ବିଦେଶରେ ଉତ୍କଳ ଦିବସ, ପ୍ରଶାନ୍ତ ନନ୍ଦ ପାଇଲେ ‘ଉତ୍କଳ ବିଶ୍ୱ ଗୌରବ ସମ୍ମାନ’
ଭୁବନେଶ୍ବର : ଲଣ୍ଡନରେ ଉତ୍କଳ ଦିବସ ପାଳିଲେ ଓଡ଼ିଆ। ଓଡ଼ିଶା ସୋସାଇଟି ଅଫ୍ ୟୁନାଇଟେଡ୍ କିଙ୍ଗଡମ୍(ଓଏସୟୁକେ) ପକ୍ଷରୁ ଶନିବାର ଲଣ୍ଡନର ହାରୋଲ୍ଡ ହିଲ୍ସ୍ଥିତ ଡ୍ରାପର୍ସ ଏକାଡେମୀରେ ୯୦ତମ ଉତ୍କଳ ଦିବସ ମହାସମାରୋହରେ ପାଳନ କରାଯାଇଛି। ଦିନ ଗୋଟାଏରୁ ରାତି ୧୦ଟା ପର୍ଯ୍ୟନ୍ତ…