ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା, ସାଙ୍ଗଠନିକ ନିର୍ବାଚନ ସଂପର୍କରେ ଆଲୋଚନା

ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା । ନବୀନଙ୍କୁ ଭେଟିଲେ ପ୍ରସନ୍ନ ଆଚାର୍ଯ୍ୟ, ଅନଙ୍ଗ ଉଦୟ ସିଂଦେଓ, ପ୍ରତାପ ଦେବ, କଳିକେଶ ନାରାୟଣ ସିଂହଦେଓ, ଅରୁଣ ସାହୁ, ସଂଜୟ ଦାସ ବର୍ମାଙ୍କ ଭଳି ବରିଷ୍ଠ ନେତା। ସାଂଗଠନିକ କାର୍ଯ୍ୟକ୍ରମକୁ ନେଇ…

ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସରିବ ରତ୍ନଭଣ୍ଡାର ମରାମତି କାମ

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିଛି। ସ୍ନାନ ପୂର୍ଣ୍ଣିମା ଭିତରେ ରତ୍ନ ଭଣ୍ଡାର କାମ ସରିବ ବୋଲି କୁହାଯାଇଛି। ପ୍ରଥମେ ଡି ପ୍ଲାଷ୍ଟରିଙ୍ଗ ଓ ପରେ ପଥର ମରାମତି କାମ ଜାରି ରହିଛି। ଶ୍ରୀମନ୍ଦିର ରତ୍ନଭଣ୍ଡାର କମିସନ ରିପୋର୍ଟ…

ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ଜିଲ୍ଲା ସହକାରୀ ଜିଲ୍ଲାପାଳ ଅଶ୍ଵିନୀ ନାୟକ ଗୁରୁତର

ଯାଜପୁର : ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଖୋର୍ଦ୍ଧା ଜିଲ୍ଲା ସହକାରୀ ଜିଲ୍ଲାପାଳ ଅଶ୍ଵିନୀ ନାୟକ ଗୁରୁତର ଭାବେ ଆହତ। ଏଥିସହ ଗାଡି ଚାଳକ ମଧ୍ୟ ସାମାନ୍ୟ ଆହତ ହେଇଛନ୍ତି । ଆଜି ଶ୍ରୀ ନାୟକ ଭୁବନେଶ୍ୱରରୁ ଏକ ଇନୋଭା ଗାଡିରେ ବାଲେଶ୍ଵର …

ମୁଁ ଦେଶକୁ ଫେରୁଛି: ୟୁନୁସଙ୍କୁ ଚେତାବନୀ ଦେଲେ ହସିନା

ଢାକା: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା କହିଛନ୍ତି ଯେ, ଭଗବାନ କିଛି ଭଲ କାମ ପାଇଁ ମତେ ଜୀବିତ ରଖିଛନ୍ତି। ଏକ ଦିନ ନିଶ୍ଚିତ ଭାବରେ ଆସିବ ଯେତେବେଳେ ଆୱାମୀ ଲିଗ୍ ନେତାମାନଙ୍କୁ ଟାର୍ଗେଟ କରୁଥିବା ଲୋକଙ୍କୁ ନ୍ୟାୟର ସମ୍ମୁଖୀନ…

ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ସାମାଜିକ ଅନ୍ତର୍ଭୁକ୍ତୀକରଣ ଅଭିଯାନ ଆରମ୍ଭ

ଭୁବନେଶ୍ୱର: ରାଜ୍ୟର ବିକାଶରେ ସାମିଲ ପାଇଁ ଗରିବ ଏବଂ ପଛୁଆ ଯୋଗ୍ୟ ପରିବାରଙ୍କୁ ସ୍ବୟଂ ସହାୟକ ଗୋଷ୍ଠୀରେ ଅନ୍ତର୍ଭୁକ୍ତ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ପ୍ରଥମ ପର୍ଯ୍ୟାୟରେ ୪,୧୨,୫୪୮ଯୋଗ୍ୟ ପରିବାରକୁ ଏସଏଚଜିରେ ସାମିଲ କରାଯାଇଥିଲା। ଆଜିଠୁ ଦ୍ବିତୀୟ ପର୍ଯ୍ୟାୟ ସାମାଜିକ ଅନ୍ତର୍ଭୁକ୍ତୀକରଣ ଅଭିଯାନ…

କିଟ୍ ନେପାଳ ଛାତ୍ରୀ ମୃତ୍ୟୁ ଘଟଣା : NHRC ପ୍ରୋସିଡିଙ୍ଗ ଉପରେ ରହିତାଦେଶ, ୨୯ରେ ପରବର୍ତ୍ତୀ ଶୁଣାଣି

କଟକ : କିଟରେ ନେପାଳୀ ଛାତ୍ରୀ ଜୀବନ ହାରିବା ଘଟଣାରେ ଜାତୀୟ ମାନବାଧିକାର ଆୟୋଗ ନେଇଥିବା ପ୍ରୋସିଡିଙ୍ଗ ଉପରେ ଓଡିଶା ହାଇକୋର୍ଟଙ୍କ ରହିତାଦେଶ । ହାଇକୋର୍ଟଙ୍କ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ କମିଶନ୍ ଦେଇଥିବା ପ୍ରୋସିଡିଙ୍ଗ ଅନୁସାରେ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ପାରିବ ନାହିଁ…

ଓଡ଼ିଶା ପାଇଁ ୩୦,୫୯୫ କୋଟି ଟଙ୍କାର ନିବେଶ ପ୍ରସ୍ତାବ, ସୃଷ୍ଟି ହେବ ୪୮ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର: ଓଡ଼ିଶା ପାଇଁ ୩୦,୫୯୫ କୋଟି ଟଙ୍କାର ନିବେଶ ପ୍ରସ୍ତାବ। ସୃଷ୍ଟି ହେବ ୪୮ ହଜାର ୩୯୦ ନିଯୁକ୍ତି। ଏନେଇ ଦିଲ୍ଲୀରେ ନିବେଶକଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଚସିଏଲ ଟେକ୍ କମ୍ପାନୀକୁ ଭୁବନେଶ୍ବରରେ ବ୍ରାଞ୍ଚ ଖୋଲିବାକୁ ପ୍ରସ୍ତାବ…

ରାଜ୍ୟର ସମସ୍ତ ପୌରପାଳିକାରେ ୨୦୨୭ ସୁଦ୍ଧା ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଣ

ଭୁବନେଶ୍ୱର: ରାଜ୍ୟର ସମସ୍ତ ପୌରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସଂପର୍କରେ ଗୃହନିର୍ମାଣ ଓ ନଗରଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ସମୀକ୍ଷା ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ ଡାଃ ମହାପାତ୍ର କହିଛନ୍ତି ଯେ,…

୫୦ ଟଙ୍କା ମହଙ୍ଗା ହେଲା ଘରୋଇ ଗ୍ୟାସ୍ ସିଲିଣ୍ଡର

ନୂଆଦିଲ୍ଲୀ : ସରକାର ପେଟ୍ରୋଲ-ଡିଜେଲ ଉପରେ ଉତ୍ପାଦ ଶୁଳ୍କ ବୃଦ୍ଧି କରିବା ପରେ ଏବେ ଏଲପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ବଢାଇଛନ୍ତି । ସରକାର ଘରୋଇ ଏଲପିଜି ଗ୍ୟାସ୍ ସିଲିଣ୍ଡର ୫୦ ଟଙ୍କା ବୃଦ୍ଧି କରିଛନ୍ତି । ସୋମବାର ପେଟ୍ରୋଲିୟମ ମନ୍ତ୍ରୀ…

ଓଡ଼ିଶାରେ ଏଚ୍‍ସିଏଲ ଟେକ୍ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ସ୍ଥାପନ କରିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି ଯେ, ଏଚ୍‍ସିଏଲ ଟେକ୍ ଖୁବ୍‍ଶୀଘ୍ର ରାଜ୍ୟରେ ଏକ କ୍ୟାମ୍ପସ ଏବଂ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରିବ। ଦିଲ୍ଲୀ ନିବେଶକ ସମ୍ମିଳନୀରେ ଅଂଶଗ୍ରହଣ ପରେ ସୋମବାର ସେ ଏହି ଘୋଷଣା କରିଛନ୍ତି। ଦୁଇ ଦିନିଆ…