୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ: ୬ ଦଳ ଖେଳିବେ
ନୂଆଦିଲ୍ଲୀ: ତିନି ବର୍ଷ ପରେ ହେବାକୁଥିବା ୨୦୨୮ ଲସ୍ ଏଞ୍ଜେଲସ୍ ଅଲିମ୍ପିକ୍ସରେ କ୍ରିକେଟ୍ ଫେରିବାକୁ ଯାଉଛି। ଏବେ କିଛି ନୂତନ ନିୟମ ମଧ୍ୟ ଆସିଛି। କେବଳ ୬ଟି ଦଳ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବେ। ୨୦୨୮ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ବହୁତ ସ୍ୱତନ୍ତ୍ର…