ହ୍ୱାଟ୍ସଆପ୍ ଚାଟିଂ ଖୋଲିବ କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ
ବାଲେଶ୍ୱର,୧୦।୪: ମୃତ ମହିଳା କନଷ୍ଟେବଳ ଯଶୋଦା ଦାସଙ୍କ ମୃତ୍ୟୁର ରହସ୍ୟ ଖୋଲିବ ତାଙ୍କ ହ୍ୱାଟ୍ସଆପ୍ ଚାଟିଂ। ଏହି ରହସ୍ୟମୟ ମୃତ୍ୟୁକୁ ଭେଦ କରିବାରେ ପୋଲିସକୁ ତାଙ୍କ ମୋବାଇଲ ସାହାଯ୍ୟ କରିବ ବୋଲି ଆଶା କରାଯାଉଛି। ରିପୋର୍ଟ ଅନୁଯାୟୀ, ମୃତ କନଷ୍ଟେବଳ ମାର୍ଚ୍ଚ ୭…