ଦୁଇ ଭାଗ ହେଲା ଫଲକନୁମା ଏକ୍ସପ୍ରେସ୍

ଶ୍ରୀକାକୁଲମ: ପୁଣି ରେଳ ଦୁର୍ଘଟଣା। ଦୁଇ ଭାଗ ହୋଇଗଲା ଫଲକନୁମା ଏକ୍ସପ୍ରେସ୍। ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମର ପଲାସା ନିକଟରେ ମଙ୍ଗଳବାର ଘଟିଛି ଏକ ରେଳ ଦୁର୍ଘଟଣା। ବିଶାଖାପାଟଣା ଦେଇ ସାଲିମାର ଯାଉଥିବା ଫଲକନୁମା ଏକ୍ସପ୍ରେସର ଦୁଇଟି ଏସି ବଗି ଟ୍ରେନରୁ ଅଲଗା ହୋଇଯାଇଛି।…

ଓଇଆରସିର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ କୁମାର ଜେନା । ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପତି । ଆଜି ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ…

ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ପ୍ରବଳ ଗରମ ଉପରେ ବ୍ରେକ୍‌ ଲାଗିବ। ଅସହ୍ୟ ତାତିରୁ ତ୍ରାହି ମିଳିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହା ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ରିକର୍ଭ କରି…

ସରକାରୀ କାର୍ଯ୍ୟାଳୟରୁ ହେରୋଇନ୍ ଜବତ, ଜଣେ କର୍ମଚାରୀ ଗିରଫ

ଇଟାନଗର: ଇଟାନଗର ପୁଲିସ ଏଠାକାର ସିଭିଲ୍ ସଚିବାଳୟ ପରିସରରୁ ଜଣେ ସନ୍ଦିଗ୍ଧ ଡ୍ରଗ୍ସ(ହେରୋଇନ୍) ଯୋଗାଣକାରୀଙ୍କୁ ଗିରଫ କରିଛି। ତାଙ୍କ ନିକଟରୁ ୪୪.୩୬ ଗ୍ରାମ ହେରୋଇନ୍ ଜବତ କରାଯାଇଛି ବୋଲି ଜଣେ ବରିଷ୍ଠ ପୁଲିସ ଅଧିକାରୀ ମଙ୍ଗଳବାର କହିଛନ୍ତି। ଇଟାନଗର ପୋଲିସ ଅଧୀକ୍ଷକ…

ମା’ ତାରାତାରିଣୀ ପୀଠରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ଗଞ୍ଜାମ: ଆଜି ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେଵୀ ମାଆ ତାରାତାରିଣୀ ଶକ୍ତିପୀଠ ପରିଦର୍ଶନ କରି ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପଗୁଡିକର ସମୀକ୍ଷା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ସମୟରେ ତାଙ୍କ ସହିତ ଉପସ୍ଥିତ ଥିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ…

ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ, କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ନାଉଗାଁ ଅଞ୍ଚଳରେ ଅଭାବନୀୟ ଘଟଣା । ଏକା ସାଙ୍ଗରେ ବିଷ ପିଇଲେ ଦୁଇ ଛାତ୍ରଛାତ୍ରୀ । ଶ୍ରୀ ଜଗନ୍ନାଥ ମହାବିଦ୍ୟାଳୟର ପଛପଟ ଥିବା ଅଙ୍ଗନବାଡ଼ି କେନ୍ଦ୍ର ପାଖରେ ପିଇଲେ ବିଷ । ଗୁରୁତର ଅବସ୍ଥାରେ ଉଭୟଙ୍କୁ ପ୍ରଥମେ…

ବାକି ଥିବା ମାମଲାର ତଦନ୍ତ ପ୍ରକ୍ରିୟା ଶେଷ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ବର: ଗତ ମାର୍ଚ୍ଚ ମାସରେ ଭୁବନେଶ୍ବର ସହରାଞ୍ଚଳ ଜିଲ୍ଲା ପୋଲିସ ପକ୍ଷରୁ ମୋଟ ୧୩୦୦ ଟି ମାମଲାର ତଦନ୍ତ ସମ୍ପୂର୍ଣ କରି ତଦନ୍ତକାରୀ ଅଫିସରମାନେ ନ୍ୟାୟାଳୟରେ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛନ୍ତି । ଭୁବନେଶ୍ବର ସହରାଞ୍ଚଳର ବିଭିନ୍ନ ଥାନାରେ ପ୍ରାୟ ଦଶ…

ବିଜେପି ନେତାଙ୍କ ବାସଭବନରେ ଭୟଙ୍କର ବିସ୍ଫୋରଣ, ବ୍ୟାପକ କ୍ଷୟକ୍ଷତି

ଚଣ୍ଡିଗଡ଼: ପଞ୍ଜାବର ଜଳନ୍ଧର ଜିଲାରେ ବିଜେପି ନେତା ମନୋରଞ୍ଜନ କାଳିଆଙ୍କ ବାସଭବନରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି, ଯାହା ଫଳରେ ସ୍ଥାନୀୟ  ଅଞ୍ଚଳରେ ଆତଙ୍କ ଖେଳିଯାଇଛି ଏବଂ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ବିସ୍ଫୋରଣରେ ବ୍ୟାପକ କ୍ଷୟକ୍ଷତି ହୋଇଥିବାବେଳେ କୌଣସି ଧନଜୀବନ…

ମା’ ତାରିଣୀଙ୍କୁ ୫୦ ଲକ୍ଷ ଟଙ୍କାର ସୁନା ମୁକୁଟ ଦାନ କଲେ ଭକ୍ତ

କେନ୍ଦୁଝର : ଭକ୍ତ ଓ ଭଗବାନଙ୍କ ସମ୍ପର୍କ ଅତୁଟ । ତାଙ୍କ ଭାବର ଡୋରି କେହି କାଟିପାରିବେନି । ଭକ୍ତଙ୍କ ଦୁଃଖ ସମୟରେ ଭଗବାନ ସବୁ ବେଳେ ଠିଆ ହୋଇଥାଆନ୍ତି । ଭଗବାନ କାହାର କେତେ ବେଳେ ମନସ୍କାମନା ପୂରଣ କରନ୍ତି ତାହା…

ବିଜୁ ଯୁବ ଜନତା ଦଳ ନେତାଙ୍କ ବିସ୍ଫୋରକ ବୟାନ: ‘ମାନସ ମଙ୍ଗରାଜଙ୍କ କଥାରେ ଭୋଟ ଦେଇଥିଲେ ସସ୍ମିତ୍’

ଭୁବନେଶ୍ବର: ଦିନ ଗଡିବା ସାଙ୍ଗରେ ବଢିଚାଲିଛି ବିଜେଡି ଭିତରେ ଉଷ୍ମତା । ପ୍ରତିଦିନ ନୂଆ ନୂଆ ଚାଞ୍ଚଲ୍ୟକର ବୟାନ ସାମ୍ନାକୁ ଆସୁଛି । ବିଜେଡିର ବରିଷ୍ଠ ନେତାମାନେ ଏନେଇ ବଡ ବଡ ବୟାନ ରଖିଥିବା ବେଳେ ଆଜି ଓ୍ବାକଫ୍ ବିଲ ସପକ୍ଷରେ…