ଭାରତ ଆସିବାକୁ ସୁନୀତାଙ୍କ ଇଚ୍ଛା: ହିମାଳୟର ପାଦଦେଶ ବୁଲିବା ସହ ଇସ୍ରୋ ଆସିବାକୁ ଆଗ୍ରହୀ
ୱାସିଂଟନ ଡିସି: ଭାରତ ଆସିବେ ଭାରତୀୟ ବଂଶୋଦ୍ଭବ ସୁନୀତା । ନିଜ ବାପଘରକୁ ଫେରିବେ ମହାକାଶଚାରୀ ସୁନୀତା ୱିଲିୟମ୍ସ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ନିଜ ଇଚ୍ଛା ଏବଂ ଭାରତ ଆସିବାର ଆଗ୍ରହକୁ ପ୍ରକାଶ କରିଛନ୍ତି ସୁନୀତା । ଭାରତର…