ବିକଶିତ ଓଡିଶା ଓ ବିକଶିତ ଭାରତ ଗଠନରେ ବୈଷୟିକ ଶିକ୍ଷାନୁଷ୍ଠାନର ଭୂମିକା ଗୁରୁତ୍ୱପୂର୍ଣ୍ଣ-ରାଜ୍ୟପାଳ
ଭୁବନେଶ୍ୱର: ବିକଶିତ ଓଡ଼ିଶା ଓ ବିକଶିତ ଭାରତର ଗଠନରେ ବୈଷୟିକ ଶିକ୍ଷାନୁଷ୍ଠାନମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି କହିଛନ୍ତି। ଆଜି ଭୁବନେଶ୍ୱରସ୍ଥିତ ରେଳବାଇ ଅଡିଟୋରିୟମଠାରେ ଅନୁଷ୍ଠିତ ଓଡିଶା ବୈଷୟିକ ଓ ଗବେଷଣା ବିଶ୍ୱ ବିଦ୍ୟାଳୟ…