April 2025

ଅନ୍ତର୍ଜାତୀୟ ଯୋଗଦିବସର ୭୫ ଦିନିଆ ଅବଗଣନା, ଶୁଭାରମ୍ଭ ହେଲା ‘ହରିତ ଯୋଗ’

ଭୁବନେଶ୍ୱର: ଭୁବନେଶ୍ଵର କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହୋଇଛି ସାଧାରଣ ଯୋଗ ଅଭ୍ୟାସ । ପ୍ରାୟ ୬,୦୦୦ରୁ ଅଧିକ ଯୋଗପ୍ରେମୀ ଏଥିରେ ଅଂଶଗ୍ରହଣ କରିଛନ୍ତି । ଏହି ଅବସରରେ କେନ୍ଦ୍ର ଆୟୁଷ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରତାପରାଓ ଯାଧବ ଏବଂ ଅନ୍ୟ ମାନ୍ୟଗଣ୍ୟ ଅତିଥିଙ୍କ…

ମୋଦୀ-ୟୁନୁସଙ୍କ ଆଲୋଚନାର ଭ୍ରମାତ୍ମକ ଉପସ୍ଥାପନା କଲା ବାଂଲାଦେଶ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସଙ୍କ ମଧ୍ୟରେ ଗତ ୪ ତାରିଖରେ ବିମଷ୍ଟେକ ସମ୍ମିଳନୀ ଅବସରରେ ଦ୍ଵିପାକ୍ଷିକ ଆଲୋଚନା ହୋଇଥିଲା। ଏହି ସମୟରେ ଦୁଇ ନେତା ଦୁଇ ଦେଶ ମଧ୍ୟରେ ରହିଥିବା ବିଭିନ୍ନ ପ୍ରସଙ୍ଗରେ…

ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲା, ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଲେ ହାଇକୋର୍ଟ

କଟକ : ବ୍ରିଜ ଆଣ୍ଡ ରୁଫ ଲାଞ୍ଚ କାରବାର ମାମଲାରେ ବରିଷ୍ଠ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ଆସନ୍ତା ମେ ୫ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ବିଷ୍ଣୁପଦ ସେଠୀଙ୍କ ସମେତ ତାଙ୍କ ପତ୍ନୀ ଓ…

ରାଜ୍ୟରେ ହେବ ୩୨ ବୃହତ୍‌ ଶସ୍ୟ ଭଣ୍ଡାର

ଭୁବନେଶ୍ୱର: ରାଜ୍ୟରେ ପ୍ରତିଷ୍ଠା ହେବ ୩୨ ବୃହତ ଶସ୍ୟ ଭଣ୍ଡାର। ଫଳରେ ଧାନ ସଂଗ୍ରହ ପରେ ଦୀର୍ଘ ଦିନ ଧରି ଏହାକୁ ମହଜୁଦ ରଖିବା ବାବଦରେ ସରକାରଙ୍କୁ ଆଉ ଭଡ଼ା ଦେବାକୁ ପଡ଼ିବନି। ରାଜ୍ୟ ରାଜକୋଷରୁ ଅଯଥା ଖର୍ଚ୍ଚରୁ ମୁକ୍ତି ମିଳିବ।…

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୋଇଡାରେ HCL ଟେକ୍ନୋଲୋଜି ଲିମିଟେଡ୍ ପରିଦର୍ଶନ କଲେ । ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସମେତ ଅନ୍ୟ ଅଂଶୀଦାରଙ୍କ ସହ ଆଲୋଚନା କରିବେ। ନିବେଶ ପାଇଁ ରାଜ୍ୟସରକାର ଗ୍ରହଣ କରିଥିବା ବିଭିନ୍ନ…

ୱାକଫ୍ ଆଇନ: ବୈଧତାକୁ ଚ୍ୟାଲେଞ୍ଜ ଆବେଦନଗୁଡ଼ିକର ଶୁଣାଣି ପାଇଁ ରାଜି ହେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସୋମବାର ସୁପ୍ରିମକୋର୍ଟ ୱାକଫ୍ (ସଂଶୋଧନ) ଆଇନ, ୨୦୨୫ ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଆଗତ ଆବେଦନଗୁଡ଼ିକର ତୁରନ୍ତ ଶୁଣାଣି ପାଇଁ ତାଲିକାଭୁକ୍ତ କରିବା ଉପରେ ବିଚାର କରିବାକୁ ରାଜି ହୋଇଛନ୍ତି। ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ଏବଂ ବିଚାରପତି…

ଦେବାଶିଷଙ୍କୁ ସୋଫିଆଙ୍କ ଟାର୍ଗେଟ, କହିଲେ, ‘ଓ୍ବାକଆଉଟ ମାନେ ସମର୍ଥନ’

ଭୁବନେଶ୍ବର: ବଢୁଛି ବିଜେଡିର ଅଡୁଆ । ଦଳ ଭିତରେ ବାହାରେ ସବୁଠି ବିରୋଧ । ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ୍ ପାତ୍ର ଓ୍ବାକଫ୍ ବିଲକୁ ସମର୍ଥନ ଦେବାକୁ ନେଇ ଏବେ ତେଜିଛି ରାଜ୍ୟରାଜନୀତି । ବିରୋଧୀ ତ ବିରୋଧୀ ଦଳୀୟ ବରିଷ୍ଠ…

ପାଣ୍ଡିଆନ୍ ‌ଗୋ ବ୍ୟାକ୍! ୱାକଫ୍ ବିଲ୍ ଭୋଟ୍ ବିବାଦ ନେଇ ନବୀନ ନିବାସରେ ପ୍ରତିବାଦ

ଭୁବନେଶ୍ବର: ବିଜୁ ଜନତା ଦଳ (ବିଜେଡି) ସଭାପତି ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ନବୀନ ନିବାସରେ ସୋମବାର ପୂର୍ବାହ୍ନରେ ବିଜେଡି ସାଂସଦ ମୁନ୍ନା ଖାଁଙ୍କ ନେତୃତ୍ୱରେ ମୁସଲିମ୍ ପ୍ରତିନିଧିମାନଙ୍କର ଏକ ଗୋଷ୍ଠୀ ପ୍ରତିବାଦ କରିବାରୁ ଉତ୍ତେଜନା ପ୍ରକାଶ…

ସୃଷ୍ଟି ହେଲା ଲଘୁଚାପ: ୧୧ ତାରିଖ ଯାଏଁ ବର୍ଷିବ

ଭୁବନେଶ୍ବର: ତାତିରୁ ମିଳିବ ଆଶ୍ବସ୍ତି । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ବଙ୍ଗୋପସାଜରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ବଙ୍ଗୋପସାଗର ମଧ୍ୟଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ୮ ତାରିଖ…

କାନପୁରରେ ରାମ ନବମୀ: ଶୋଭାଯାତ୍ରାରେ ପଥର ମାଡ଼ ଅଭିଯୋଗ, ପୁଲିସ କହିଲା ‘ଗୁଜବ’

କାନପୁର: ରାମ ନବମୀ ଶୋଭାଯାତ୍ରାରେ ପଥର ମାଡ଼ ହୋଇଥିବା ଅଭିଯୋଗକୁ ନେଇ ନାଇ ସଡକ ଅଞ୍ଚଳରେ ସୁରକ୍ଷା କଡ଼ାକଡ଼ି କରାଯାଇଥିଲା। ତଥାପି ପୁଲିସ ଏହାକୁ ଏକ ଗୁଜବ ବୋଲି କହି ପରିସ୍ଥିତି ନିୟନ୍ତ୍ରଣରେ ରଖିଥିବା ଦାବି କରିଛି। ଉପ-ପୋଲିସ କମିଶନର (ପୂର୍ବ)…