ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା କାର୍ଡର ଶୁଭାରମ୍ଭ କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା
କଟକ: ଓଡ଼ିଶାରେ ଆରମ୍ଭ ହେଲା ଆୟୁଷ୍ମାନ ଭାରତ ସ୍ବାସ୍ଥ୍ୟ ବୀମା ଯୋଜନା । ଐତିହାସିକ ବାଲିଯାତ୍ରା ପଡ଼ିଆ ବନିଲା ମୁକସାକ୍ଷୀ । ଯୋଜନାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ଏହା ସହିତ ହିତାଧିକାରୀମାନଙ୍କୁ ସ୍ବାସ୍ଥ୍ୟ ବୀମା କାର୍ଡ…