ଏପ୍ରିଲ ୨୩ରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ, ଜାରି ରହିବ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା

ଭୁବନେଶ୍ବର: ସ୍କୁଲ ପିଲାଙ୍କ ପାଇଁ ଅପ୍ରେଲ୍‌ ୨୩ ତାରିଖ ଠାରୁ ଖରା ଛୁଟି ଘୋଷଣା ହୋଇଛି। ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ…

କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ, ଅନେକ ପର୍ଯ୍ୟଟକଙ୍କ ମୃତ୍ୟୁ ଆଶଙ୍କା, ଜଣେ ଓଡ଼ିଆ ପର୍ଯ୍ୟଟକ ମୃତ

କଶ୍ମୀରରେ ବଡ଼ଧରଣର ଆତଙ୍କବାଦୀ ଆକ୍ରମଣ । ଆତଙ୍କବାଦୀଙ୍କ ଆଖବୁଜା ଗୁଳିମାଡ଼ରେ ୨୭  ଜଣ ପର୍ଯ୍ୟଟକ ପ୍ରାଣ ହରାଇଥିବା ଜଣାପଡ଼ିଛି । ମୃତ୍ୟୁ ସଂଖ୍ୟା ଆହୁରି ବଢିବା ଆଶଙ୍କାରହିଛି । ବାଲେଶ୍ବର ଜିଲ୍ଲାର ଜଣେ ପର୍ଯ୍ୟଟକଙ୍କର ଗୁଳିମାଡ଼ରେ ମୃତ୍ୟୁ ହୋଇଛି । ଦକ୍ଷିଣ…

ପୁଣି ବିବାଦରେ ରାମଦେବ, ଚେତାବନୀ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ: ପୁଣି ବିବାଦରେ ବାବା ରାମଦେବ। ହମଦର୍ଦ କମ୍ପାନୀର ସର୍ବତ ଉପରେ ରାମଦେବଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଗିଦ୍‌ କରିଛନ୍ତି ଦିଲ୍ଲୀ ହାଇକୋର୍ଟ। ଜଷ୍ଟିସ୍ ଅମିତ ବଂଶଲ ଏକ କଡ଼ା ଆଦେଶ ଜାରି କରିବାକୁ ଚେତାବନୀ…

ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ମିଳିବ ଚାକିରି: ସୁପ୍ରିମକୋର୍ଟଙ୍କୁ ଜଣାଇଲେ ଏଜି

ନୂଆଦିଲ୍ଲୀ: ମୃତ ସରକାରୀ କର୍ମଚାରୀଙ୍କ ପରିବାରଙ୍କ ପ୍ରତି ଓଡିଶା ସରକାରଙ୍କ ସମ୍ବେଦନଶୀଳ। ୩ ହଜାରରୁ ଉଦ୍ଧ୍ୱର୍ ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ସରକାରୀ ଚାକିରି। ରାଜ୍ୟ ସରକାରଙ୍କ ପକ୍ଷରୁ ଆଡଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ସୋମବାର ସୁପ୍ରିମକୋର୍ଟରେ ଏହା…

ମୁସଲିମ ମୌଳବାଦୀଙ୍କ ସହ ହାତ ମିଳାଇଛନ୍ତି ୟୁନୁସ୍‌

ଢାକା: ଗତ ବର୍ଷ ଅଗଷ୍ଟରେ ଏକ ହିଂସାତ୍ମକ ବିଦ୍ରୋହ ପରେ ଶେଖ ହାସିନାଙ୍କ ସରକାରର ପତନ ଏବଂ ସେ ଦେଶ ଛାଡି ପଳାଇବା ପରେ, ବାଂଲାଦେଶ ମୌଳବାଦୀ ଇସଲାମିକ ଗୋଷ୍ଠୀ ଏବଂ ଆତଙ୍କବାଦୀ ସଂଗଠନଗୁଡ଼ିକର ଆଶ୍ରୟସ୍ଥଳ ହେବାକୁ ଯାଉଛି। ଶେଖ ହସିନାଙ୍କ…

କେନ୍ଦ୍ରୀୟ ଏମ୍ପାନେଲ୍ଡରେ ସାମିଲ ହେଲେ ସତ୍ୟବ୍ରତ ସାହୁ

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ସଚିବ ସମକକ୍ଷ ରାଙ୍କ ଏମ୍ପାନେଲ୍ଡରେ ସାମିଲ ହେଲେ ଓଡ଼ିଶା କ୍ୟାଡର ବରିଷ୍ଠ ଆଇଏଏସ୍ ଅଧିକାରୀ ସତ୍ୟବ୍ରତ ସାହୁ। କ୍ୟାବିନେଟର ନିଯୁକ୍ତି କମିଟି (ଏସିସି) ସତ୍ୟବ୍ରତ ସାହୁଙ୍କ ଏମ୍ପାନେଲମେଣ୍ଟକୁ ଅନୁମୋଦନ କରିଛି। ଯିଏକି ଏବେ ଓଡ଼ିଶା ଗୃହ ବିଭାଗରେ…

ଦଳ ଠିକ୍ ଢଙ୍ଗରେ ନ ଚାଲିଲେ ବିଜେଡିର ଅଧୋପତନ ହେବା ନିଶ୍ଚିତ: କର୍ପୋରେଟର୍ ଅମରେଶ ଜେନା

ଭୁବନେଶ୍ବର: ବିଜେଡି କର୍ପୋରେଟର୍ ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଦଳକୁ ଠିକ୍ ଢଙ୍ଗରେ ପରିଚାଳନା କରାଯାଉନାହିଁ। ଯେଉଁ ୪/୫ଜଣଙ୍କ ଜରିଆରେ ଦଳ ଚାଲୁଛି, ସେମାନେ ନିରପେକ୍ଷ ନୁହନ୍ତି। ଷଡ଼ଯନ୍ତ୍ରକାରୀଙ୍କ ହାତରେ ବିଜେଡି। ମେଳି କରିଥିବା ବରିଷ୍ଠ ନେତାଙ୍କ…

ରାମବନରେ ବନ୍ୟା ଓ ଭୂସ୍ଖଳନ ପ୍ରଭାବିତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା

ରାମ୍ବନ (ଜାମ୍ମୁ-କାଶ୍ମୀର):ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ମଙ୍ଗଳବାର ବାଦଲ ଫଟା ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ହୋଇଥିବା କ୍ଷୟକ୍ଷତିର ପରବର୍ତ୍ତି ପରିସ୍ଥିତିର ସମୀକ୍ଷା କରିଛନ୍ତି ଏବଂ ପ୍ରଭାବିତ ପରିବାର ସହିତ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଅବଦୁଲ୍ଲା ତାଙ୍କ ରାଜନୈତିକ ପରାମର୍ଶଦାତା ନାସିର…

ଜଳୁଛି ପଶ୍ଚିମ ଓଡ଼ିଶା; ଝାରସୁଗୁଡାରେ ତାପମାତ୍ରା ୪୪.୮°

ଭୁବନେଶ୍ୱର: ପ୍ରବଳ ଗ୍ରୀଷ୍ମ ପ୍ରବାହ ସତର୍କତା ମଧ୍ୟରେ ମଙ୍ଗଳବାର ଦିନ ୨.୩୦ ସୁଦ୍ଧା ଝାରସୁଗୁଡାରେ ପାରଦ ୪୪.୮° ସେଲସିୟସକୁ ବୃଦ୍ଧି ପାଇଛି। ସମ୍ବଲପୁର ୪୪.୨° ସେଲସିୟସ ସହିତ ଦ୍ୱିତୀୟ ସ୍ଥାନରେ ରହିଥିଲା ବେଳେ ହୀରାକୁଦ (୪୪° ସେଲସିୟସ) ଏବଂ ରାଉରକେଲା (୪୨.୨°…

ଏପ୍ରିଲ ୨୪ ରେ ନୂଆ ରାସନ କାର୍ଡ ହେବ ବଣ୍ଟନ, ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁ‌ବନେଶ୍ବର: ଏପ୍ରିଲ ୨୪ ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟା ଯିବ ନୂଆ ରାସନ କାର୍ଡ । ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ 5 ଲକ୍ଷ 90 ହଜାର ନୂଆ…