ତଦନ୍ତକୁ ବାଟବଣା କରିବାକୁ ଉଦ୍ୟମ କରୁଛନ୍ତି ରାଜା ଚକ୍ର: ଅଞ୍ଜନ ବେଜ
କେନ୍ଦୁଝରଗଡ଼: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ହୋଇଥିବା ଅନିୟମିତତାରେ ଗିରଫ ବିଜେଡି ନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଇଓଡବ୍ଲ୍ୟୁ ତଦନ୍ତକୁ ବାଟବଣା କରିବାକୁ ଉଦ୍ୟମ କରୁଛନ୍ତି ବୋଲି ଏଜେନ୍ସିର ପୂର୍ବତନ ସମ୍ପାଦକ ତଥା ବିଜେପି ନେତା ଅଞ୍ଜନ ବେଜ୍ କହିଛନ୍ତି।…