ବାକି ଥିବା ମାମଲାର ତଦନ୍ତ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ଦ୍ଦେଶ
ଭୁବନେଶ୍ବର: ଗତ ମାର୍ଚ୍ଚ ମାସରେ ଭୁବନେଶ୍ବର ସହରାଞ୍ଚଳ ଜିଲ୍ଲା ପୋଲିସ ପକ୍ଷରୁ ମୋଟ ୧୩୦୦ ଟି ମାମଲାର ତଦନ୍ତ ସମ୍ପୂର୍ଣ କରି ତଦନ୍ତକାରୀ ଅଫିସରମାନେ ନ୍ୟାୟାଳୟରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛନ୍ତି । ଭୁବନେଶ୍ବର ସହରାଞ୍ଚଳର ବିଭିନ୍ନ ଥାନାରେ ପ୍ରାୟ ଦଶ…