ତାରିଣୀପୀଠର ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କେନ୍ଦୁଝର ଜିଲାରେ ଅବସ୍ଥିତ ତାରିଣୀ ମନ୍ଦିର ପାଇଁ ୨୧୫ କୋଟି ଟଙ୍କାର ଡିପିଆର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ମା’ ତାରିଣୀଙ୍କୁ ଓଡ଼ିଆ ନୂଆ ବର୍ଷର ଦର୍ଶନ ବେଳେ ମୁଖ୍ୟମନ୍ତ୍ରୀ ଏହା ପ୍ରକାଶ କରିଛନ୍ତି । ଏହି…