ଗୋଲଡେନ୍ ଲ୍ୟାଣ୍ଡ ଚିଟ୍‌ଫଣ୍ଡ କଂପାନୀର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କଲା ଇଡି : ଜମାକାରୀଙ୍କୁ ଠକିବା ଅଭିଯୋଗ

ଭୁବନେଶ୍ୱର, ୨୯।୪: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି), ଭୁବନେଶ୍ୱର ଜୋନ, ଗୋଲ୍ଡେନଲ୍ୟାଣ୍ଡ ଗ୍ରୁପ ଅଫ କମ୍ପାନୀଜର ୧,୪୨୮ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ସାଧାରଣ ଜମାକାରୀଙ୍କୁ ଠକିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଅଫିସିଆଲ ସୂତ୍ର ଅନୁସାରେ, ଜବତ ହୋଇଥିବା ସମ୍ପତ୍ତି…

ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଲାଗି ପ୍ରସ୍ତାବ ଦେଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିବା ପରେ ଓଡ଼ିଶା କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବିଧାନସଭାର…

 ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଫୁଟିଲା ଗୁଳି : ଜଣେ ଆହତ

ସୁନ୍ଦରଗଡ଼: ରାଜଗାଙ୍ଗପୁରରେ ଆଜି ଅପରାହ୍‌ଣରେ ଗୁଳିଫୁଟି ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ବ୍ୟକ୍ତିଙ୍କର ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତରିତ କରାଯାଇଛି। କିଛି ସାଙ୍ଗ ବନ୍ଧୁକ ଧରି ମସ୍ତି କରୁଥିବାବେଳେ ଏଭଳି ଅଭାବନୀୟ ଘଟଣା ଘଟିଥିବା କୁହାଯାଉଛି। ଆହତ ବ୍ୟକ୍ତି ହେଲେ…

ଦୟାନଦୀ ପାଇଁ ଜହର ପାଲଟିଛି ଗଙ୍ଗୁଆ ଜଳ, ବଢୁଛି ଚର୍ମ ଓ ପେଟଜନିତ ରୋଗ

ଭୁବନେଶ୍ବର : ଅତୀତରେ ହଜାର ହଜାର ଚାଷୀଙ୍କ ଜୀବନରେଖା ପାଲଟିଥିବା ଚିରସ୍ରୋତା ଗଙ୍ଗୁଆନଦୀ ଆଜି ସଂପୂର୍ଣ୍ଣ ପ୍ରଦୂଷିତ । ଦିନେ ଯେଉଁ ଗଙ୍ଗୁଆନଦୀର ଜଳକୁ ଲୋକେ ପିଉଥିଲେ, ନଦୀରେ ଗାଧୋଉଥିଲେ, ଚାଷରେ ବ୍ୟବହାର କରୁଥିଲେ, ଆଜି କିନ୍ତୁ ସେଇ ନଦୀର ଜଳକୁ…

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ ପାଇଁ ଏହାର ଉପଯୋଗୀତା ବିଷୟରେ ବୁଝିଥିଲେ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ଶାଳିନୀ…

ଅବକାରୀ ଅଧୀକ୍ଷକଙ୍କ ଗାଡିରୁ ୩ ଲକ୍ଷ ଜବତ

ଢେଙ୍କାନାଳ : ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଯାଇଛନ୍ତି। ଗାଡ଼ିରେ ୩ ଲକ୍ଷ ଟଙ୍କା ନେଇ ଯିବାବେଳେ ଭିଜିଲାନ୍ସ ଟିମ୍‌ ଅତର୍କିତ ଚଢ଼ଉ କରି ମାଡ଼ିବସିଛନ୍ତି। ସୂଚନା ଅନୁସାରେ ଜିଲ୍ଲା ଅବକାରୀ ଅଧୀକ୍ଷକ କ୍ରିଷ୍ଣା ନାୟକ…

ପ୍ରଧାନମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦି ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପହଲଗାମ୍‌ ଆତଙ୍କୀ ହମଲାକୁ ନେଇ ବଡ଼ ଧରଣର ଆଲୋଚନା। ସୁରକ୍ଷା ସମ୍ପର୍କିତ ହୋଇପାରେ ବଡ଼ ଧରଣର ନିଷ୍ପତ୍ତି। ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷାମନ୍ତ୍ରୀ…

BBC ର କଭରେଜକୁ ନେଇ କଡ଼ା ଆପତ୍ତି ଉଠାଇଲେ ଭାରତ ସରକାର, ରିପୋର୍ଟିଂ ଉପରେ ଆଗକୁ ନଜର ରଖିବ ଭାରତ

ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ବିବିସିର ମିଡିଆ କଭରେଜ୍କୁ ନେଇ କଡ଼ା ଆପତ୍ତି ଉଠାଇଛନ୍ତି ଭାରତ ସରକାର। “Pakistan suspends visas for Indians after deadly Kashmir attack,”ର ଆର୍ଟିକିଲରେ ଆତଙ୍କୀ ହମ୍‌ଲାକୁ ସେନା ଆକ୍ରମଣ ଭାବେ ବିବେଚନା କରିଛି…

କାଲି ଦେଉଥିଲେ ଧମକ, ଆଜି ଦେଶ ଛାଡ଼ିଲେ ବିଲାଓ୍ବଲଙ୍କ ପରିବାର

କାଲି ଦେଉଥିଲେ, ଆଜି ଦେଶ ଛାଡ଼ିଲେ ପରିବାର। ଭାରତର ଯୁଦ୍ଧାଭ୍ୟାସ ଦେଖି ଛାନିଆ ହୋଇପଡ଼ିଥିବା ପାକ୍ ନେତାମାନେ ଜୀବନ ବଞ୍ଚାଇବାକୁ ଦେଶ ଛାଡ଼ି ପଳାୟନ କରୁଥିବା ଦେଖିବାକୁ ମିଳିଛି। ପୂର୍ବରୁ ପାକ୍ ସେନାଧ୍ୟକ୍ଷ ଆସିଫ ମୁନିର ସପରିବାର ଦେଶ ଛାଡ଼ି ପଳାଇଥିବାବେଳେ…

ରାସନ କାର୍ଡରୁ କଟିବ ବିଦେଶୀଙ୍କ ନାଁ; ଚିହ୍ନଟ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ରାସନ କାର୍ଡକୁ ନେଇ ସୋମବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି । ଓଡିଶାରେ ରହି ରାସନ କାର୍ଡ ହାତେଇଥିବା ସମସ୍ତ ବିଦେଶୀଙ୍କ ନାଁ କଟାଯିବ । ସେମାନଙ୍କର ଭୋଟର କାର୍ଡ ଏବଂ…