ପାତ୍ର ପଡ଼ାରେ ବୁଲିଲା ଖଣ୍ଡା, ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର : ପୁଣି ରାଜଧାନୀରେ ବୁଲିଲା ଖଣ୍ଡା ।  ପାତ୍ରପଡ଼ାରେ ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ।  ଚାରି ଛକ ନିକଟରେ ୨ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ ।  ଗୁରୁତର ଦୁଇ ଯୁବକ ଏମ୍ସରେ ଭର୍ତ୍ତି ହୋଇଛନ୍ତି ।  ପୂର୍ବ ଶତ୍ରୁତାରୁ ହଣାକଟା…

ଲୋକସଭାରେ ୱାକଫ୍ ସଂଶୋଧନ ବିଲ୍ ଆଗତ ପରେ ହଙ୍ଗାମା

ନୂଆଦିଲ୍ଲୀ : ୱାକଫ ସଂଶୋଧନ ବିଲ୍ ଲୋକସଭାରେ ଉପସ୍ଥାପିତ ହୋଇଛି। ଏହି ବିଲ୍ ଆଗତ ହେବା ମାତ୍ରେ କଂଗ୍ରେସ ପକ୍ଷରୁ ଲୋକସଭାରେ ବିରୋଧ ପ୍ରଦର୍ଶନ କରାଯାଇଛି । କଂଗ୍ରେସ ଅଭିଯୋଗ କରିଛି ଯେ, ସେମାନେ ଏପ୍ରିଲ ପହିଲା (ସୋମବାର) ଅପରାହ୍ନରେ ଏହି…

ଶ୍ରୀମନ୍ଦିର ପାଇଁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି, ୫ଟି ପର୍ଯ୍ୟାୟରେ ହେବ ଚୟନ ପ୍ରକ୍ରିୟା

ପୁରୀ: ଶ୍ରୀମନ୍ଦିର ପାଇଁ ଆଜି ଠାରୁ ସ୍ଵତନ୍ତ୍ର ସୁରକ୍ଷା ବାହିନୀ ନିଯୁକ୍ତି ଆରମ୍ଭ ହୋଇଛି। ୫ଟି ପର୍ଯ୍ୟାୟରେ ୧୭୨ ଅଫିସର ଓ ୧୪୯୯ ସିପାହୀ ଚୟନ ହେବେ। ଆଜି ୩୨୯ ଜଣ ପୋଲିସ କର୍ମଚାରୀ ପହଞ୍ଚିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀମନ୍ଦିରର…

ଯୁବକଙ୍କୁ ପିଟିପିଟି ହତ୍ୟା ,ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ବ୍ରହ୍ମଗିରି : ଯୁବକଙ୍କୁ ପିଟିପିଟି ହତ୍ୟା । ହତ୍ୟା ପରେ ଘର ଆଗରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ତିଆରପାରି ଗାଁରେ ହତ୍ୟାକାଣ୍ଡ ଘଟିଛି । ମୃତ ଯୁବକ ହେଲେ ନକୁଳ ସାମଲ । ନକୁଳଙ୍କର ସେହି ଗାଁର…

ଏପ୍ରିଲରେ ନିଆଁ ବର୍ଷିବ, ଜୁନ ଯାଏ ଦେଶ ବ୍ୟାପୀ ପ୍ରଚଣ୍ଡ ଗ୍ରୀଷ୍ମତାପ

ଭୁବନେଶ୍ବର : ଏପ୍ରିଲରେ ନିଆଁ ବର୍ଷିବ। ଅସହ୍ୟ ତାତି ଅନୁଭୂତ ହେବ। ରାଜ୍ୟରେ ଗ୍ରୀଷ୍ମଲହରୀ ସ୍ବାଭାବିକରୁ ଅଧିକ ଦିନ ରହିବ; ପ୍ରଚଣ୍ଡ ଖରା ହେବ। ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଅଧିକ ରହିବ। ଉପକୂଳବର୍ତ୍ତୀ ଜିଲାରେ ତାତି ସାମାନ୍ୟ କମ୍ ରହିପାରେ।…

ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ

ରାଉରକେଲା: ରାଉରକେଲା ପ୍ରଶାସନ ପକ୍ଷରୁ ଉତ୍ସାହ ଉଦ୍ଦୀପନାର ସହ ଓଡ଼ିଶା ଦିବସ ପାଳିତ ହୋଇଯାଇଛି। ଏହିଅବସରରେ ସହରରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା। ସକାଳେ ଏକ ଶୋଭାଯାତ୍ରା ଆମ୍ବେଦକର ଛକରୁ ବାହାରି ମଧୁସୂଦନ ମାର୍ଗଠାରେ ଥିବା…

୩୦ ଜଣ ଓଏଏସ୍ ଅଧିକାରୀଙ୍କୁ ଆଇଏଏସ୍ ପାହ୍ୟାକୁ ପଦୋନ୍ନତି

ଡେସ୍କ: ୩୦ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ଭାରତୀୟ ପ୍ରଶାସନିକ ସେବାକୁ ପଦୋନ୍ନତି ମିଳିଛି। ପ୍ରଶାସନିକ ସେବା (ନିଯୁକ୍ତି) ନିୟମ, ୧୯୫୪ ଅନୁଯାୟୀ ଜାରି କରାଯାଇଥିବା ଏହି ପଦୋନ୍ନତି ୨୦୨୩ ଏବଂ ୨୦୨୪ର ଚୟନିତ ତାଲିକା ପାଇଁ ଉପଲବ୍ଧ ଖାଲି…

‘ନ୍ୟାୟ ନ ମିଳିଲେ ଯାତ୍ରା ଜଗତରୁ ସନ୍ୟାସ ନେବି, ପ୍ରମାଣ ଦେଲେ ୩ ବର୍ଷ ବିନା ପାରିଶ୍ରମିକରେ ଅଭିନୟ କରିବି’

ଭୁବନେଶ୍ୱର,୧।୪: ଯାତ୍ରା ହାସ୍ୟ ଅଭିନେତା ନରି ପଣ୍ଡାଙ୍କୁ ମାଡ ଘଟଣାରେ ନୂଆ ମୋଡ଼ ନେଇଛି। ସେ ଥାନାରେ ଏତଲା ଦେଇ କହିଛନ୍ତି, କୌଣସି ପରିସ୍ଥିତିରେ ମାଡ ପରେ ତୁଳସୀରେ କାମ କରିବେ ନାହିଁ । ତେବେ ଜୀବନର ସୁରକ୍ଷା ପାଇଁ ବାଲିଚନ୍ଦ୍ରପୁର…

ବନକଲାଗି ନୀତି: ଆସନ୍ତାକାଲି ଜଗାଙ୍କୁ ୫ଘଣ୍ଟା ଦର୍ଶନ କରିପାରିବେନି ସାଧାରଣ ଦର୍ଶକ

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆସନ୍ତାକାଲି (ବୁଧବାର) ଅନୁଷ୍ଠିତ ହେବ। ଚୈତ୍ର, ଶୁକ୍ଲ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆପାତତଃ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ…

ବିଫଳ ହେଲା ଯୋଜନା: ୧୩ ମାଓବାଦୀ ଗିରଫ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ପୁଲିସକୁ ମିଳିଛି ପୁଣି ସଫଳତା। ଆଜି ୧୩ ଜଣ ମାଓବାଦୀ ବିଜାପୁର ପୁଲିସ ଗିରଫ କରିଛି। ବିଜାପୁର ଜିଲ୍ଲା ପୁଲିସ ବିଭିନ୍ନ ଥାନା ଅଂଚଳରେ ଚଢାଉ କରାଯାଇ ଏମାନଙ୍କୁ ଗିରଫ କରାଯାଇଥିବା ପୁଲିସ କହିଛି। ଏମାନଙ୍କ ମଧ୍ୟରୁ…