ିଶା ଛାତ୍ର ଓମ୍ ପ୍ରକାଶ ବେହେରା

ଅଲ୍ ଇଣ୍ଡିଆ ଟପ୍ପର୍ ହେଲେ ଅସାଧାରଣ ପ୍ରତିଭାଶାଳୀ ଛାତ୍ର ଓମ୍ ପ୍ରକାଶ ବେହେରା । ଜେଇଇ ମେନ୍ ୨୦୨୫ର ଏପ୍ରିଲ ସେସନ୍‌ ରେ ପୁରା ଭାରତରେ ପ୍ରଥମ ରାଙ୍କ୍ ହାସଲ କରି ସାରା ଦେଶରେ ସ୍ବତନ୍ତ୍ର ପରିଚୟ ହାସଲ କରିଛନ୍ତି ଓମ୍…

ନବୀନଙ୍କ ନବମ ଇନିଂସ୍: ସାଙ୍ଗଠନିକ ନିର୍ବାଚନରେ ନିର୍ଦ୍ଵନ୍ଦ୍ଵରେ ନିର୍ବାଚିତ

ଭୁବନେଶ୍ଵର: ନବମଥର ପାଇଁ ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ନିର୍ଦ୍ବନ୍ଦ୍ଵରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଆଜି ବିଧିବଦ୍ଧ ଭାବେ ନାଁ ଘୋଷଣା…

ପୁରୀ ରଥଯାତ୍ରା ଶୃଙ୍ଖଳିତ କରିବାକୁ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର: ଚଳିତ ବର୍ଷ ପୁରୀର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ଅନୁଷ୍ଠିତ ହେବା ପାଇଁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା, ବିଜାପୁରରେ ଟପ ମାଓନେତା ହିଡ଼ମାର ବଙ୍କର ଠାବ

ମାଲକାନଗିରି : ସୁରକ୍ଷାବାହିନୀଙ୍କୁ ବଡ଼ ସଫଳତା । ଟପ ମାଓନେତା ହିଡ଼ମାର ବଙ୍କର ଠାବ । ଛତିଶଗଡ଼ର ବିଜାପୁରରେ ଟପ ମାଓନେତା ହିଡ଼ମାର କଂକ୍ରିଟ ଓ ଇଟାରେ ନିର୍ମିତ ବଙ୍କରକୁ ଖୋଜି ବାହାର କରିଛନ୍ତି ସୁରକ୍ଷାବାହିନୀ । ପ୍ରଥମ ଥର ପାଇଁ ଏଭଳି…

ଓ୍ବାକଫ ଆଇନ: ମୋଦୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ମୁସଲମାନ ସମ୍ପ୍ରଦାୟ

ଓ୍ବାକଫ ସଂଶୋଧନ ଆଇନ ୨୦୨୫ର ଦୁଇଟି ଗୁରୁତ୍ଵପୂର୍ଣ୍ଣ ପ୍ରାବଧାନ ଉପରେ ସୁପ୍ରିମକୋର୍ଟ ଗୁରୁବାର ସ୍ଥିତାବସ୍ଥା ଜାରି କରିଛନ୍ତି। ଆଗାମୀ ଶୁଣାଣି ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। ଓ୍ବାକଫ ଆଇନକୁ ନେଇ ବିବାଦ ଆରମ୍ଭ ହୋଇଥିବାବେଳେ କିଛି ମୁସଲମାନ ସମ୍ପ୍ରଦାୟ ଗୁରୁବାର ପ୍ରଧାନମନ୍ତ୍ରୀ…