ୱାକଫ୍ ବିଲ୍ ଭୋଟିଂରେ ବିଜେଡିର ଦ୍ବିମତ: ଉଷ୍ମ ହେଲା ରାଜ୍ୟ ରାଜନୀତି
ଭୁବନେଶ୍ବର: କେନ୍ଦ୍ରସରକାରଙ୍କ ଦ୍ବାରା ସଂସଦର ଉଭୟ ଗୃହରେ ପାରିତ ହୋଇଯାଇଛି, ବିବାଦୀୟ ଓ୍ବାକଫ୍ (ସଂଶୋଧିତ) ବିଲ୍ । ଉଭୟ ଗୃହରେ ବିଜେପି ନେତୃତ୍ବାଧିନ ଏନଡିଏ ସରକାର ବହୁମତ ହାସଲ କରିଛି । କିନ୍ତୁ ଗତ ଦୁଇ ଦିନ ଧରି ଓ୍ବାକଫ୍ ବିଲକୁ…