ଓପିଏସସି ଓ ଓଏସଏସସି ପରୀକ୍ଷାରେ ତୃଟି ମାମଲା; ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓପିଏସସି ଓ ଓଏସଏସସି ପରୀକ୍ଷା ବିଭ୍ରାଟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ସେ କହିଛନ୍ତି, ଏହି ଘଟଣାର ସଂପୃକ୍ତ ବିଭାଗ ତଦନ୍ତ କରିବ । ବିଭ୍ରାଟରେ ଯେଉଁ ବିଭାଗ ସଂଶ୍ଳିଷ୍ଟ ଅଛି ତଦନ୍ତ ହେବ…

ପହଲଗାମ ଘଟଣାକୁ ଆଳ କରି ରାଜ୍ୟମାନ୍ୟତା ମାଗିବୁ ନାହିଁ : ଓମର

ଶ୍ରୀନଗର: ପହଲଗାମରେ ନିର୍ଦ୍ଦୋଷ ହିନ୍ଦୁଙ୍କ ହତ୍ୟାକାଣ୍ଡ ଉପରେ ସୋମବାର ୨୮ ଏପ୍ରିଲ ୨୦୨୫ରେ ଜମ୍ମୁ ଏବଂ କାଶ୍ମୀର ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଡାକି ଏକ ନିନ୍ଦା ପ୍ରସ୍ତାବ ଉପସ୍ଥାପିତ ହୋଇଥିଲା। ମୁଖ୍ୟମନ୍ତ୍ରୀ ଓମର ଅବଦୁଲ୍ଲା ମଧ୍ୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ…

କେବଳ ସରକାରୀସ୍ତରରେ ବ୍ୟବହାର ହେବ ଜାତୀୟ ଚିହ୍ନ, ନଚେତ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଜାତୀୟ ଚିହ୍ନ ଅଶୋକସ୍ତମ୍ଭର ଅପବ୍ୟବହାରକୁ ନେଇ ତତ୍ପରତା ଦେଖାଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ କୌଣସି ବ୍ୟକ୍ତିବିଶେଷ, ବ୍ୟବସାୟ ପ୍ରତିଷ୍ଠାନ କିମ୍ବା ଅନୁଷ୍ଠାନ ପକ୍ଷରୁ ଜାତୀୟ ଚିହ୍ନକୁ ମନଇଚ୍ଛା ବ୍ୟବହାର କରାଯାଇପାରିବ ନାହିଁ । ଯଦି କୌଣସି ଠାରେ ଏହାର…

୬୩ ହଜାର କୋଟିର ୨୬ଟି ରାଫେଲ ବିମାନ କିଣିବ ଭାରତ

ନୂଆଦିଲ୍ଲୀ: ବାୟୁସେନା ପରେ ନୌସେନାରେ  ରାଫେଲ ସାମିଲ ହେବ, ଯାହା ନୌସେନାର ଶକ୍ତି ବୃଦ୍ଧିରେ ସହାୟକ ହେବ। ରାଫେଲ କ୍ରୟ ନେଇ ଫ୍ରାନ୍ସ ସହ ଭାରତ ଚୁକ୍ତି ସ୍ବାକ୍ଷରିତ କରିବ । ଭାରତ ୨୬ଟି ରାଫେଲ୍ ମେରାଇନ୍ ଲଢ଼ୁଆ ବିମାନ କିଣିବା…

ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି

ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ  ।  ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି ।  ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି ।  ସୂଚନା ଅନୁସାରେ  ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ ।   ପାଞ୍ଚ କ୍ଵିଣ୍ଟାଲ ଗଞ୍ଜେଇ…

ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ: ଶଶି ଥରୁର

ନୂଆଦିଲ୍ଲୀ: ରକ୍ତ ବୋହିଲେ ପାକିସ୍ତାନ ଅଧିକ ରକ୍ତାକ୍ତ ହେବ। କଂଗ୍ରେସ ନେତା ଶଶି ଥରୁର, ପାକିସ୍ତାନ ପିପୁଲ୍ସ ପାର୍ଟି(ପିପିପି)ର ଅଧ୍ୟକ୍ଷ ବିଲାୱଲ ଭୁଟ୍ଟୋଙ୍କୁ ଏଭଳି କହିଛନ୍ତି। ଜମ୍ମୁ-କଶ୍ମୀରର ପହଲଗାମରେ ପାକିସ୍ତାନ ସମର୍ଥିତ ଆତଙ୍କବାଦୀଙ୍କ ଆକ୍ରମଣରେ ୨୮ ଜଣ ନିରୀହ ନାଗରିକଙ୍କ ପ୍ରାଣହାନି…

କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ, ଏନକାଉଣ୍ଟର ଭୟରେ କଲା ଆତ୍ମସମର୍ପଣ

ଭୁବନେଶ୍ୱର: ରାଜଧାନୀରେ କୁଖ୍ୟାତ ଚେନ୍ ସ୍ନାଚର୍ ଗିରଫ। କୁଖ୍ୟାତ ଅପରାଧୀ ସାଦିକୁଲ୍ ଇସଲାମକୁ ଗିରଫ କରିଛି ଖାରବେଳନଗର ପୋଲିସ। ପୋଲିସକୁ ଚକମା ଦେଇ ଖସିଯିବାକୁ ଉଦ୍ୟମ କରିଥିଲା ବେଳେ ଏନକାଉଣ୍ଟର କରିବାକୁ ପ୍ରସ୍ତୁତ ଥିଲା ପୋଲିସ। ଏନକାଉଣ୍ଟର ଭୟରେ ଆତ୍ମସମର୍ପଣ କରିଛି…

ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ, ଲୋକଙ୍କ ପାଇଁ ସତର୍କ ଜାରି କରିଛନ୍ତି ସରକାର

ଭୁବନେଶ୍ୱର : ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ ।  ଆତଙ୍କୀ ହମ୍ ଲା ପରେ ଏକାଧିକ ଷ୍ଟେସନକୁ ହାଇ ଆଲର୍ଟ କରାଯାଇଛି ।  RPF ପୋଲିସ ଦ୍ବାରା ଫ୍ଲାଗ ମାର୍ଚ୍ଚ । RPF ଆଇଆଇସି ଏବଂ ଏସଆଇ ଫ୍ଲାଗ ମାର୍ଚ୍ଚରେ ସାମିଲ…

ପାକିସ୍ତାନର ବଜେଟ୍ ଆମ ସାମରିକ ବଜେଟଠୁ ବି କମ୍: ଅସଦୁଦ୍ଦିନ ଓୱେସି

ନୂଆଦିଲ୍ଲୀ: ୨୨ ଏପ୍ରିଲରେ ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଭୟଙ୍କର ଆତଙ୍କବାଦୀ ଆକ୍ରମଣ ସମଗ୍ର ଦେଶକୁ ଦୋହଲାଇ ଦେଇଛି। ଏହାକୁ ନେଇ ସାରା ଦେଶରେ କ୍ରୋଧ ରହିଛି। ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱେସିଙ୍କ ଏକ ଭିଡିଓ ମଧ୍ୟ ଭାଇରାଲ…

ଓଡ଼ିଶାର ସାମଗ୍ରିକ ବିକାଶ ହିଁ ମଧୁବାବୁଙ୍କର ସ୍ବପ୍ନ : ମୋହନ ମାଝୀ

ଭୁବନେଶ୍ୱର : ମଧୂବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ।  ମଧୁସୂଦନ ଦାସଙ୍କ ୧୭୭ ଜନ୍ମଜୟନ୍ତୀ ଅବସରରେ ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ମଧୁବାବୁ ଥିଲେ ଓଡ଼ିଆ ଜାତିର ଗର୍ବ ଏବଂ ଗୌରବର ପ୍ରତୀକ। ଓଡ଼ିଶାର ସାମଗ୍ରିକ…