ନଦୀ ଭିତରକୁ ଯାଇ ରିଲ୍ କରୁଥିବା ବେଳେ ଭାସିଗଲେ ମହିଳା, ଏପର୍ଯ୍ୟନ୍ତ ମିଳୁନି ପତ୍ତା
ନୂଆଦିଲ୍ଲୀ: ଉତ୍ତରକାଶୀର ମଣିକର୍ଣ୍ଣିକା ଘାଟରେ ଏକ ଦୁଃଖଦ ଦୁର୍ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ୧୪ ଏପ୍ରିଲର ଏହି ଘଟଣାରେ, ଜଣେ ମହିଳା ରିଲ୍ ତିଆରି କରୁଥିବା ସମୟରେ ଗଙ୍ଗା ନଦୀରେ ଭାସି ଯାଇଥିଲେ। ଭିଡିଓରେ ସ୍ପଷ୍ଟ ଭାବରେ ଦେଖାଯାଉଛି…