ଲାଞ୍ଚ ନେବା ବେଳେ ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ମାଡିବସିଲା ଭିଜିଲାନ୍ସ ଟିମ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ବ୍ଲକ କନିଷ୍ଠ ଯନ୍ତ୍ରୀ । ଧରାପଡିବା ଭୟରେ ମଧ୍ୟସ୍ଥି ଜରିଆରେ ନେଉଥିଲେ ଲାଞ୍ଚ । କିନ୍ତୁ ତଥାପି ବର୍ତ୍ତିପାରିନଥିଲେ ସରକାରୀ ବାବୁ । ଶେଷରେ ଭିଜିଲାନ୍ସ ହାତରେ ଧରାପଡିଗଲେ ଉଭୟ । ବାଲିଅନ୍ତା ବ୍ଲକ୍ କନିଷ୍ଠ ଯନ୍ତ୍ରୀ…

ଓଡ଼ିଶାର ଦୁଇଟି ସମେତ ୪ ରେଳ ପ୍ରକଳ୍ପକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ: ରେଳ ଧାରଣା କ୍ଷମତା ବୃଦ୍ଧି କରିବା ପାଇଁ ଭାରତୀୟ ରେଳବାଇ ଯାତ୍ରୀ ଏବଂ ପଣ୍ୟବାହୀ ଟ୍ରେନଗୁଡିକର ସୁଗମ ଏବଂ ଦ୍ରୁତ ପରିବହନ ସୁନିଶ୍ଚିତ କରିବାକୁ ୪ଟି ମଲ୍ଟିଟ୍ରାକିଂ ପ୍ରକଳ୍ପ ହାତକୁ ନେବାକୁ ଯୋଜନା କରୁଛି। ଏହି ପଦକ୍ଷେପଗୁଡ଼ିକ ଯାତ୍ରା ସୁବିଧାକୁ…

ରାଜା ଚକ୍ରଙ୍କ ଓକିଲଙ୍କ ଅଭିଯୋଗର ଜବାବ ରଖିଲେ ମନମୋହନ, ମୋ ଜୀବନ ଖୋଲା ବହି

ଭୁବନେଶ୍ଵର : ରାଜା ଚକ୍ରଙ୍କ ଓକିଲଙ୍କ ଅଭିଯୋଗର ଜବାବ ରଖିଲେ ମନମୋହନ ସାମଲ ।  ତାଙ୍କ ଜୀବନ ଖୋଲା ବହି ।  ତେଣୁ ତାଙ୍କ ବ୍ୟାଙ୍କ ଆକାଉଣ୍ଟ, ଦଳର ବ୍ୟାଙ୍କର ଆକାଉଣ୍ଟ ଯାଞ୍ଚ କରାଯାଉ ।  ଏହା ସହ ଦାୟିତ୍ବହୀନ ମନ୍ତବ୍ୟ ଗଣମାଧ୍ୟମରେ…

ସୁପ୍ରିମକୋର୍ଟରେ ପହଞ୍ଚିଲା ଓ୍ବାକଫ(ସଂଶୋଧନ) ବିଲ୍

ନୂଆଦିଲ୍ଲୀ : ୱାକଫ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ରାଜନୈତିକ ଉଷ୍ମତା ରହିଛି। କଂଗ୍ରେସ ସମେତ ଅନ୍ୟାନ୍ୟ ବିରୋଧୀ ଦଳ ଏବଂ ଅନେକ ମୁସଲିମ ସଂଗଠନ ଏହି ବିଲ୍‌କୁ ବିରୋଧ କରୁଛନ୍ତି। ଏବେ ୱାକଫ ସଂଶୋଧନ ବିଲ୍ ମାମଲା ମଧ୍ୟ…

ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ

ଭୁବନେଶ୍ଵର: ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ ତଥା ସାହାଯ୍ୟ କରିବା ପାଇଁ ସରକାର ବିଭିନ୍ନ ପ୍ରକାରର ଯୋଜନା ଜାରି କରିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଆୟୁଷ୍ମାନ ଭାରତ ଯୋଜନା, ଯାହାର ଲାଭ ଲକ୍ଷ ଲକ୍ଷ ଭାରତୀୟଙ୍କ ପାଖରେ ପହଞ୍ଚୁଛି।…

ତଦନ୍ତକୁ ବାଟବଣା କରିବାକୁ ଉଦ୍ୟମ କରୁଛନ୍ତି ରାଜା ଚକ୍ର: ଅଞ୍ଜନ ବେଜ

କେନ୍ଦୁଝରଗଡ଼: ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିରେ ହୋଇଥିବା ଅନିୟମିତତାରେ ଗିରଫ ବିଜେଡି ନେତା ସୌମ୍ୟ ଶଙ୍କର ଚକ୍ର ଓରଫ ରାଜା ଇଓଡବ୍ଲ୍ୟୁ ତଦନ୍ତକୁ ବାଟବଣା କରିବାକୁ ଉଦ୍ୟମ କରୁଛନ୍ତି ବୋଲି ଏଜେନ୍ସିର ପୂର୍ବତନ ସମ୍ପାଦକ ତଥା ବିଜେପି ନେତା ଅଞ୍ଜନ ବେଜ୍‌‌ କହିଛନ୍ତି।…

ଯାତ୍ରା ସାମ୍ରାଜ୍ୟରୁ ବ୍ୟାନ୍ ହେଲେ ନରି ପଣ୍ଡା

ଭୁବନେଶ୍ବର: ଆଉ ଯାତ୍ରା ମଞ୍ଚରେ ଶୁଭିବନି ହାସ୍ୟ ଅଭିନେତା ନରି ପଣ୍ଡାଙ୍କ କମେଡି । ପୂରା ଯାତ୍ରା ସାମ୍ରାଜ୍ୟରୁ ହେଲେ ବ୍ୟାନ୍ । ହାସ୍ୟାଭିନେତା ନରିଙ୍କୁ ବୟକଟ କରିଛି ଯାତ୍ରା ମାଲିକ ସଂଘ । ତୁଳସୀ ଗଣନାଟ୍ୟ ମାଲିକ ନରି ପଣ୍ଡାଙ୍କୁ…

ମୋଦୀ-ୟୁନୁସଙ୍କ ଆଲୋଚନାବେଳେ ଉଠିଲା ହସିନାଙ୍କ ପ୍ରତ୍ୟର୍ପଣ ପ୍ରସଙ୍ଗ

ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକରେ ଅନୁଷ୍ଠିତ ବିମଷ୍ଟେକ ସମ୍ମିଳନୀରେ ଯୋଗଦେବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବାଂଲାଦେଶ ଅନ୍ତରୀଣ ସରକାରର ମୁଖ୍ୟ ମହମ୍ମଦ ୟୁନୁସଙ୍କ ମଧ୍ୟରେ ଦ୍ବିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଛି। ଏହି ଅବସରରେ ବାଂଲାଦେଶର ବିତାଡ଼ିତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ…

ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ଦୁଇ ଆହତ

ଟିଟିଲାଗଡ: ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର । ଅଳ୍ପକେ ବର୍ତ୍ତିଲେ ମାଆ ଓ ଯାଆଁଳା ଶିଶୁକନ୍ୟା । ଶିଶୁଙ୍କ ବାପା ଓ ଜେଜେମା ଆହତ ।  ଟିଟିଲାଗଡରୁ ବଲାଙ୍ଗିର ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର ବେଳେ ଅଘଟଣ ଘଟିଛି । ଗତକାଲି ମୁରିବାହାଲ ବ୍ଳକ…

ଚୋରା ଖଣି ଉପରେ ପ୍ରଶାସନର ଚଢାଉ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଥିବା ଓଡିଶାର ସବୁଠୁ ବଡ ଖଣି ଉପରେ ଚଢ଼ାଉ ଆରମ୍ଭ କରିଛି ପ୍ରଶାସନ । ଖଣି ଚୋରି ସଂପର୍କରେ ସୂଚନା ପାଇବା ପରେ ପ୍ରଶାସନ, ପୋଲିସ ଓ ବନବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି । ହେମଗିରି…