ନିଶାସକ୍ତ ବହିଷ୍କୃତ ପୁଲିସଙ୍କ ଉନ୍ମତ୍ତ କାଣ୍ଡ
ଅସ୍ତରଙ୍ଗ: ଅସ୍ତରଙ୍ଗରେ ଏକ ବିବାହ ଭୋଜିରେ ନିଶାସକ୍ତ ଅବସ୍ଥାରେ ଚିତ୍ରସେନ ପ୍ରଧାନ ନାମକ ଜଣେ ବହିଷ୍କୃତ ପୁଲିସ କର୍ମଚାରୀ ଉପସ୍ଥିତ ଲୋକଙ୍କୁ ଅସଭ୍ୟ ଭାଷାରେ ଗାଳିମନ୍ଦ ଓ ଧମକଚମକ ଦେଇଥିବା ଅଭିଯୋଗ ହୋଇଛି। ବହିଷ୍କୃତ ପୁଲିସ କର୍ମଚାରୀ ଜଣକ ଅସ୍ତରଙ୍ଗ ସରପଞ୍ଚ,…
