୪ ହଜାର କୋଟି ଟଙ୍କାର ସଡ଼କ ପ୍ରକଳ୍ପର ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ ନିତିନ ଗଡ଼କରୀ

ଭୁବନେଶ୍ୱର : କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଆସନ୍ତାକାଲି (ଗୁରୁବାର) ଓଡିଶା ଗସ୍ତରେ ଆସିବେ। ଶ୍ରୀ ଗଡ଼କରୀ ଗୁରୁବାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଫଳରେ ରାଜ୍ୟର ସଡ଼କ ଭିତ୍ତିଭୂମିକୁ ଏକ ବଡ଼…

ସବୁଜ ଓଡ଼ିଶା ଲକ୍ଷ୍ୟ ପୂରଣ ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ

ଭୁବନେଶ୍ୱର : ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି…

ସରକାରୀ କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ, ଅଫିସ୍‌ ବିଳମ୍ବରେ ପହଞ୍ଚିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର  : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ କାର୍ଯ୍ୟରତ କର୍ମଚାରୀମାନେ ଠିକ୍‌ ସମୟରେ ଅଫିସ୍‌ ଆସୁନାହାନ୍ତି। ଫଳରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେବା ସହ ବିଳମ୍ବ ହେଉଛି। ଏହାକୁ ନେଇ ବିଭାଗ ପକ୍ଷରୁ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯାଇଛି। ନିର୍ଦ୍ଧାରିତ ସମୟ…

ଅପ୍ରେଲ ୨୧ ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଗୁରୁବାର ପଞ୍ଜିକରଣ

ଭୁବନେଶ୍ବରତା,୧୬।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଅପ୍ରେଲ ୨୧ ତାରିଖ-ସୋମବାରରେ ସମ୍ବଲପୁରରେ ଜନସାଧାରଣଙ୍କର ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ, ଦୁର୍ଗାପାଲି ଠାରେ  ଏହି ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତାକାଲି…

ଇସ୍ରାଏଲୀ ଯୁଦ୍ଧ ବିମାନ ନିଜ ଅଞ୍ଚଳରେ ବୋମା ମାଡ଼ କରି ଆତଙ୍କ ସୃଷ୍ଟି କଲା

ତେଲ ଅଭିଭ: ଇସ୍ରାଏଲୀ ବାୟୁସେନାର ଏକ ଯୁଦ୍ଧ ବିମାନ ମଙ୍ଗଳବାର ରାତିରେ ଭୁଲବଶତଃ ନିଜ ଅଞ୍ଚଳରେ ବୋମା ପକାଇଛି। ଏହି ବୋମା ବିସ୍ଫୋରଣ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା। ଇସ୍ରାଏଲୀ ଯୁଦ୍ଧ ବିମାନ ଯେଉଁଠାରେ ବୋମା ପକାଇଥିଲା ସେହି ସ୍ଥାନରୁ ଅଳ୍ପ…

ଶିଶୁ ଚାଲାଣ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ ମାସ ମଧ୍ୟରେ ମାମଲାର ବିଚାର ଶେଷ କରନ୍ତୁ

ନୂଆଦିଲ୍ଲୀ,୧୬।୪: ଶିଶୁ ଚାଲାଣ ମାମଲାରେ ଦୋଷୀଙ୍କୁ କଠୋର ଦଣ୍ଡ ଓ ଶୀଘ୍ର ନ୍ୟାୟ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛନ୍ତି। ଜଷ୍ଟିସ ଜେ.ବି. ପର୍ଦ୍ଦିୱାଲା ଓ ଜଷ୍ଟିସ ଆର. ମହାଦେବନଙ୍କ ଖଣ୍ଡପୀଠ ଦେଶର ସମସ୍ତ ହାଇକୋର୍ଟଙ୍କୁ ନିର୍ଦ୍ଦେଶ…

‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ କରି ୭୩ଟି ଆବେଦନର ଶୁଣାଣି କରୁଥିଲା, ଯାହା ଅନେକ ରାଜ୍ୟରେ ବିରୋଧ ସୃଷ୍ଟି କରିଛି। ମୁଖ୍ୟ…

ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ମହାରାଷ୍ଟ୍ରର ଏକ ପୌରପାଳିକାର ସାଇନ୍ ବୋର୍ଡରେ ଉର୍ଦ୍ଦୁ ବ୍ୟବହାର କରିବାର ଚ୍ୟାଲେଞ୍ଜକୁ ପ୍ରତ୍ୟାଖ୍ୟାନ କରି ସୁପ୍ରିମକୋର୍ଟ ଚେତାବନୀ ଦେଇଛନ୍ତି ଯେ ଭାଷା ବିଭାଜନର କାରଣ ହେବା ଉଚିତ୍ ନୁହେଁ ଏବଂ ଭାରତର ଭାଷାଗତ ବିବିଧତାକୁ ପ୍ରଶଂସା କରାଯିବା ଉଚିତ। ”ବର୍ତ୍ତମାନର ମାମଲାକୁ…

ବଢିପାରେ ଦିଗବିଜୟଙ୍କ ଅଡୁଆ, ପୁଣି ଖୋଲିବ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟସଭା ସାଂସଦ ଦିଗବିଜୟ ସିଂହଙ୍କ ସମସ୍ୟା ବଢ଼ିପାରେ, କାରଣ ୨୮ ବର୍ଷ ପରେ କଂଗ୍ରେସ ନେତ୍ରୀ ସରଳା ମିଶ୍ରଙ୍କ ମୃତ୍ୟୁ ମାମଲା ପୁଣି ଥରେ ଖୋଲିବାକୁ ଯାଉଛି। ଏହି ମାମଲାରେ, ସରଳା ମିଶ୍ରଙ୍କ ଭାଇ…

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନ ୮ରେ ପ୍ରବେଶିକା ପରୀକ୍ଷା ହେବାକୁ ଥିବା ବେଳେ ଗତକାଲିଠୁ ସାମ୍ସ…