April 2025

ବିଦ୍ୟୁତ୍ ଆଘାତରେ ୫ ବର୍ଷରେ ଗଲାଣି ୨୭ ହାତୀଙ୍କ ଜୀବନ

ଭୁବନେଶ୍ବର: ବିଦ୍ୟୁତ୍ ଆଘାତରେ ଯାଉଛି ହାତୀ ଜୀବନ । ଏହି ଚିନ୍ତାଜନକ ପ୍ରସଙ୍ଗ ବୁଧବାର ଦିନ ବିଧାନସଭାରେ ଉପସ୍ଥାପିତ ହୋଇଛି। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ ଏକ ପ୍ରଶ୍ନର ଉତ୍ତରରେ ସୂଚନା ପ୍ରଦାନ କରିଛନ୍ତି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ…

ପ୍ରେମିକକୁ ଅପହରଣ କଲା ପ୍ରେମିକା, ଅଭିଯୁକ୍ତଙ୍କ ଠାରୁ ୨ ଟି କାର ଓ ୪ଟି ମୋବାଇଲ ଜବତ

ଭୁବନେଶ୍ୱର : ପ୍ରେମିକକୁ ଅପହରଣ ଷଡ଼ଯନ୍ତ୍ର ରଚିଲା ପ୍ରେମିକା । ୧୦ ଲକ୍ଷ ଟଙ୍କା ମୁଣ୍ଡ ଜାମିନ ରଖି ଭଉଣୀ ଦେଉଥିଲା ଧମକ । ରାଜଧାନୀରୁ ଆସିଲା ହେଟ୍ ଲଭ ଷ୍ଟୋରି ଘଟଣା । ପ୍ରେମିକାର ଚରିତ୍ରକୁ ପ୍ରେମିକ ସନ୍ଦେହ କରିବାରୁ…

୪ରେ ବ୍ୟାଙ୍କକ୍‌ ଯିବେ ପ୍ରଧାନମନ୍ତ୍ରୀ ମୋଦୀ

ବେ ଅଫ୍‌ ବେଙ୍ଗଲ ଇନିସିଏଟିଭ ଫର ମଲ୍ଟି ସେକ୍ଟୋରାଲ ଟେକ୍ନିକାଲ ଆଣ୍ଡ ଇକୋନୋମିକ କୋଅପରେସନ(ବିମଷ୍ଟେକ) ଶିଖର ସମ୍ମେଳନ ଆସନ୍ତା ୪ ତାରିଖରୁ ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଆୟୋଜିତ ହେବ। ଏହି ସମ୍ମିଳନୀ ପୂର୍ବରୁ ୨ ତାରିଖରେ ବରିଷ୍ଠ ଅଧିକାରୀଙ୍କ ବୈଠକ ଏବଂ…

ଘରେ ଚାଲିଥିଲା ସେକ୍ସ ରକେଟ୍; ବୃଦ୍ଧ ଦମ୍ପତିଙ୍କ ସମେତ ୩ ଗିରଫ

ରାଉରକେଲା: ରାଉରକେଲାର ଜଗଦା ଅଞ୍ଚଳର ଏକ ଘରୁ ସେକ୍ସ ରାକେଟ ଚଳାଉଥିବା ଅଭିଯୋଗରେ ଜଣେ ବୃଦ୍ଧ ଦମ୍ପତି ସମେତ ତିନି ଜଣଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ଜୋସ୍ନା ବିଶ୍ୱାଳ (୬୨), ତାଙ୍କ ସ୍ୱାମୀ ଉପେନ୍ଦ୍ର ବିଶ୍ୱାଳ (୭୨)…

୫ ଲକ୍ଷ ୮୦ ହଜାର ଟଙ୍କା ଘୋଟାଲା, ସମବାୟ ସମିତି ସମ୍ପାଦକଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର : ଟଙ୍କା ହଡ଼ପ ଅଭିଯୋଗରେ ସମବାୟ ସମିତି ସମ୍ପାଦକ ଗିରଫ । ବାଲେଶ୍ବର ଦୁର୍ଗାଦେବୀ ସମବାୟ ସମିତି ସମ୍ପାଦକ ଗିରୀଶ ଚନ୍ଦ୍ର ବେହେରାଙ୍କୁ ଗିରଫ କଲା ଭିଜିଲାନ୍ସ । ୫ ଲକ୍ଷ ୮୦ ହଜାର ଟଙ୍କା ଘୋଟାଲା କରିଥିବା ଅଭିଯୋଗ…

ପୁଣି ଏକ ଟ୍ରେନ୍ ଦୁର୍ଘଟଣା: ନାନ୍ଦେଡ-ସମ୍ବଲପୁର ଏକ୍ସପ୍ରେସ୍ ଲାଇନଚ୍ୟୁତ

ବିଜୟନଗରମ: ନାଗାବଳୀ ଏକ୍ସପ୍ରେସ ଲାଇନଚ୍ୟୁତ । ବିଜୟନଗରମ ଷ୍ଟେସନ ନିକଟରେ ଲାଇନଚ୍ୟୁତ ହେଲା ନାନ୍ଦେଡରୁ ସମ୍ବଲପୁର ଯାଉଥିବା ନାଗାବଳୀ ଏକ୍ସପ୍ରେସ । ଟ୍ରେନର ପଛପଟେ ଥିବା ଦୁଇଟି କୋଚ୍ ଲାଇନଚ୍ୟୁତ ହୋଇଥିଲା । ଏକ୍ସପ୍ରେସଟି ବିଜୟନଗରମ୍ ଷ୍ଟେସନ ଛାଡିବା ପରେ ପରେ…

୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର, ଏଫସିଆଇ ନେବ ୪୬ ଲକ୍ଷ

ଭୁବନେଶ୍ବର: ଚଳିତ ବର୍ଷ ୭୪ ଲକ୍ଷ ମେଟ୍ରିକ୍ ଟନ୍ ଧାନ କିଣିଛନ୍ତି ସରକାର । ରାଜ୍ୟରେ ଧାନ କିଣା ନେଇ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଗତ ବର୍ଷ ଅପେକ୍ଷା ୨୬ ଲକ୍ଷ…

ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍‌‌: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ୱର : ଚାଷରେ ଅଧିକ କୀଟନାଶକ ଏବଂ ସାରର ବ୍ୟବହାର କ୍ୟାନସର ରୋଗୀଙ୍କ ସଂଖ୍ୟା ବଢ଼ାଉଛି ବୋଲି ଗୃହରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ଅର୍ଗାନିକ୍…

ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ

ବଲାଙ୍ଗିର: ପାରିବାରିକ କଳହର କରୁଣ ପରିଣତି। ସ୍ୱାମୀର ଟାଙ୍ଗିଆ ଚୋଟରେ ଚାଲିଗଲା ସ୍ତ୍ରୀର ଜୀବନ। ଏଠାରେ ସ୍ୱାମୀ ସାଜିଲା ସଇତାନ। ଏହି ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ହତ୍ୟାକାରୀ ସ୍ୱାମୀକୁ ଅଟକ ରଖି ପଚରା ଉଚରା କରୁଛି ଦେଓଗାଁ ପୋଲିସ।…

ବିଗିଡ଼ିଲା ଲାଲୁ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା, ଚିକିତ୍ସା ପାଇଁ ଯିବେ ଦିଲ୍ଲୀ ଏମ୍ସ

ପାଟନା: ବିଗିଡ଼ିଲା ଆରଜେଡି ନେତା ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ଯାଦବଙ୍କ ସ୍ୱାସ୍ଥ୍ୟାବସ୍ଥା। ଦିଲ୍ଲୀ ଯିବାକୁ ପରାମର୍ଶ ଦେଲେ ପାଟନା ଡାକ୍ତର। କୁହାଯାଉଛି ଯେ, ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ପରେ ଲାଲୁ ଯାଦବ ଦିଲ୍ଲୀ ଯିବାକୁ ଘରୁ ବାହାରିଥିଲେ। କିନ୍ତୁ ବିମାନବନ୍ଦର…