୪ ଦଶନ୍ଧି ପରେ ନକ୍ସଲ ପ୍ରବଣ ଗାଁରେ ସାପ୍ତାହିକ ହାଟ ବସିଲା
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ଶହଶହ ଗ୍ରାମ ନକ୍ସଲ କବଜାରେ ରହିବା ଦ୍ବାରା ବିକାଶ ମୂଳକ କାମ ସେଠାରେ ପହଞ୍ଚିପାରୁନଥିଲା। ଏପରିକି ଲୋକେ ପିଲାଙ୍କୁ ସ୍କୁଲ ପଠେଇବା ମଧ୍ୟ ବନ୍ଦ କରିଦେଇଥିଲେ। ନକ୍ସଲଙ୍କର ସମସ୍ତ ନିୟମ କାନୁନରେ ଗାଁ ପରିଚାଳିତ ହେଉଥିଲା। ଏଥିସହ…