ରାଜ୍ୟସ୍ତରୀୟ ‘ପ୍ରବେଶ ଉତ୍ସବ’, ‘ଖଡିଛୁଆଁ’ ଓ ‘ଶିଶୁ ବାଟିକା’ ର ଶୁଭାରମ୍ଭ

ଭୁବନେଶ୍ବର: ହସ ହସ ମୁହଁ, ଚାରି ପାଖରେ କଅଁଳା ଶିଶୁ... କାହାକୁ ତା ହାତ ଧରି ସିଲଟରେ ବ୍ରହ୍ମା... ବିଷ୍ଣୁ... ମହେଶ୍ବର କହି ଶୂନ ବୁଲାଇ ଦେଉଛନ୍ତି ତ କାହା ମଥାରେ ଆଶୀର୍ବାଦର ହାତ ବୁଲାଇ ଆଣୁଛନ୍ତି । ପୁଣି ମଝିରେ…

‘କୋଶଳି ଭାଷା ହେଉ ରାଜ୍ୟ ଭାଷା’; ଦାବି କଲେ ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର: ବିଧାନସଭାରେ ଉଠିଲା କୋଶଳିକୁ ରାଜ୍ୟ ଭାଷାର ମାନ୍ୟତା ପ୍ରଦାନ ପ୍ରସଙ୍ଗ । ଗୃହରେ ଦାବି ରଖିଛନ୍ତି, ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ରାଜ୍ୟ ବିଧାନସଭାରେ ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁରୀ କୋଶଳିକୁ ଦ୍ବିତୀୟ ରାଜ୍ୟ…

ପୁନମ ଗୁପ୍ତା ଆରବିଆଇ ଡେପୁଟି ଗଭର୍ଣ୍ଣର ନିଯୁକ୍ତ

ଅର୍ଥନୀତିଜ୍ଞ ତଥା ନ୍ୟାସନାଲ କାଉନସିଲ ଅଫ ଆପ୍ଲାଏଡ ଇକୋନୋମିକ ରିସର୍ଚ୍ଚ(ଏନସିଏଇଆର)ର ମହାନିର୍ଦେଶକ ପୁନମ ପାଣ୍ଡେଙ୍କୁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆରବିଆଇ)ର ଡେପୁଟି ଗଭର୍ଣ୍ଣର ଭାବେ ନିଯୁକ୍ତ କରିଛନ୍ତି କେନ୍ଦ୍ର ସରକାର। ସେ ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ ଏହି ପଦବୀରେ ରହିବେ। ଗତ…

ଅନାସ୍ଥା ଭୋଟରେ ଶାସନ ଗାଦି ହରାଇଲେ ବ୍ୟାସନଗର ପୌରାଧକ୍ଷା ସଂଗୀତା ପିଙ୍ଗୁଆ

ଯାଜପୁର :  ଯାଜପୁର ବ୍ୟାସନଗର ପୌରପରିଷଦରେ ଆଜି ଅପରାହ୍ନରେ ଶେଷ ହୋଇଛି ଅନାସ୍ଥା ଭୋଟ । ବିଜେଡ଼ି ବିରୋଧରେ ବିଜେଡିର ରଣହୁଙ୍କାର ବ୍ୟାସନଗର ପୌର ପରିଷଦର ଅଧ୍ୟକ୍ଷା ପଦପାଇଁ ମହାଙ୍ଗା ପଡ଼ିଲା ।  ଅନାସ୍ଥା ଭୋଟରେ ଶାସନ ଗାଦି ହରାଇ ବସିଲେ ପୌରାଧକ୍ଷା…

ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା; ପୁଣି ତଦନ୍ତ ପାଇଁ ଦାବି କଲେ ବିଧାୟକ

ଭୁବନେଶ୍ୱର: ଗଜପତି ଜିଲ୍ଲାର ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟମୟ ମୃତ୍ୟୁ ମାମଲାର ସାନି ତଦନ୍ତ ଦାବି କରିଛନ୍ତି ଓଡ଼ିଶା ବିଧାୟକ ପଦ୍ମଲୋଚନ ପଣ୍ଡା। ବିଧାନସଭାରେ ଶୂନ୍ୟ କାଳରେ ଏହି ପ୍ରସଙ୍ଗ ଉଠାଇ ସିମୁଳିଆର ବିଜେପି ବିଧାୟକ କହିଛନ୍ତି ଯେ…

୫୬୦୦ କିଲୋମିଟର ରାଜପଥ ନିର୍ମାଣ କରିଛି ଜାତୀୟ ରାଜପଥ କର୍ତ୍ତୃପକ୍ଷ

ଜାତୀୟ ରାଜପଥ କର୍ତ୍ତୃପକ୍ଷ – ଏନ୍ଏଚ୍ଏଆଇ ୨୦୨୪-୨୫ ଆର୍ଥିକ ବର୍ଷରେ ୫ ହଜାର ୧୫୦ କିଲୋମିଟର ଜାତୀୟ ରାଜପଥ ନିର୍ମାଣ ଲକ୍ଷ୍ୟ ଧାର୍ଯ୍ୟ କରିଥିବା ବେଳେ ୫୬୦୦ କିଲୋମିଟରରୁ ଅଧିକ ଜାତୀୟ ରାଜପଥ ନିର୍ମାଣ କରିଛନ୍ତି। ସଡ଼କ ପରିବହନ ଓ ରାଜପଥ…

ଝାଡୁ ମରାକୁ ନେଇ ଛାତ୍ରଙ୍କୁ ଆକ୍ରମଣ, ଅଭିଯୋଗ ପରେ ବୈଠକ କଲେ ପ୍ରଧାନଶିକ୍ଷକ

ବାଲେଶ୍ବର: ଝାଡୁ ମରାକୁ ନେଇ ଛାତ୍ରଙ୍କୁ ଆକ୍ରମଣ । ଅଷ୍ଟମ ଓ ନବମ ଶ୍ରେଣୀ ଛାତ୍ରଙ୍କୁ ଆକ୍ରମଣ କଲେ ଦଶମ ଶ୍ରେଣୀ ଛାତ୍ର ।  ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ଜାମୁଡିହା ପଂଚାୟତର ବଣଭୂଇଁ ଆଶ୍ରମ ସ୍କୁଲରୁ ଅଭିଯୋଗ ହୋଇଛି ।  ଅଭିଯୋଗ…

ୱାକଫ ବିଧେୟକକୁ ସ୍ବାଗତ କଲେ ଦିଲ୍ଲୀ ହଜ୍‌ କମିଟି ଅଧ୍ୟକ୍ଷା

ୱାକଫ ସଂଶୋଧନ ବିଧେୟକ ବୁଧବାର ସଂସଦରେ ଆଗତ ହୋଇଛି। ଏହା ଉପରେ ୮ ଘଣ୍ଟା ଆଲୋଚନା ହେବ। ତେବେ ବିଧେୟକକୁ ବିରୋଧୀ ଦଳଗୁଡ଼ିକ ବିରୋଧ କରିଆସୁଛନ୍ତି। ଏହା ମଧ୍ୟରେ ବିଧେୟକକୁ ସ୍ବାଗତ କରିଛନ୍ତି ଦିଲ୍ଲୀ ହଜ୍‌ କମିଟି ଅଧ୍ୟକ୍ଷା କୌସର ଜାହାଁ।…

ଆଜିଠୁ ୩ ଦିନ କାଳବୈଶାଖୀ ସମ୍ଭାବନା !, ଘଡ଼ଘଡ଼ି ଓ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର :  ତାତିରେ ଲାଗିବ ବ୍ରେକ୍ ।  ଆଜିଠୁ ୩ ଦିନ କାଳବୈଶାଖୀ ସମ୍ଭାବନା ।  ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ଓ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି। ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ । …

ବିଦ୍ୟୁତ୍ ଆଘାତରେ ୫ ବର୍ଷରେ ଗଲାଣି ୨୭ ହାତୀଙ୍କ ଜୀବନ

ଭୁବନେଶ୍ବର: ବିଦ୍ୟୁତ୍ ଆଘାତରେ ଯାଉଛି ହାତୀ ଜୀବନ । ଏହି ଚିନ୍ତାଜନକ ପ୍ରସଙ୍ଗ  ବୁଧବାର ଦିନ  ବିଧାନସଭାରେ ଉପସ୍ଥାପିତ ହୋଇଛି। ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ ଏକ ପ୍ରଶ୍ନର ଉତ୍ତରରେ ସୂଚନା ପ୍ରଦାନ କରିଛନ୍ତି ଯେ, ଗତ ପାଞ୍ଚ ବର୍ଷ ମଧ୍ୟରେ…