ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ
ଭୁବନେଶ୍ୱର: ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ। ବିଧାନସଭାରେ ୬ଟା ୨୫ ମିନିଟ୍ରେ ପାରିତ ହେଲା ବିଲ୍। ନିର୍ମାଣ ହେବ ୭୫ହଜାର କିମି ବିଶ୍ବସ୍ତରୀୟ ସଡ଼କ। ଧାର୍ଯ୍ୟ ସମୟରେ ନିର୍ମାଣ କାର୍ଯ୍ୟ ସାରିବାକୁ ଫାଷ୍ଟଟ୍ରାକ ଆପ୍ରୋଚରେ କାର୍ଯ୍ୟ ତ୍ବରାନ୍ବିତ ହେବ।…