ସମ୍ବଲପୁରରେ ପୋଲିସ ଡିଜି : ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାକୁ ମାଓବାଦୀଙ୍କୁ ଦେଲେ ଆହ୍ବାନ
ସମ୍ବଲପୁର: ସମ୍ବଲପୁରରେ ପୋଲିସ ଡିଜି । ସମ୍ବଲପୁରରେ ପହଂଚି ପ୍ରଥମେ ମା ସମଲେଶ୍ବରୀଙ୍କ ଦର୍ଶନ କରିଥିଲେ । ପରେ ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଓ ଏସପି ମୁକେଶ ଭାମୁଙ୍କ ସହ ଆଲୋଚନା କରିଥିଲେ । ଏହାପରେ ଉତ୍ତରାଞ୍ଚଳ ଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି…