ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲକୁ ପିଟିଲା ବାଇକ; ୨ ମୃତ, ଜଣେ ଗୁରୁତର

ଭଦ୍ରକ: ରାସ୍ତାକଡ ପ୍ରୋଟେକ୍ସନ ୱାଲରରେ ପିଟିହେଲା ବାଇକ୍ । ଘଟଣାରେ ୨ ଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ବନ୍ତ ଛକ ଓଭର ବ୍ରିଜ…

ରୁଷୀୟ ଜେନେରାଲଙ୍କୁ ହତ୍ୟା କରିଥିବା ୟୁକ୍ରେନର ଏଜେଣ୍ଟ ଗିରଫ

ମସ୍କୋ: ମସ୍କୋରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ରୁଷକୁ ବଡ଼ ସଫଳତା ମିଳିଛି। ମସ୍କୋ ବାହାରେ ଏକ କାର୍ ବୋମା ବିସ୍ଫୋରଣରେ ଜଣେ ରୁଷ ଜେନେରାଲଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରୁଷିଆର ଗୁଇନ୍ଦା ସେବା ଏ ବିଷୟରେ…

ପ୍ରଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ନାଁରେ ଚାଲିଛି ମିଛ ଅନୁକମ୍ପା ଆଦାୟ

ବାଲେଶ୍ଵର: ଆମେ ଫଣ୍ଡ ରେଜ କରିବାକୁ କାହାକୁ କହିନାହୁଁ ଆଜ୍ଞା । ଯିଏ ବି ଫଣ୍ଡ ରେଜ କରୁଛନ୍ତି ଆମର ମତାମତ ନିଅନ୍ତୁ । ଆମ ଘରର କାହାର ମତାମତ ଏଯାଏଁ ନିଆଯାଇ ନାହିଁ । ଯିଏ ବି ସହୃଦୟ ବ୍ୟକ୍ତି…

ସୀମାନ୍ତରେ ବଡ ମାଓ ବଙ୍କର ଠାବ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରୁ ପୁଣି ଏକ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ସୁକମା ସୀମାନ୍ତବର୍ତ୍ତୀ ଜଂଗଲରେ ନକ୍ସଲ ଲୁଚି ରହିବା ପାଇଁ ମାଓ ସଂଗଠନ ପକ୍ଷରୁ ଏହି ବଡ଼ ବଙ୍କର ନିର୍ମାଣ କରାଯାଇଥିଲା…

ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ…

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ ।  ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ ।  ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍…

ଗାଡି ଓଲଟି ଡ୍ରାଇଭର ସମେତ ୩ ଗୋରୁ ମୃତ; ୩୦ରୁ ଉର୍ଦ୍ଧ୍ବ ଗୋରୁ ଉଦ୍ଧାର

ଭଦ୍ରକ: ଭଦ୍ରକ ଜିଲ୍ଲା ଧୁସୁରି ଏବଂ ପୁରୁଣା ବଜାର ଥାନା ଅଞ୍ଚଳରେ ପୋଲିସର ନାକାବନ୍ଦି ବେଳେ ଧୁସୁରୀ ଥାନା ଅଞ୍ଚଳରେ ବେଆଇନ ଗୋରୁ ଚାଲାଣ ବେଳେ ଅଘଟଣ । ଓଳଟିଲା ବେଆଇନ ଗୋରୁ ଗାଡ଼ି । ଡ଼୍ରାଇଭର ସହ ୩ ଗୋରୁଙ୍କର…

କରାଚୀରେ ୧୪୪ ଧାରା ଜାରି: ଭାରତର ସମ୍ଭାବ୍ୟ ଆକ୍ରମଣ ପାଇଁ ପ୍ରସ୍ତୁତି

ଇସଲାମାବାଦ୍: ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୫ଦିନ ପରେ ମଧ୍ୟ ପାକିସ୍ତାନ ଏକ ବଡ଼ ଆକ୍ରମଣର ଭୟ କରୁଛି। ଏହି ଭୟ ପାକିସ୍ତାନ ସରକାରଙ୍କ କାର୍ଯ୍ୟରେ ମଧ୍ୟ ଦୃଶ୍ୟମାନ ହେବାରେ ଲାଗିଛି। ଗୋଟିଏ ପଟେ ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରେ ଧାରା…

ଦୁଇ ଭାଇଙ୍କୁ ମାରି ଜାଳିଦେଲେ ଦୁର୍ବୃତ୍ତ, ମୃତଦେହ ଜବତ କରି ତଦନ୍ତ କରୁଛି ପୋଲିସ

ଗଞ୍ଜାମ : ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳି ଦେଇଛନ୍ତି ଦୁର୍ବୃତ୍ତ ।  ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି ।  ବେଗୁନିଆପଡ଼ା ଥାନା ଅଞ୍ଚଳରେ ଘଟିଥିବା ଏହି ହତ୍ୟାକାଣ୍ଡ ଜିଲ୍ଲାରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।…

ଗଛରେ ପିଟି ହେଲା ସ୍କର୍ପିଓ ; ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜୀବନ

ରାଉରକେଲା: ଦିଅଁ ଦର୍ଶନ ସାରି ଫେରିବା ବାଟରେ ଗଛରେ ପିଟି ହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ ଗୁରୁତର । ଝାଡ଼ଖଣ୍ଡ ଚତରାରେ ହୋଇଛି ଏହି ମର୍ମନ୍ତୁଦ ଦୁର୍ଘଟଣା ।…